ଏଣିକି ବିନା ଅନୁମତିରେ ସ୍କୁଲ ଭିତରେ ପ୍ରବେଶ କରି ପାରିବେ ନାହିଁ ଗଣମାଧ୍ୟମ ପ୍ରତିନିଧି

ଭୁବନେଶ୍ୱର : ଏଣିକି ବିନା ଅନୁମତିରେ ସ୍କୁଲ ସମୟରେ କ୍ୟାମ୍ପସ ଭିତରେ ପ୍ରବେଶ କରି ପାରିବେ ନାହିଁ ଗଣମାଧ୍ୟମ ପ୍ରତିନିଧି ଓ ବାହାର ଲୋକ। ଶିକ୍ଷାଦାନରେ ବ୍ୟାଘାତ ହେଉଥିବାର ଶିକ୍ଷା ବିଭାଗ ଏପରି ନିଷ୍ପତ୍ତି ନେଇଛି। କିଛି ଦିନ ତଳେ କିଛି ସାମ୍ବାଦିକ କ୍ୟାମେରା ଧରି ଏକ ସ୍କୁଲ ଭିତରେ…

ଆଜିଠୁ ଆରମ୍ଭ ହେଲା ଜେଲ ପରେଡ଼

ଭୁବନେଶ୍ବର: ଆକ୍ସନ ମୋଡରେ କମିଶନରେଟ ପୁଲିସ । ଆଉ ଖସିପାରିବେନି ଅପରାଧୀ । ଆଜି ଠାରୁ ଆରମ୍ଭ ହେଲା ଜେଲ ପରେଡ଼ । ରାଜଧାନୀରେ ଅପରାଧୀଙ୍କୁ ସାବାଡ଼ କରିବ ଜେଲ୍ ପରେଡ । ଆଉ ଜେଲରୁ ଫେରିବା ପରେ ଅପରାଧ ଦୁନିଆରେ ପାଦ ଥାପି ପାରିବେନି ଅପରାଧୀ। ଜେଲ ଫେରନ୍ତାଙ୍କୁ ଚେକ୍ ଦେବାକୁ ଅଣ୍ଟା…

ଇଦ୍ ଉଜ୍ ଜୁହାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ଆଜି ପବିତ୍ର ଇଦ୍ ଉଜ୍ ଜୁହା । ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାଇଚାରାକୁ ମଜବୁତ କରୁଥିବା ପର୍ବ ସମସ୍ତଙ୍କ ସୁଖ ଓ ସମୃ୍ଦ୍ଧି ଭରି ଦେଉବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡର ବିପଦ ଏ ଯାଏଁ ଦୂର…

ଗୋଡ଼, ହାତ, ମୁହଁ ବନ୍ଧା ଅବସ୍ଥାରେ ଅଜଣା ଯୁବକ ଉଦ୍ଧାର

ବାଲେଶ୍ଵର: ଗୋଡ, ହାତ, ମୁହଁ ବନ୍ଧା ଅବସ୍ଥାରେ ଜଣେ ଅଜଣା ଯୁବକଙ୍କୁ ଉଦ୍ଧାର କରାଯାଇଛି । ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ଶାନ୍ତିଆ ପୋଲ ନିକଟରେ ଜଣେ ଅଚିହ୍ନା ଯୁବକକୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଛନ୍ତି । ସୂଚନା ଅନୁସାରେ ଆଜି ଭୋର ସମୟରେ ଯୁବକ ଜଣକଙ୍କ ଗୋଡ, ହାତ, ମୁହଁ ବନ୍ଧା…

ମା’ ତାରାତାରିଣୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ବ୍ରହ୍ମପୁର: ଗଞ୍ଜାମ ଗସ୍ତରେ ଆସିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା'ତାରାତାରିଣୀ ଦର୍ଶନ କରିଛନ୍ତି। ରବିବାର ସକାଳ ୭ଟା ୩୦ରେ କେନ୍ଦ୍ରମନ୍ତ୍ରୀ ତାରାତାରିଣୀ ଦର୍ଶନ ପାଇଁ…

ସ୍ତ୍ରୀକୁ ପଥରରେ ଛେଚି ହତ୍ୟାକଲା ସ୍ୱାମୀ

ମୋହନା: ମୋହନା ଥାନା ଭାଲିଆଗଣି ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀକୁ ପଥରରେ ଛେଚି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ଗତାକଲି ବିଳମ୍ବିତ ରାତିରେ ଏହି ହତ୍ୟା ହୋଇଛି । ପାରିବାରିକ କଳହରୁ ସ୍ତ୍ରୀକୁ ପଥରରେ ଛେଚିଛେଚି ସ୍ୱାମୀ ହତ୍ୟାକରିଥିବା…

ରାଜ୍ୟରେ ଆଜି ୫୭୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୫ ଶହ ଟପିସାରିଲାଣି । ଗତ ୨୪ ଘଣ୍ଟାରେ ୫୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୩୯…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାହୁଡାଯାତ୍ରାର ପ୍ରଥମଦିନରେ ଲକ୍ଷାଧିକ ଭକ୍ତଙ୍କ ସମାଗମ

ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଖ୍ୟାତ ବାରିପଦାର ଶ୍ରୀଶ୍ରୀହରିବଳଦେବଜିଉଙ୍କ ବାହୁଡାଯାତ୍ରାର ପ୍ରଥମ ଦିନରେ ଲକ୍ଷାଧିକରୁ ଉଦ୍ଧ୍ୱର୍ ଭକ୍ତଙ୍କ ସମାଗମରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ଦେବୀ ଶୁଭଦ୍ରାଙ୍କ ଦର୍ପଦଳନ ରଥ ଟାଉନଥାନା ନିକଟରେ…

ପୁଣି ଅଟକିଲା ବ୍ରହ୍ମ ତାଳଧ୍ଵଜ ରଥ

କେନ୍ଦ୍ରାପଡା: ପୁନର୍ବାର ଅଧାରେ ଅଟକିଲା ବିଶ୍ୱ ନିୟନ୍ତାଙ୍କ ରଥ । ଗୁଣ୍ଡିଚାଯାତ୍ରା ମାଉସୀ ମା' ଘରକୁ ଯିବା ସମୟରେ ରଥ ବାମ ମୋଡ଼ ନେଇ ବାରମ୍ବାର ଅଟକି ଯାଉଛି । କେନ୍ଦ୍ରାପଡ଼ାର ଆରାଧ୍ୟ ମହାପ୍ରଭୁ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ଵଜ ରଥ ୪ ଦିନଧରି ଚାଲିବ । ଆଜି ପରମ୍ପରା…

ବିଜେପିର କାର୍ଯ୍ୟକର୍ତ୍ତା ସମାବେଶ

ବ୍ରହ୍ମପୁର (୧୦/୦୭) : ଆଜି ପୂର୍ବାହ୍ନ ଘ.୧୧-୧୫ ସମୟରେ ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ଏକ "କାର୍ଯକର୍ତ୍ତା ସମାବେଶ" ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ତ୍ୱରେ ସ୍ଥାନୀୟ ଗୋଳନ୍ଥରାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ଇଶାଣେଶ୍ୱର ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି ।…