ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଦେଲେ ନବୀନ

ଭୁବନେଶ୍ବର : ବ୍ରଜରାଜନଗରରେ ବିପୁଳ ଭୋଟରେ ବାଜିମାତ କରିଛି ବିଜେଡି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଜିତିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କଲେ ପୁରୀ ବିଧାୟକ

ପୁରୀ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଓଡ଼ିଶା ସରକାରଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ୍‌ କରି ଦାଏର ‌କରାଯାଇଥିବା ଦୁଇଟି ପିଟିସନକୁ ସୁପ୍ରିମ୍‌ କୋର୍ଟ ରଦ୍ଦ କରିବା ପରେ ସେ ନିଜର ପ୍ରତିକ୍ରିୟାରେ କହିଛନ୍ତି, ଗୋଟେ…

ବ୍ରଜରାଜନଗର ବାଜି ଜିତିଲା ବିଜେଡି, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଲେ ଅଳକା

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । କଂଗ୍ରେସ ପ୍ରାର୍ଥୀ…

ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥ ନିଜ ଭାଷା କହିଛନ୍ତି : ପିନାକୀ ମିଶ୍ର

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ପ୍ରତିକ୍ରିୟା । ଜୟ ଜଗନ୍ନାଥରୁ ଦେଲେ ନିଜ ପ୍ରତିକ୍ରିୟା । ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥ ନିଜ ଭାଷା କହିଛନ୍ତି । ପୁରୀକୁ…

ପାଞ୍ଚ ଦିନ ପରେ ବସ୍ତା ଭିତରୁ ମିଳିଲା ମୃତଦେହ

ଭଦ୍ରକ: କାମ ଥିବା କହି ସାଙ୍ଗ ଆସି ଘରୁ ଡାକିନେଲେ । କିନ୍ତୁ ୫ ଦିନ ପରେ ନଈ କୁଳରୁ ବସ୍ତା ଭିତରୁ ମିଳିଲା ମୃତଦେହ । ସୂଚନାନୁଯାୟୀ ଭଦ୍ରକ ଜିଲ୍ଲା ଧୁସିରି ଥାନା ଅଞ୍ଚଳରୁ ଏମିତି ଅଭିଯୋଗ ଆସିଛି । ପିରାହାଟ ଥାନା ଉପରଦୁମୁକା ଗାଁର ଧରଣୀଧର କୁଅଁରଙ୍କ କୋଲକାତାରେ ଦୋକାନ ରହିଛି । ଦୋକାନ…

ଶ୍ରୀମନ୍ଦିର ପ୍ରକଳ୍ପ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ, ସେବାୟତଙ୍କ ସ୍ବାଗତ

ପୁରୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ (Shri Mandir Heritage Project) ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିଛି । କୋର୍ଟ ମାମଲାଟିକୁ ରଦ୍ଦ କରିବା ସହ ଆବେଦନ କାରୀଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମାନା କରିଛନ୍ତି । ଏହି ରାୟକୁ ସେବାୟତ ମହଲରେ…

‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ’ : ନବୀନ

ଭୁବନେଶ୍ଵର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଆସିଛି ମାନ୍ୟବର ସୁପ୍ରିମକୋର୍ଟଙ୍କ ବଡ ରାୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିରୋଧ କରି ଆଗତ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିଛନ୍ତି ସର୍ବେଚ୍ଚ ନ୍ୟାୟାଳୟ । ଏହାସହ ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ବିଜୟ ହୋଇଛି । ଏହି…

ଓଡ଼ିଶାରେ ସ୍ୱାଇନ ଫ୍ଲୁ , ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରେ ଚିହ୍ନଟ ହେଲେ ୨ ଜଣ ଆକ୍ରାନ୍ତ

ଭୁବନେଶ୍ୱର: କରୋନା, ଟମାଟୋ ଫ୍ଲୁ, ମକିପକ୍ସ ଡର ମଧ୍ୟରେ ରାଜ୍ୟରେ ଦେଖାଦେଇଛି ସ୍ୱାଇନ ଫ୍ଲୁ ଆତଙ୍କ । ଯଦିଓ ଏହି ରୋଗ ପୂର୍ବରୁ ଚିହ୍ନଟ ହୋଇଥିଲା । ଏବେ ପୁଣିଥରେ ରାଜ୍ୟରେ ଚିହ୍ନଟ ହଇଛନ୍ତି ସ୍ୱାଇନ ଫ୍ଲୁ ରୋଗୀ । ଏବେ ରାଜଧାନୀ ଭୁବନେଶ୍ୱରେ ସ୍ୱାଇନ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୪୩ ଡିଗ୍ରି ଉପରେ ୯ ସହର

ଭୁବନେଶ୍ବର : ପ୍ରବଳ ଗରମ ଓ ଗୁଳୁଗୁଳିରେ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ପଶ୍ଚିମ ଓଡ଼ିଶା‌ର ତାତି ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଥିବା ବେଳେ ଉପକୂଳରେ ଦାଉ ସାଧୁଛି ଗୁଳୁଗୁଳି। ଆଜି ରାଜ୍ୟର ୧୫ ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବା ବେଳେ ପଶ୍ଚିମ ଓଡ଼ିଶାର ୯ ସହର ୪୩…

ED ରେ ହାଜର ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାରେ ଇଡିରେ ହାଜର ହେଲେ ପ୍ରଭାତ ତ୍ରିପାଠୀ । ବାଙ୍କିର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ଅର୍ଥତତ୍ତ୍ବ ଚିଟଫଣ୍ଡ ସଂସ୍ଥାରୁ ଆସିଥିବା ବେଆଇନ ଆର୍ଥିକ କାରବାର ନେଇ ଇଡି ଜେରା କରୁଛି । ଜେରା…