Sign in
Sign in
Recover your password.
A password will be e-mailed to you.
୧୬ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା ଦୁଇ ମୃତ, ୯ ଆହତ
ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ଘଟିଛି ସିରିଜ ଦୁର୍ଘଟଣା।ଦୁର୍ଘଟଣା ରେ ୨ ଜଣଙ୍କ ମୃତ୍ୟୁ ମୃତକର ପରିଚୟ ମିଳିନାହିଁ।ଆହତ ମାନଙ୍କୁ ଖୋର୍ଦ୍ଧା ମେଡ଼ିକାଲକୁ ସ୍ଥାନାନ୍ତରିତ।ଘଟଣାରୁ ଜଣାପଡିଛି ଗୋଟିଏ ବୋଲୋରୋ!-->…
ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ
ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି!-->…
ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ!-->!-->!-->…
ମୁକୁଳା ଟ୍ରାନ୍ସଫର୍ମରେ ଲାଗି ଦନ୍ତା ହାତୀର ମୃତ୍ୟୁ
ନିରାକାରପୁର: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ ଆଡୁ ଆସି ମୁଣ୍ଡାଆମ୍ବ ମୌଜାରେ ପଶୁଥିବା ବେଳେ!-->…
ବର୍ଷା-ଅନୁଭବ ପାରିବାରିକ ବିବାଦ, ସରିଲା ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ
ଭୁବନେଶ୍ବର: ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ କୋର୍ଟରେ ବିଚାରଧୀନ ରହିଛି । ଦୁହେଁ ପରସ୍ପରଙ୍କ ନାଁରେ ଅଭିଯୋଗ ଆଣିଛନ୍ତି । ଏହି ମାମଲାରେ କୋର୍ଟ ମାମଲା ବିଚାରଧୀନ ଥିବାରୁ ଉଭୟଙ୍କୁ ସୋସିଆଲ ମିଡିଆରେ କୌଣସି ମନ୍ତବ୍ୟ ନଦେବାକୁ!-->…
ନାଳରୁ ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ
ଯାଜପୁର, ୧୧/୦୭: ଯାଜପୁର ଜିଲ୍ଲା କୋରାଇ ଥାନା ଗଜେନ୍ଦ୍ରପୁର ଗ୍ରାମ ନିକଟରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ଅସନଝର ଗ୍ରାମର ପ୍ରଫୁଲ୍ଲ ନାୟକଙ୍କ ପୁଅ ବିଜୁ ନାୟକ ବୋଲି ଜଣାପଡିଛି। ସେ ଗତ ଶନିବାର ଠାରୁ ନିଖୋଜ ଥିଲେ । ତେବେ ମୃତ୍ୟୁର କାରଣ!-->…
ପୁରୀରୁ ଭୁବନେଶ୍ୱର ଆସୁଥିବା ବସ୍ ଓଲଟିଲା: ୩୫ ଯାତ୍ରୀ ଗୁରୁତର ଆହତ
ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି । ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ!-->…
୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରାପଡିଲେ ଅତିରିକ୍ତ ଥାନା ଅଧିକାରୀ
ନବରଙ୍ଗପୁର: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଉମରକୋଟ ଥାନା ଅତିରିକ୍ତ IIC ଲିମାରାଜ ପ୍ରଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ତାଙ୍କୁ ଗତକାଲି ରାତିରେ ଭିଜିଲାନ୍ସ ବିଭାଗ ଗିରଫ କରିଛି ।
ସୂଚନା ଅନୁସାରେ, ଗୋଟିଏ ପୁରୁଣା କେସକୁ କୋହଳ କରିବାକୁ ଲିମାରାଜ ଜଣେ ବ୍ୟକ୍ତିଙ୍କ!-->!-->!-->…
‘ବିଇଓଙ୍କ ଚିଠି, ବିଭାଗୀୟ ନିର୍ଦ୍ଦେଶ ନୁହେଁ’, ସ୍କୁଲ୍ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନା ନେଇ…
ଭୁବନେଶ୍ୱର: ପ୍ରତିବାଦ, ସମାଲୋଚନା ପରେ ବଦଳିଲା ମନ୍ତ୍ରୀଙ୍କ ବୟାନ । ଢେଙ୍କାନାଳ କଙ୍କଡ଼ାହାଡ଼ ବିଇଓଙ୍କ ଚିଠି ପରେ ମନ୍ତ୍ରୀ ବିବୃତି ରଖିଥିଲେ । କହିଥିଲେ କିଛି ଅଣସ୍ୱୀକୃତି ପ୍ରାପ୍ତ ୱେବ ସାମ୍ବାଦିକ ବିଦ୍ୟାଳୟରେ ପଶି ଶିକ୍ଷାଦାନରେ ବାଧା ସୃଷ୍ଟି କରୁଛନ୍ତି । ତେଣୁ ବିଇଓମାନେ!-->…
ଗୋଟିଏ ଦିନ ବିଳମ୍ୱରେ ଲାଗିଲା ବ୍ରହ୍ମ ତାଳଧ୍ବଜ
କେନ୍ଦ୍ରାପଡ଼ା, ୧୧/୦୭: ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ଲାଗିଲା କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ l ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାର୍ଶ୍ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା l ତେବେ ଆଜି ରଥ ଉପରେ!-->…