ରାଜ୍ୟର ୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁୁବନେଶ୍ୱର: ବାୟୁମଣ୍ଡଳରେ ଦୁଇଟି ନିମ୍ନ ଚାପ ରେଖା ସୃଷ୍ଟି ହୋଇଛି । ସେହିପରି ଛଡିଶଗଡ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ…

ଲୋକସଭାରେ ସାଂସଦଶୂନ୍ୟ ହେଲା ଆମ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଜୁନ୍‌ ‌୨୩ ତାରିଖ ଦିନ ୩ଟି ଲୋକସଭା ଆସନ ଏବଂ ୫ଟି ରାଜ୍ୟର ୭ଟି ବିଧାନସଭା ଆସନ ନିମନ୍ତେ ହୋଇଥିବା ଉପନିର୍ବାଚନର ଫଳାଫଳ ଆଜି ସାମ୍ନାକୁ ଆସିଛି | ତେବେ ଆଜିର ନିର୍ବାଚନ ଫଳାଫଳ ଆସିବା ପରେ ଦିଲ୍ଲୀ ଓ ପଞ୍ଜାବରେ ଶାସନ କରୁଥିବା ଆମ ଆଦମୀ ପାର୍ଟି ଲୋକସଭାରେ ସାଂସଦ ଶୂନ୍ୟ…

ବଡ଼ ରଥକୁ ନେଇ ବିବାଦ: ଏପରି କରିବା ଉଚିତ ନୁହେଁ, ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ : କେନ୍ଦୁଝର ରଥକୁ ବିଶ୍ୱର ସବୁଠୁ ଉଚ୍ଚା ରଥ ଭାବେ ଗିନିଜ ବୁକ ଅଫ ଓ୍ଵାର୍ଲଡ ରେକର୍ଡ଼ରେ ସ୍ଥାନ ମିଳିଛି। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏ ନେଇ ମତ ରଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସେ କହିଛନ୍ତି ପୁରୁଷୋତ୍ତମ କ୍ଷେତ୍ର ଓ ରଥଯାତ୍ରାର ସ୍ୱତନ୍ତ୍ର ମର୍ଯ୍ୟାଦା…

ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗ ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭଦ୍ରକ: ଭଦ୍ରକ ସହିଦ ସ୍ମୃତି ଭବନରେ ଜିଲ୍ଲାର ଥିବା ଉଚ୍ଚ ବିଦ୍ୟାଳୟମାନଙ୍କର ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ନେଇ ଏକ ଜିଲ୍ଲାସ୍ତରୀୟ ସମ୍ମିଳନୀ ଆୟୋଜିତ ହୋଇଛି।ଏଥିରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ , ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ପୂର୍ବତନ…

ବିଧାନସଭା ଅଧିବେଶନ ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା: କୁସୁମ ଟେଟେ

ଭୁବନେଶ୍ବର: ବିଧାନସଭା ଅଧିବେଶନ ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା । ଏ ନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟିକା କୁସୁମ ଟେଟେ । ସେ କହିଛନ୍ତି, ଆମ ବିରୋଧୀ ଦଳ ନେତା ଅସୁସ୍ଥତା କାରଣରୁ ଗୃହରେ ଅନୁପସ୍ଥିତ ରହୁଛନ୍ତି । ବିରୋଧୀ ଦଳ ନେତାଙ୍କ ଅନୁପସ୍ଥିତ କାରଣରୁ ଦଳକୁ ବିଧାନସଭାରେ…

ମୋଦିଙ୍କ ମନ୍ କି ବାତ୍‌ରେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ କି ବାତ୍‌ରେ ଆଜି ସ୍ଥାନ ପାଇଛି ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା କଥା। ମୋଦି କହିଛନ୍ତି, ଏହା ଏମିତି ଏକ ଯାତ୍ରା ଯେଉଁଥିରେ ଶ୍ରଦ୍ଧାଳୁଙ୍କ ଗହଣକୁ ଯାଇଥାନ୍ତି ମହାପ୍ରଭୁ। ସାରା ବିଶ୍ୱର ଶ୍ରଦ୍ଧାଳୁ ଏହି ଯାତ୍ରାରେ ସାମିଲ ହୋଇ…

ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ପାଟନା: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା। ଟଙ୍କା ଏତେ ଯେ, ଦେଖିଲେ ଉଡ଼ିଯିବ ହୋସ୍। ବିହାରର ରାଜଧାନୀ ପାଟନାରେ ଭ୍ରଷ୍ଟାଚାରର ଏକ ବଡ଼ ମାମଲାର ପର୍ଦ୍ଦାଫାସ ହୋଇଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡ୍ରଗ୍ସ ଇନ୍ସପେକ୍ଟର ଜିତେନ୍ଦ୍ର କୁମାରଙ୍କ ଘରେ ରେଡ୍‌…

ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ପାଇଁ ନୀତି ନିର୍ଦ୍ଧାରଣ ନିର୍ଦ୍ଦେଶ

କଟକ: ଦୀର୍ଘ ୩୦ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କୁ ଜମିର ମାଲିକାନା ପ୍ରଦାନ ପ୍ରସଙ୍ଗରେ ନୀତି ନିର୍ଦ୍ଧାରଣ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ଏନେଇ ନୀତିଗତ ନିଷ୍ପତ୍ତି ଗ୍ରହଣ କରିବାକୁ କୋର୍ଟ ସରକାରଙ୍କୁ…

ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାମ

ପୁରୀ : ଆଉ ମାତ୍ର ୪ଦିନ ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥ ତିଆରି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବିଶ୍ଵକର୍ମାଙ୍କ ନିର୍ଦ୍ଦେଶ କ୍ରମେ ଭୋଇ ସେବକମାନେ ଆଜି ୩ ରଥରେ କଳସ ସହ ଓଲଟଶୁଆ ସ୍ଥାପନ କରିଛନ୍ତି। ରଥ ଉପରେ ବିଶ୍ଵକର୍ମାମାନେ ସିଂହାସନ କାମ ଜାରି ରଖିଥିବା ବେଳେ ଏଥିରେ…

ଖୋର୍ଦ୍ଧାରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାରେ ପହଞ୍ଚୁଛି। ଏଠାରୁ ପଡ଼ୋଶୀ ଜିଲା ସମେତ ଗ୍ରାମାଞ୍ଚଳକୁ ପଠାଯାଉଛି। ଗୁଇନ୍ଦା ବିଭାଗ…