ଦେବେନ୍ଦ୍ର ଫଡନାଭିସଙ୍କୁ ପ୍ରଶଂସା କଲେ ରାଜ ଠାକରେ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଉପ-ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ଘଟଣାକୁ ନେଇ ଅନେକ ନେତା ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଉପ-ମୁଖ୍ୟମନ୍ତ୍ରୀ ପଦବୀ ଗ୍ରହଣ କରିଥିବାରୁ କିଛି ନେତା ତାଙ୍କୁ କଟାକ୍ଷ କରିଥିବାବେଳେ କିଛି ଲୋକ ବିଜେପିର…

ମଣିପୁର ସେନା କ୍ୟାମ୍ପ ନିକଟରେ ମାଟିଅତଡ଼ା ଧସିବା ଘଟଣାରେ ୭ ଯବାନଙ୍କ ସହ ୧୪ ଜଣଙ୍କର ମୃତ୍ୟୁ

ଇମ୍ଫାଲ: ମଣିପୁରର ନୋନି ଜିଲ୍ଲାର ଏକ ସେନା ଶିବିରରେ ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ତାଜା ସୂଚନା ମୁତାବକ ୭ ଜଣ ସେନା କର୍ମଚାରୀଙ୍କ ସମେତ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୨୫ ଜଣ ଯବାନ ଏବେ ବି ମାଟି ତଳେ ଦବି ହୋଇରହିଛନ୍ତି | ବୁଧବାର ମଧ୍ୟରାତ୍ରିରେ ଏହି…

ମୁଁ ଦ୍ରୌପଦୀଙ୍କୁ ସମର୍ଥନ ଦେଇଥାନ୍ତି, କିନ୍ତୁ ବିଜେପିର ଭୁଲ ପାଇଁ ସମର୍ଥନ ଦେବି ନାହିଁ – ମମତା

କୋଲକାତା: ମୁଁ ଦ୍ରୌପଦୀ ମୁର୍ମୁଙ୍କୁ ପସନ୍ଦ କରେ | ତାଙ୍କୁ ସମର୍ଥନ ଦେଇଥାନ୍ତି, କିନ୍ତୁ ବିଜେପିର ଭୁଲ ପାଇଁ ସମର୍ଥନ ଦେବି ନାହିଁ | ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ବିଜେପି ଆମ ସହ…

ନୂପୁର ଶର୍ମା ପୂରା ଦେଶବାସୀଙ୍କୁ କ୍ଷମା ମାଗନ୍ତୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡା ନିନ୍ଦା କରିଛନ୍ତି। ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିବାକୁ କହିଛନ୍ତି ସର୍ବୋଚ୍ଚ…

ଆଲୋଚନା ମାଧ୍ୟମରେ ୟୁକ୍ରେନ ବିବାଦର ସମାଧାନ ବାହାର କର : ପୁଟିନଙ୍କୁ କହିଲେ ମୋଦୀ

ନୂଆଦିଲ୍ଲୀ : କେବଳ ଆଲୋଚନା ମାଧ୍ୟମରେ ହିଁ ସମାଧାନ ସମ୍ଭବ ବୋଲିସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନରେ କଥାବାର୍ତ୍ତା ସମୟରେ କହିଛନ୍ତି । ଦ୍ବିପାକ୍ଷିକ ସଂପର୍କ, ୟୁକ୍ରେନ ଯୁଦ୍ଧ ଆଦି ପ୍ରସଙ୍ଗରେ ଦୁଇ ନେତା କଥାବାର୍ତ୍ତା…

ପାଇଲଟ ବିହୀନ ବିମାନ ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ : ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଭିନ୍ନ ଦେଶମାନଙ୍କୁ ନୂଆନୂଆ ପ୍ରତିରକ୍ଷା କୌଶଳ ଉଦ୍‌ଭାବନ କରିବାକୁ ପ୍ରେରଣା ଯୋଗାଉଛି | ଆଧୁନିକ ଯୁଗରେ ଯୁଦ୍ଧ ଲଢିବାର ପଦ୍ଧତି ବଦଳିଗଲାଣି । ସୈନ୍ୟମାନେ ଯୁଦ୍ଧକ୍ଷେତ୍ରକୁ ଯାଇ ଲଢିବା ଅପେକ୍ଷା ସ୍ବୟଂଚାଳିତ ବିମାନ ବା ପାଇଲଟ…

‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ‘ଇଡି’ରେ ହାଜର ହେଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ: ‘ନିର୍ଭିକ’ ବୋଲାଉଥିବା ବରିଷ୍ଠ ଶିବସେନା ନେତା ସଞ୍ଜୟ ରାଉତ ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହୋଇଛନ୍ତି।ତାଙ୍କ ବକ୍ତବ୍ୟରୁ ଉଦ୍ଧାର କରି ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି, ଜୀବନରେ କେବେ କ‌ୌଣସି ଭୁଲ୍‌ କରି ନ…

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନାମରେ ମାନହାନୀ ମାମଲା ରୁଜୁ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ…

ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନାମରେ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମାନହାନୀ ମାମାଲା ରୁଜୁ କରିଛନ୍ତି।ରାଜ୍ୟ ସରକାରରେ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ବେଳେ ହିମନ୍ତ ବିଶ୍ବଶର୍ମା ‘କୋଭିଡ୍‌ ପର୍ସନାଲ୍‌ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ୍‌’…

ଛାତ୍ରବତ୍ସଳ ଶିକ୍ଷକ ଚାକିରୀରୁ ଅବସର ଗ୍ରହଣ

ଫୁଲବାଣୀ : ଆଜି ଫୁଲବାଣୀ ଶିକ୍ଷକ ସମାଜରୁ ଜଣେ ନିଷ୍ଠାବାନ, କର୍ତ୍ତବ୍ୟ ପରାୟଣ, ଛାତ୍ର ବତ୍ସଳ ଶିକ୍ଷକ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଶ୍ରୀ ଅନନ୍ତ କିଶୋର ଦାଶ ଉକୁସୁଗଣ୍ଡା ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବରେ କାର୍ଯ୍ୟ କରୁଥିଲେ।ତାଙ୍କର ଅବସରରେ ଉକୁସୁଗଣ୍ଡା ଗ୍ରାମରେ…

ଶିକ୍ଷୟତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଚିତ୍ରକୋଣ୍ଡା(୩୦/୦୬) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଭୁକ୍ତ ସ୍ଥାନୀୟ ଚିତ୍ରକୋଣ୍ଡା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଶିକ୍ଷୟତ୍ରୀ ବିଦ୍ୟାବତୀ ବିହାରୀ ୨୦୦୫ ମସିହାରେ ବିଦ୍ୟାଳୟ ର ଶିକ୍ଷୟତ୍ରୀ ଭାବରେ ଯୋଗଦାନ କରିଥିଲେ l ଆଜି ୨୦୨୨ ମସିହା ଜୁନ ମାସ ୩୦ ତାରିଖରେ…