ପଠା ପଢ଼ା ଛାଡି ଆନ୍ଦୋଳନ କରିବା ଠିକ ନୁହେଁ, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଆନ୍ଦୋଳନକାରୀ ଶିକ୍ଷକଙ୍କୁ ଗଣଶିକ୍ଷାମନ୍ତ୍ରୀଙ୍କ କଡ଼ା ଚେତାବନୀ । ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ ହେବ । ମନ୍ତ୍ରୀ କହିଛନ୍ତି ସରକାର ଶିକ୍ଷକଙ୍କ ଦାବିକୁ ନେଇ ବିଚାର କରୁଛନ୍ତି । ଯେଉଁ ଦାବି ଗୁଡିକ ପୂରଣ କରାଯାଇ ପାରିବ ସେ ସବୁ

ବିଶ୍ବବିଦ୍ୟାଳୟରେ ରାଗିଂ, ଡ୍ରଗ୍ସ ନ ନେବାରୁ ଛାତ୍ରଙ୍କୁ ମାଡ଼ !

ପିପିଲି : ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଡ୍ରଗ୍ସ ନେବାକୁ ବାଧ୍ୟ କରିବା ସହ ପାଇଖାନା ଚଟାଣ ଚଟାଇ ମାଡ଼ ମାରିଲେ । ଭୁବନେଶ୍ବର ଉପକଣ୍ଠ ପିପିଲି ବ୍ଲକ ଅଞ୍ଚଳରେ ଥିିବା ବିଶ୍ବବିଦ୍ୟାଳୟରୁ ଅଭିଯୋଗ ହୋଇଛି । ଛାତ୍ରଙ୍କୁ ମାଡ଼ ମାରିବା ସହ ଦୁଇଲକ୍ଷ ଟଙ୍କା ଦେବାକୁ ଧମକ

ମହାନଦୀ ଜଳ ବିବାଦ ମାମଲା: ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠିତ

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟି ଗଠନ କରାଯାଇଛି । ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ଆଇନମନ୍ତ୍ରୀ ପୃଥ୍ବୀରାଜ

ଗାଈକୁ ଖାଇଲା ବାଘ, ପାଦଚିହ୍ନ ଦେଖି ଗାଁରେ ଆତଙ୍କ

କଣ୍ଟାମାଳ : କଣ୍ଟାମାଳ ସମାକୂପା ଗାଁରେ ବାଘ ଆତଙ୍କ । ଗାଈକୁ ମାରି ଖାଇଲା ବାଘ । ବାଘ ପାଦଚିହ୍ନ ଦେଖି ଲୋକେ ଭୟଭୀତ । ବୋୖଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜ ନାରଣପ୍ରସାଦ ସମାକୂପା ଗାଁରେ ଦୁଇରୁ ତିନି ଦିନ ହେଲା ଏକ ବାଘର ପାଦ ଚିହ୍ନ ଦେଖିବାକୁ ପାଇଛନ୍ତି ଗାଁଲୋକ । ଗାଁଲୋକ

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ ଶିକ୍ଷକମାନେ

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପା଼ଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନା ହୋଇଛି । ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସେବକ ସଦସ୍ୟଙ୍କ ସମେତ ବରିଷ୍ଠ

ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ ଅଭିନନ୍ଦନ ଜଣାଇଛନ୍ତି ।

ଜିଲ୍ଲା ସ୍ତରୀୟ ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଅନ୍ତିମ ଦିବସ…

ମାନବାଧିକାର ଦିବସ ପାଳନ ପରିପ୍ରେକ୍ଷୀରେ ମହିଳା ବିରୋଧି ହିଂସା ନିରାକରଣ ନିମନ୍ତେ ସଚେତନତା ବାର୍ତ୍ତା ଛତ୍ରପୁର  : ଗଞ୍ଜାମ ଜିଲ୍ଲା ପ୍ରଶାସନ, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ଆଇ ଏସ ଆର ଡି- ୱାନ ଷ୍ଟପ୍  ସେଣ୍ଟର ଓ ଶକ୍ତି ସଦନର ମିଳିତ ଆନୁକୁଲ୍ଯରେ ମହିଳା ଓ ବାଳିକା ମାନଙ୍କ

ବିଏସଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ