ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହେଲେ ସହକାରୀ ନିର୍ଦ୍ଦେଶକ, ବାବୁଙ୍କର ରହିଛି ୪ କୋଠା, ୩୦ ପ୍ଲଟ…

ଭୁବନେଶ୍ୱର: ଆୟ ଠାରୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସମ୍ବଲପୁରସ୍ଥିତ ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କୁ ଗିରଫ କରିଛି।ତାଙ୍କ ସହ ଜଡ଼ିତ ସାତୋଟି ସ୍ଥାନରେ ଏକକାଳୀନ ଚଢ଼ଉ ସମୟରେ ଭିଜିଲାନ୍ସ ଅଧିକାରୀମାନେ କୋଟି…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସୁପ୍ରିମକୋର୍ଟରେ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡାଙ୍କ ଜାମିନ ଆ‌ବେଦନକୁ ହାଇକୋର୍ଟଙ୍କ ପରେ ସୁପ୍ରିମ୍ କୋର୍ଟ ମଧ୍ୟ ଖାରଜ କରିଛନ୍ତି। ଏବେ ପୋଲିସ୍ ତାଙ୍କୁ ଯେକୌଣସି ସମୟରେ ଗିରଫ କରିପାରେ ବୋଲି କୁହାଯାଉଛି। ସୂଚନାଥାଉକି, ୨୦୨୧…

୫୮ ବର୍ଷର ଲବଣୀଧର ଉଚ୍ଚ ବିଦ୍ୟାଳୟରେ ପ୍ରଥମ ମହିଳା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଭବ୍ୟ ସ୍ୱାଗତ

ସୁନ୍ଦରଗ଼ଡ଼ : ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ନିଆଳିପାଲି ସ୍ଥିତ ୧୯୬୭ ମସିହାରେ ପ୍ରତିଷ୍ଠିତ ଲବଣୀଧର ଉଚ୍ଚ ବିଦ୍ୟାଳୟରେ ନବନିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁସ୍ମିତା ଯୋଷୀଙ୍କୁ ଏକ ଭବ୍ୟ ସ୍ୱାଗତ ସମାରୋହ ମାଧ୍ୟମରେ ସ୍ୱାଗତ ଜଣାଯାଇଛି। ବିଦ୍ୟାଳୟର ପୂର୍ବତନ ପ୍ରଧାନ…

ଗଞ୍ଜାମରେ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟନ କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର : ମହିଳା ଓ ଯୁବବର୍ଗଙ୍କୁ ବ୍ୟବହାରିକ ଦକ୍ଷତା, ରୋଜଗାର ଏବଂ ଜୀବିକାର ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ଗଞ୍ଜାମ ଜିଲ୍ଲାର ନାରାୟଣପୁରଠାରେ ଏକ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟନ…

ଓଡ଼ିଶା ବନ୍ଦ ଡାକରା ବାଲିଗୁଡ଼ାରେ ବିଫଳ

ସ୍ୱାଭାବିକ ଜୀବନଯାତ୍ରା ଅବ୍ୟାହତ, ଖୋଲା ରହିଲା ଦୋକାନ ବଜାର ଓ ଯାନବାହନ ଚଳାଚଳ ବାଲିଗୁଡ଼ା, ତା, ୩୦/୯ : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ୱାଭାବିକ ଭାବେ ଜନଜୀବନ…

ନିମ୍ନ ମାନର ନିର୍ମାଣ କାର୍ଯ୍ୟ : ଖସିଲା ସ୍କୁଲ ଛାତତଳ ପ୍ଲାଷ୍ଟର

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଭାଡ଼ିକିଳା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭାଡ଼ିକିଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନବ ନିର୍ମିତ ଶ୍ରେଣୀଗୃହ ଛାତତଳ ପ୍ଲାଷ୍ଟର ଖସି ପଡିଥିବା ଅଭିଯୋଗ ହୋଇଛି।ଶ୍ରେଣୀଗୃହରେ ତାଲା ପଡ଼ିଥିବା ବେଳେ କେବଳ ବାରଣ୍ଡା ଛାତ ତଳୁ ପ୍ଲାଷ୍ଟର ଖାଉଥିବା ଦେଖିବାକୁ…

ଲୋକଙ୍କ ପାଖରେ ପହଞ୍ଚି ସମସ୍ୟା ବୁଝିଲେ ଏନଏସି ପ୍ରଶାସକ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରା ମଠ ଖଜୁରିଆ ଏବଂ କୁମ୍ଭିଆପଲ୍ଲୀ ଗ୍ରାମକୁ ଯାଇ ଗ୍ରାମବାସୀ ମାନଙ୍କ ଠାରୁ ସେମାନଙ୍କର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ରାସନ କାର୍ଡ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,…

ଦୁର୍ଗାପୂଜା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି : ମା’ଙ୍କ ମୂର୍ତ୍ତି ନିର୍ମାଣରେ ଦିନରାତି ନିମଗ୍ନ କାରିଗର

ବାଲିଗୁଡ଼ା,ତା, ୩୦/୦୯: ଆସୁଛି ଦୁର୍ଗାପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ବାଲିଗୁଡ଼ା ସହର। ବାଲିଗୁଡା ର ମା ' ପାଟଖଣ୍ଡା ଦୁର୍ଗାପୂଜା ସମିତି ଓ ବିଦ୍ୟୁତ ବିଭାଗ ଦୁର୍ଗାପୂଜା କମିଟି ସମେତ ଆଖପାଖ ବିଭିନ୍ନ ପୂଜା ମଣ୍ଡପରେ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ମୂର୍ତ୍ତି…

ଆସନ୍ତାକାଲି ନବ ନିର୍ମାଣ କୃଷକ ସଂଗଠନ ଓ ନବ ନିର୍ମାଣ ଯୁବ ଛାତ୍ର ସଂଗଠନର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ। ସକାଳ ୬ରୁ ସନ୍ଧ୍ୟା ୬, ସବୁ ଜିଲ୍ଲାପାଳଙ୍କୁ ସତର୍କ କଲା ଗୃହ ବିଭାଗ। ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ବୁଧବାର ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା…

CISF କ୍ୟାମ୍ପରେ ଗୁଳିକାଣ୍ଡ: ଯବାନଙ୍କ ଗୁଳିରେ ୪ ଜଣ CISF କର୍ମଚାରୀଙ୍କ ମୃତ୍ୟୁ

ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ CISF କ୍ୟାମ୍ପ ଭିତରେ ଭୟଙ୍କର ଗୁଳିକାଣ୍ଡ। ଜଣେ CISF ଯବାନଙ୍କ ଗୁଳିରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ ୪ ଜଣ CISF କର୍ମଚାରୀଙ୍କ ମୃତ୍ୟୁ । ଆଜି ସନ୍ଧ୍ୟା ପ୍ରାୟ ୭ଟାରେ କଠୁଆର ବସୋହଲି ମାସ୍କା ଗାଁ ନିକଟ ସେୱା ଜଳବିଦ୍ୟୁତ…