ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ଚାନ୍ଦବାଲି : ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା । ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଚାନ୍ଦବାଲି ବିଇଓ । ନିଲମ୍ବିତ ଶିକ୍ଷକ ହେଲେ ଭଦ୍ରକ କିସମତ ସ୍କୁଲର ପ୍ରଧାନଶିକ୍ଷକ ବ୍ରଜକିଶୋର ଦାସ । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ

ମହିଳାଙ୍କୁ ଦଳିଦେଲେ ହାତୀପଲ, କ୍ଷତିପୂରଣ ଦାବି

ବଲାଙ୍ଗିର : ମାତିଲେ ହାତୀ । ଘରୁ ଟାଣି ଆଣି ମହିଳାଙ୍କୁ ଦଳିଦେଲେ ହାତୀପଲ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଛତରଦାଣ୍ଡି ଜଙ୍ଗଲରେ ୩୦ ଟିକିଆ ହାତପଲଙ୍କ ଉତ୍ପାତ। ଗାଁ ଗାଁକୁ ଯାଇ ଘରଦ୍ବାର ଭାଙ୍ଗୁଛନ୍ତି । ଗତକାଲି ରାତିରେ ସାନବାଙ୍କି ଗାଁର ଜଣେ ମହିଳାଙ୍କୁ ଦଳି ମାରିଛନ୍ତି

୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ

କଟକ : ୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ । କଟକ ଝୋଲା ସାହିର ଏକ ବ୍ୟବସାୟ ପ୍ରତିଷ୍ଠାନରୁ ଜବତ ହେଲା ଚାଇନା ମାଞ୍ଜା ସୂତା । କଟକ ମହାନଗର ନିଗମ ଏନ୍ ଫୋର୍ସମେଣ୍ଟ ସ୍ଵାଡ ଜବତ କରିଛି ମାଞ୍ଜା ସୂତା । କେଉଁ ଠାରୁ ଏତେ ପରିମାଣରେ ମାଞ୍ଜା ସୂତା ଆସିଲା ସେ

ଆଜି ଭୁବନେଶ୍ବରରୁ ବାତିଲ ହେଲା ୮ଟି ଇଣ୍ଡିଗୋ ବିମାନ

ଭୁବନେଶ୍ୱର : ଇଣ୍ଡିଗୋ ବିମାନ ଚଳାଚଳରେ ଅଚଳାବସ୍ଥା ଜାରି । ଆଜି ଭୁବନେଶ୍ବରରୁ ୮ଟି ବିମାନ ବାତିଲ । ଭୁବନେଶ୍ବରରୁ ଗୋଆ, ଦିଲ୍ଲୀ, ମୁମ୍ବାଇ ଓ ହାଇଦ୍ରାବାଦକୁ ବିମାନ ବାତିଲ ହୋଇଛି । କୋଲକାତା, ଡେରାଡୁନ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ମଧ୍ୟ ବିମାନ ବାତିଲ । ବିମାନ ବାତିଲ ନେଇ ସୂଚନା

ଭୀମ ଭୋଇ ଭିନ୍ନକ୍ଷମ ସାମ୍ୟର୍ଥ ଶିବିର…

କୋଟପାଡ଼ :କୋରାପୁଟ ଜ଼ିଲ୍ଲା ପ୍ରଶାସନ ଦ୍ୱାରା କୋଟପାଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମ୍ୟର୍ଥ ଶିବିର ଆୟୋଜିତ ହୋଇଯାଇଛି l ଶିବିରକୁ କୋଟପାଡ଼ ବ୍ଲକ ଅଧ୍ୟକ୍ଷା କମଳା ଭତ୍ରା ଉପାଧ୍ୟକ୍ଷ ତପନ କୁମାର ପାଣିଗ୍ରାହୀଙ୍କ ଦ୍ୱାରା ଉଦଘାଟନ କରାଯାଇଥିବା ବେଳେ ସତର ଗୋଟି

ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ କମ୍ପାନୀ ମାଲିକ ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଜୟ ଅନମୋଲ ହେଉଛନ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡର ନିର୍ଦେଶକ। ଏହି କମ୍ପାନୀ ମୁମ୍ବଇସ୍ଥିତ

ଇଣ୍ଡିଗୋ ଅଚଳାବସ୍ଥା: ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର ବାଧା ସୃଷ୍ଟି ହେବା ଯୋଗୁଁ ଯାତ୍ରୀଙ୍କ ବ୍ୟାପକ ଅସୁବିଧା ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଦେଶର ଏଗାରଟି ବିମାନବନ୍ଦରରେ ତୁରନ୍ତ କ୍ଷେତ୍ର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛି । ଦେଶରେ ଇଣ୍ଡିଗୋ ବିମାନ

ମରକ୍କୋରେ ଭୁଶୁଡ଼ିଲା ୨କୋଠା: ୧୯ ମୃତ

ମରକ୍କୋ: ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା ଭୁଶୁଡ଼ି ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ପ୍ରାୟ ୧୬ଜଣ ଆହତ ହୋଇଥିବା ସୂଚନା ରହିଛି ।  ସୂଚନା ଅନୁସାରେ, ମରକ୍କୋ ସମୟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଫେଜ୍‌ ସହରରେ ଦୁଇଟି ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଥିଲା ।

ଦିଲ୍ଲୀର ବିଭିନ୍ନ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ସ୍କୁଲରେ ପୁଣି ଥରେ ବୋମା ଧମକ । ଯାହାକୁ ନେଇ ଏବେ ସାଧରଣରେ ହଇଚଇ ସୃଷ୍ଟି ହୋଇଛି । ଲକ୍ଷ୍ମୀ ନଗର, ମୟୂର ବିହାର, ରୋହିଣୀର ସ୍କୁଲଗୁଡ଼ିକୁ ଏହି କଲ୍ ଆସିଥିଲା । କୁହାଯାଉଛି ଯେ ସକାଳେ ବୋମା ଧମକ କଲ୍ ପାଇବା ପରେ ଏହି ଅଞ୍ଚଳର ବିଦ୍ୟାଳୟଗୁଡ଼ିକରେ

ମହିଳା ସିରିଏଲ୍ କିଲରର ଅମାନୁଷିକ କାଣ୍ଡ: ଘରୁ ଉଦ୍ଧାର ହେଲା ଦୁଇ ଡଜନରୁ ଅଧିକ ମୃତଦେହ

ସିରିଏଲ୍ କିଲର୍ ର ଅମାନୁଷିକ କାଣ୍ଡ । ପ୍ରେମରେ ଫସାଇ ସୃଷ୍ଟି କରୁଥିଲା ସମ୍ପର୍କ । ବିବାହ ଜାଲରେ ଫସାଇ ନେଉଥିଲା ଜୀବନ । ଘରକୁ କରିଥିଲା ମଶାଣୀ । ସିରିଏଲ୍ କିଲର୍ ଏମିତି ଏକ ଶବ୍ଦ ଯାହାର ନାଁ ଶୁଣିଲେ ଏକ ଅଜଣା ଭୟରେ ଛାତି ଥରି ଉଠେ । ବିଶ୍ବ କ୍ରାଇମ୍ ଇତିହାସରେ ଏମିତି ଅନେକ ସିରିଏଲ୍