ଯୁଗ୍ମ ପ୍ରବେଶିକା ପରୀକ୍ଷା JEEରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଦିବ୍ୟାଂଶୁ ମଲ୍ଲୁ ଓଡ଼ିଶା ଟପ୍ପର

ଯୁଗ୍ମ ପ୍ରବେଶିକା ପରୀକ୍ଷା JEEରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଓଡ଼ିଶା ଟପ୍ପର। ପ୍ରକାଶ ପାଇଥିବା JEE ମେନ୍‌ ସେସନ୍‌-୧ ରେଜଲ୍ଟରେ କିଟ୍‌ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ଦିବ୍ୟାଂଶୁ ମଲ୍ଲୁ ଓ଼ଡିଶା ଟପ୍ପର ହୋଇଛନ୍ତି। ୯୯.୯୮ ପ୍ରତିଶତ ମାର୍କ ରଖି ଓଡ଼ିଶାରେ ଟପ୍ପର ହେବା ସହ…

ଭୁବନେଶ୍ୱର ମହାନଗରରେ କଟକଣା କଡ଼ାକଡ଼ି କଲା ବିଏମ୍‌ସି

ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗରରେ ବିଏମସି କଟକଣାକୁ କଡ଼ାକଡ଼ି କରିଛି। ଏନେଇ ବିଏମସି ପକ୍ଷରୁ ଏକ ନୂଆ ନିର୍ଦେଶନାମା ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ ଠେଲା ଜଳଖିଆ, ଚା, ଲସି ଓ ଗୁପଚୁପ୍ ଆଦି ଦୋକାନୀଙ୍କୁ ଭିଡ଼ କରିବା ମନା। ଦୋକାନୀ…

ଆଜି ରାଜ୍ୟରେ ୫୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

ଅଦାଲତ ଅବମାନନା:  ବିଜୟ ମାଲ୍ୟାଙ୍କୁ ଜେଲ ଦଣ୍ଡ

ନୂଆଦିଲ୍ଲୀ: ଅଦାଲତ ଅବମାନନା ମାମଲାରେ ସୁପ୍ରିମକୋର୍ଟ ବିଜୟ ମାଲ୍ୟାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ସର୍ବୋଚ୍ଚ ଅଦାଲତ ମଲ୍ୟାଙ୍କୁ ୪ ମାସ ଜେଲ ଦଣ୍ଡ ସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି । ଜରିମାନା ପଇଠ ନକଲେ ଦୁଇ ମାସର ଅତିରିକ୍ତ ଜେଲ ଦଣ୍ଡ ମିଳିବ ।  କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ…

ଜୁଲାଇ ୨୧ରେ ଇଡିରେ ହାଜର ହେବାକୁ ସୋନିଆ ଗାନ୍ଧିଙ୍କୁ ନୋଟିସ୍‌

ନୂଆଦିଲ୍ଲୀ: ନ୍ୟାସପାଲ ହେରାଲଡ୍‌ ମାମଲାରେ ପ୍ରବର୍ତ୍ତନା ନିର୍ଦ୍ଦେଶାଳୟ(ଇଡି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ସାନି ସମନ କରିଛି। ଆସନ୍ତା ଜୁଲାଇ ୨୧ରେ ତାଙ୍କୁ ଇଡିରେ ହାଜାର ହେବାକୁ ନୋଟିସ ହୋଇଛି। କୋଭିଡ୍‌ରେ ପୀଡ଼ିତ ହେବା ପରେ ସୋନିଆ ଗାନ୍ଧିଙ୍କୁ ୪ ସପ୍ତାହ ସମୟ…

କବୟିତ୍ରୀ ଦୀପିକା ଦାଶଙ୍କର ପ୍ରଥମ କବିତା ସଙ୍କଳନ ଅସ୍ତରାଗର ଉନ୍ମୋଚନ…

ଭୁବନେଶ୍ବର; ଭୁବନେଶ୍ୱରର କେଶରୀ ହୋଟେଲ ଠାରେ ଯୁବ କବୟିତ୍ରୀ ଦୀପିକା ଦାଶଙ୍କର ପ୍ରଥମ କବିତା ସଙ୍କଳନ ଅସ୍ତରାଗର ଉନ୍ମୋଚନ ପର୍ବ ବେଶ ଆକର୍ଷଣୀୟ ଭାବେ ପାଳିତ ହୋଇଥିଲା । ଏହି ଉତ୍ସବରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରାପ୍ତ ପ୍ରସିଦ୍ଧ କବି ଶ୍ରୀଯୁକ୍ତ ରାଜେନ୍ଦ୍ର କିଶୋର ପଣ୍ଡା,ଓଡ଼ିଆ…

ଭରଦ୍ବାଜ ପ୍ରତିଷ୍ଠାନ ତରଫରୁ ସ୍ବାସ୍ଥ୍ୟ ଶିବିର…

ବ୍ରହ୍ମପୁର : ହରିହର ନଗର ସ୍ଥିତ ହରିହର ଭେଟ ମନ୍ଦିର ପ୍ରାଙ୍ଗଣରେ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ସଚେତନl ଶିବିର ଅନୁଷ୍ଠିତ ହୋଇଯାଇଛି l ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ରୋଗୀଙ୍କ ରକ୍ତଚାପ, ମଧୁମେହ, ଗଣ୍ଠିବାତ, ଅମ୍ଳପିତ୍ତ ଓ ସ୍ତ୍ରୀ ରୋଗଆଦିର ପରୀକ୍ଷା କରି…

ରାଗିଙ୍ଗ୍ ଅପରାଧୀଙ୍କୁ ଗିରଫ ନକରି ରାଗିଙ୍ଗ୍ ଵିରୋଧରେ ଆନ୍ଦୋଳନ କାରୀଙ୍କୁ ପୋଲିସର ନାଲିଆଖି…

ପୋଲିସ ର ଲାଠି ଚାଳନା ଓ ଗିରଫଦାରି… ଭୁବନେଶ୍ଵର : ଵିଜେଵି କଲେଜର ରାଗିଙ୍ଗ୍ ଜନିତ ମୃତ ରୁଚିକା ମହାନ୍ତିଙ୍କ ମା'ଆ ଵିଦ୍ଯୁତ ପ୍ରଭା ମହାନ୍ତି, ଏଆଇଏସ୍ଏଫ୍ ରାଜ୍ଯ ସଭାପତି ସଂଘମିତ୍ରାଜେନା,ରାଜ୍ଯ ଯୁଗ୍ମ ସମ୍ପାଦକ ଵିଵେକ କୃଷ୍ଣ,ସୁଚିସ୍ମିତା,ମନୋରଞ୍ଜନ,ନାରାୟଣ,ମନୋଜ,କାଜଲ ସମେତ…

ଜାତୀୟ ମତ୍ସ୍ୟ ଚାଷୀ ଦିବସ-୨୦୨୨ ପାଳିତ…

ଫୁଲବାଣୀ : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ-୨୦୨୨ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କହଁର କହିଲେ ଯେ, ଜୁଲାଇ ମାସ ୧୦ ତାରିଖ ସମସ୍ତ ମତ୍ସ୍ୟ ଚାଷୀଙ୍କ ପାଇଁ ଏକ ସ୍ମରଣୀୟ…

ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକକୁ ଆକ୍ରମଣ…

ବ୍ରହ୍ମପୁର : ବଡବଜାର ଥାନା ଅନ୍ତର୍ଗତ ରଙ୍ଗୁଣୀ ବନ୍ଧ ସାହି ଠାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି l ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଶୁଣିବାକୁ ମିଳୁଛି l ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ ଡିମ୍ବ ବୋଲି ଜଣାପଡିଛି l କୌଣସି ବିଶେଷ ସୂତ୍ରରୁ ଖବର…