ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି, ଅଙ୍କୁଶ ଲାଗିବା ଦରକାର: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟରେ ସରକାରୀ ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ। ଆଜି ବିଧାନସଭାର ଶୂନ୍ୟକାଳରେ ବିଜେଡି ବରିଷ୍ଠ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏହା କହିଛନ୍ତି । ଶୂନ୍ୟକାଳରେ ବିବୃତ୍ତି ରଖି ସୌମ୍ଯ କହିଛନ୍ତି,…

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା, ଅଭିଯୁକ୍ତ ଗିରଫ

ଭଦ୍ରକ: ସାଙ୍ଗ ବାହାଘର ଭୋଜିରୁ ଫେରିବା ବେଳେ ପିଟିପିଟି ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଭୋଜିରେ ମାଂସ ଖାଇବା ଓ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା ହୋଇଥିବା ନେଇ ପୋଲିସ ସ୍ପଷ୍ଟ କରିଛି । ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ବିଜେଗଙ୍ଗାଧରପୁର ଅଞ୍ଚଳରେ ଗତକାଲି ସାଙ୍ଗ…

କାଜୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ରାଉତରାପୁର ଗ୍ରାମ ପାଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଗ୍ରାମର ରାସ୍ତା ପାର୍ଶ୍ଵରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମ ସମ୍ମୁଖ କାଜୁ ଗଛରେ ଏହି ଅଚିହ୍ନା ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ଯୁବକଙ୍କ ପକେଟରେ…

ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବୀରେ ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ

ଭୁବନେଶ୍ବର: ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବୀରେ ମଙ୍ଗଳବାର ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୃତ୍ୟୁ ପାଇଁ ଦାୟୀ ଅଭିଯୁକ୍ତ ୩ ଛାତ୍ରୀଙ୍କୁ ଅବିଳମ୍ବେ ଗିରଫ,…

ଜିଲ୍ଲା ରାଜସ୍ବ ସମୀକ୍ଷା ବୈଠକ ବେଆଇନ୍ ଲଘୁ ଖଣିଜ ଚାଲାଣ ଉପରେ ଜୋରଦାର ଲଗାମ ଲଗାଯିବ – ଜିଲ୍ଲାପାଳ

ଛତ୍ରପୁର (୦୫/୦୭) : ଗଞ୍ଜାମ ଜିଲ୍ଲାରେ ବେଆଇନ୍ ଲଘୁ ଖଣିଜ ଦ୍ରବ୍ୟ ଚାଲାଣକୁ ପ୍ରତିହତ କରିବା ପାଇଁ କଡା ପଦକ୍ଷେପ ନେବାକୁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ…

ନୂଆ ବିଏମ୍‌ସି କମିଶନରଙ୍କୁ ସ୍ବାଗତ

ବ୍ରହ୍ମପୁର : ବ୍ରହ୍ମପୁର ସହର ତଳି ଅଞ୍ଚଳକୁ ମହାନଗର (BMC) ସହ ଶୀଘ୍ର ମିଶାଇବା, ବିପର୍ଯ୍ୟସ୍ତ ରାସ୍ତାଘାଟ ର ଅବସ୍ଥା ସୁଧାରିବା, ଗେଟ ବଜାର, ଫାଷ୍ଟ ଗେଟ ଓ କମାପଲ୍ଲୀ ଠାରେ ଫ୍ଲାଇଓଭର ନିର୍ମାଣ କରିବା, ଶାରୀରିକ ଅକ୍ଷମ ମାନଙ୍କୁ ଦୃଷ୍ଟି ରେ ରଖି ଟ୍ରାଫିକ ବ୍ୟବସ୍ଥା କରିବା,…

ଅତ୍ୟଧିକ ଫାଇନକୁ ବିରୋଧ କରି ଟ୍ରାକ୍ଟର ମାଲିକମାଙ୍କ ଜିଲ୍ଲାପାଳଙ୍କୁ ଦାବୀପତ୍ର

ଫୁଲବାଣୀ : ଆଜି  ସମସ୍ତ ଟ୍ରାକ୍ଟର ମାଲିକ ମାନେ ମିଳିତ ହୋଇ  ଅତ୍ୟଧିକ ପେନାଲ୍ଟି  ଫୁଲବାଣୀ ତହସିଲଦାର ଆଦାୟ କରୁଥିବା ଅଭିଯୋଗ କରିବା ସହ ଏ ସଂକ୍ରାନ୍ତରେ ଏକ ଦାବିପତ୍ର କନ୍ଧମାଳ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପତ୍ର ରେ ଯାହା ଲିଖିତ ଅଛି ଯେ ଟ୍ରାକ୍ଟର ମାଲିକ…

କୁଠାରୀ ମନ୍ଦିରରୁ ମା’ ଠାକୁରାଣୀଙ୍କ ଅଳଙ୍କାର ଚୋରି

ବ୍ରହ୍ମପୁର : ବଡ଼ ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର କୁଠାରୀ ମନ୍ଦିର ସାହି ସ୍ଥିତ ମା କୁଠାରୀ ମନ୍ଦିରରୁ ସୁନା ଓ ରୂପା ଚୋରି ହୋଇଥିବା ଅଭିଯୋଗ ହୋଇଛି l ଏ ନେଇ ମନ୍ଦିର କମିଟି କର୍ମକର୍ତ୍ତାମାନେ ବଡ ବଜାର ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଅଭିଯୋଗକୁ ଭିତ୍ତି କରି ପୁଲିସ…

ସାମ୍ବାଦିକ ମହାଦେଵ ସାହୁଙ୍କ ପୁତ୍ର ଶଶାଙ୍କଙ୍କ ଟ୍ରାକ୍ଟର ଦୁର୍ଘଟଣାରେ ମୃତ୍ୟୁ

ଫୁଲବାଣୀ : ଆଜି ମଙ୍ଗଳବାର ଟ୍ରାକ୍ଟର ଦୂର୍ଘଟଣାରେ ଫୁଲବାଣୀର ଜଣା ଶୁଣା ବରିଷ୍ଠ ସାମ୍ବାଦିକ ମହାଦେବ ସାହୁଙ୍କ ପୁତ୍ର ଶଶାଙ୍କ ଶେଖର ସାହୁଙ୍କ ଅକାଳ ମୃତ୍ଯୁ ଘଟିଛି l ଶଶାଙ୍କ ଖଜୁରୀପଡା ବ୍ଲକର ଖଲି ବେରଣା ସ୍ଥିତ ନିଜ ଫାର୍ମ ରେ ଟ୍ରାକ୍ଟର ଚଳାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି…

ମୋ ପାଇଁ କାଳୀ ମଦ, ମାଂସ ଖାଉଥିବା ଦେବୀଟିଏ: ଟିଏମ୍‌ସି ସାଂସଦ ମହୁଆ ମୈତ୍ର

ମୁମ୍ବାଇ: ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ‘କାଳୀ’ର ପୋଷ୍ଟ୍‌ରକୁ ନେଇ ବିବାଦ ଉପୁଜିିବା ପରେ ଏ ନେଇ ନିଜର ମତ ରଖିଛନ୍ତି ତ୍ରୁଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର। ପୋଷ୍ଟ୍‌ରରେ ମାଆ କାଳୀ ସିଗାରେଟ୍‌ ପିଉଥିବାର ଦୃଶ୍ୟକୁ ନେଇ ବିବାଦ ଉପୁଜିବା ପରେ ସାଂସଦ କହିଛନ୍ତି କି, ‘ମୋ ପାଇଁ କାଳୀ…