ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

ମାଲକାନଗିରି,(୧୧।୭) : ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଗୋପବନ୍ଧୁ ଉନୟନ ସଂସ୍ଥା ବୈଠକ ଗୃହଠାରେ ନୂତନ କରି ଚୟନ ହୋଇଥିବା ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିରରେ ମାଲକାନଗିରି, ମାଥିଲି ବ୍ଲକର ଗ୍ରାମ୍ୟ ସାଧନ କର୍ମୀ ମାନେ…

ସାଂସଦ ପ୍ରତିନିଧି ଭାବେ କୃଷ୍ଣଚନ୍ଦ୍ର ପାଳ ମନୋନୀତ

ମାଲକାନଗିରି,(୧୧।୭) : ମାଲକାନଗିରି ପୌର ପରିଷଦର ସାଂସଦ ପ୍ରତିନିଧି ଭାବେ ବ୍ରଜ କିଶୋର ପାଳଙ୍କୁ ଚୟନ କରା ଯାଇଛି | ଆଜି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ମାଲକାନଗିରି ପୌର ପରିଷଦର ସାଂସଦ ପ୍ରତିନିଧି ଭାବେ ବ୍ରଜ କିଶୋର ପାଳଙ୍କୁ ଚୟନ କରିଥିବା ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି ।…

ସରକାରୀ ସ୍କୁଲରେ ଗଣମାଧ୍ୟମ ପ୍ରବେଶ ନିଷେଧ ଆଦେଶକୁ ତୁରନ୍ତ ପ୍ରତ୍ୟାହାର କରିବା ଦାବି

ମାଲକାନଗିରି (୧୧।୭) : ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ଏକ ନିର୍ଦ୍ଧେଶନାମା ଜରିଆରେ ଗଣମାଧ୍ୟମ ପ୍ରତିନିଧି ମାନେ ବିଦ୍ୟାଳୟରେ ପ୍ରବେଶକୁ ନିଷେଧ କରିବା ଘଟଣାକୁ ନେଇ ମାଲକାନଗିରି ଜିଲ୍ଲା ସାମ୍ବାଦିକ ସଂଘ ମିଳିତ ମଞ୍ଚ ଏହାକୁ ନିନ୍ଦା କରିବା ସହ ତୁରନ୍ତ ଏହି ଆଦେଶକୁ ପ୍ରତ୍ୟାହାର କରିବା…

ମହିଳାଙ୍କ ମୃତଦେହ ଉଦ୍ଧାର ହତ୍ୟା ସନ୍ଦେହ

ହିଞ୍ଜିଳିକାଟୁ, ୧୧/୭: ରବିବାର ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ଶରଧାପୁର ଗ୍ରାମରୁ ଘର ଭିତରୁ ରକ୍ତାକ୍ତ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଥିଲା। ତାଙ୍କୁ ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ମହିଳାଙ୍କ…

ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର

ହିଞ୍ଜିଳିକାଟୁ (୧୧।୭) : ପ୍ରେସ କ୍ଲବ ହିଞ୍ଜିଳିକାଟୁ ପକ୍ଷରୁ କରୋନାରେ ମୃତ୍ୟୁ ଘଟିଥିବା ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ୨ୟ ବାର୍ଷିକୀ ତିରୋଧାନ ଦିବସରେ ସୋମବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ଆୟୋଜନ ହୋଇଯାଇଛି।…

ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ

ପୁରୀ: ଗତକାଲି ସୁନାବେଶରେ ଦର୍ଶନ ପରେ ଆଜି ତ୍ରୟୋଦଶୀ ତିଥିରେ ରଥାରୁଢ଼ ଶ୍ରୀଜିଉଙ୍କ ଅଧରପଣା ଭୋଗ ନୀତି ଅନୁଷ୍ଠିତ ହୋଇଛି । ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିଲା । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ…

ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ଚାରା ବିତରଣ କେନ୍ଦ୍ର ଉଦ୍ଘାଟିତ

ଦାରିଙ୍ଗବାଡ଼ି, (୧୧/୭) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ସ୍ଥାନୀୟ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଭିନ୍ନ କିସମର ବୃକ୍ଷ ଚାରାର ସ୍ୱତନ୍ତ୍ର ଷ୍ଟଲ ପ୍ରସ୍ତୁତ କରାଯାଇ ବିଭିନ୍ନ କିସମର ଚାରା ବିତରଣ କାର୍ଯ୍ୟକ୍ରମର…

ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

ଫୁଲବାଣୀ : ଖଜୁରୀପଡା ବ୍ଲକର ଜିଏନ ଏମ କଲେଜ ସଭାଗୃହ ଗୁଦାରି ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇ ଯାଇଅଛି । ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବରେ ଜିଏନ ଏମ କଲେଜ ଗୁଦାରିର ମୁଖ୍ୟ ସନ୍ତୋଷ କୁମାର ମିଶ୍ର ଯୋଗ ଦେଇ ଥିବା ବେଳେ…

ବେଆଇନ ଗୋ-ଚାଲାଣ ବିରୋଧରେ ବଜରଙ୍ଗ ଦଳ ପକ୍ଷରୁ ଦାବୀପତ୍ର

ବ୍ରହ୍ମପୁର : ବ୍ରହ୍ମପୁର ସହର ଏବଂ ଏହାର ଉପକଣ୍ଠରେ ବେଆଇନ ଗୋ-ଚାଲାଣ, ଗୋ- ସଂପଦ ଚୋରି ଏବଂ ବୁଲା ପଶୁଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବୀରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଏକ ଦାବୀପତ୍ର ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକଙ୍କ…

ବରିଷ୍ଠ କଳାକାର ସଂଘର “ଗ୍ରାମକୁ ଚାଲ” କାର୍ଯ୍ୟକ୍ରମ

ବ୍ରହ୍ମପୁର (୧୧/୦୭) : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ଗ୍ରାମାଞ୍ଚଳ କଳାକାରମାନଙ୍କ ସହ ସାମିଲ ହେବା ନେଇ ସଂପ୍ରତି "ଗ୍ରାମକୁ ଚାଲ" କାର୍ଯ୍ୟକ୍ରମର ଅୟମାରମ୍ଭ କରିଛି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ ପ୍ରତାପଗିରି ଗ୍ରାମସ୍ଥ ବଡ଼…