ବଜେଟ୍ ଉପସ୍ଥାପନ ପୂର୍ବରୁ ଦହି ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଆଗାମୀ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ ହୋଇଛି। ଆଜି ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ରାଜ୍ୟପାଳ ଡକ୍ଟର

ରାହୁଲ ଗାନ୍ଧୀ ଓ କଂଗ୍ରେସ ସବୁଠାରୁ ବଡ଼ ବିଶ୍ୱାସଘାତକ : ସମ୍ବିତ ପାତ୍ର

ଶୁକ୍ରବାର ଭାରତ ମଣ୍ଡପମରେ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ଯୁବ କଂଗ୍ରେସ ଟି-ସାର୍ଟ ଖୋଲି ପ୍ରତିବାଦ କରିବା ଘଟଣାରେ ରାହୁଲ ଗାନ୍ଧୀ ଓ ଯୁବ କଂଗ୍ରେସକୁ ସମାଲୋଚନା କରିଛନ୍ତି ବିଜେପି ସାଂସଦ ସମ୍ବିତ ପାତ୍ର। କଂଗ୍ରେସକୁ ଲଜ୍ଜାହୀନ, ଟପହୀନ(ଦେହରେ ସାର୍ଟ ନଥିବା) ଏବଂ ମସ୍ତିଷ୍କହୀନ କହିଛନ୍ତି।

ଛାତ୍ର କଂଗ୍ରେସର ନୂତନ ସଭାପତି ହେଲେ ବିନୋଦ ଜାଖଡ

ଭାରତୀୟ ଜାତୀୟ କଂଗ୍ରେସର ଛାତ୍ର ଶାଖା NSUI ଶୁକ୍ରବାର ବିନୋଦ ଜାଖଡଙ୍କୁ ନୂତନ ଜାତୀୟ ସଭାପତି ଭାବରେ ନିଯୁକ୍ତ କରିଛି। ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ଦ୍ୱାରା ଜାରି ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ଘୋଷଣା କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଏଆଇ ସମ୍ମିଳନୀରେ ଟି-ସାର୍ଟ ଖୋଲି କଂଗ୍ରେସ କର୍ମୀଙ୍କ ହଙ୍ଗାମା

ନୂଆଦିଲ୍ଲୀ: ଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ସମୟରେ କଂଗ୍ରେସ କର୍ମୀମାନେ ଏକ ବିରାଟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ଯୁବ କଂଗ୍ରେସ କର୍ମୀମାନେ ଜୋର ଜବରଦସ୍ତି ସମ୍ମିଳନୀରେ ପ୍ରବେଶ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ପୁଲିସ ପହଞ୍ଚି

ସୁଲତାନପୁର କୋର୍ଟରେ ହାଜର ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ସୁଲତାନପୁର ଜିଲ୍ଲାର ସାଂସଦ-ବିଧାୟକ କୋର୍ଟରେ ହାଜର ହୋଇଥିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ନେଇ ଦେଇଥିବା ଏକ ମନ୍ତବ୍ୟକୁ ନେଇ ଜାରି ହୋଇଥିବା ମାମଲାର ଶୁଣାଣି ପାଇଁ ହାଜର ହୋଇଛନ୍ତି । ଏହି କୋର୍ଟରେ ରାହୁଲ

ବିଷାକ୍ତ ମଦ ନେଲା ୫ ଜୀବନ

ନୂଆଦିଲ୍ଲୀ : ବିହାରର ରୋହତାସରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ମଦ ପିଇ ୫ ଜଣଙ୍କର ମୃତ୍ୟୁ ଘଟିଛି। ବିବାହରର ମାଠିଆନ୍ ଗାଁରେ ଏଭଳି ଅଘଟଣ ଘଟିଛି। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଏକ ମାମଲା ରୁଜ୍ଜୁ କରିଛି। ଘଟଣାରେ ଅଧିକ ଛାନଭିନ୍ ଜାରି

ବୃତ୍ତି ପରୀକ୍ଷାରେ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ

ବାଲିଗୁଡା : ଚଳିତ ବର୍ଷ ୨୦୨୫-୨୬ ଶିକ୍ଷାବର୍ଷର ବୃତ୍ତି ପରୀକ୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୁଲଗ୍ନା ପଣ୍ଡା ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ ତୃତୀୟ ଶ୍ରେଣୀର ଛାତ୍ର ଶ୍ରୀବର୍ଦ୍ଧନ ମଲ୍ଲିକ ଷଷ୍ଠ ସ୍ଥାନ

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡ଼ିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ। ଗତ ୨୭ ବର୍ଷର

୧୧ ବର୍ଷ ପରେ ପୁଣି ପାଳନ ହେବ ହାଣ୍ଡିଭଙ୍ଗା ଯାତ

ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା । ଏନେଇ ଗୁରୁବାର ସ୍ୱତନ୍ତ୍ର

ବାହାଡାଝୋଲାକୁ ବ୍ଲକ ଦାବିରେ ବ୍ଲକ କ୍ରିୟାନୁଷ୍ଠାନ କମିଟି ପଞ୍ଚାୟତ ରାଜ ଓ ପାନୀୟ ଜଳ ମନ୍ତ୍ରୀଙ୍କୁ ଭେଟିଲେ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡାଝୋଲାକୁ ବ୍ଲକ ଦାବିରେ ବ୍ଲକ କ୍ରିୟାନୁଷ୍ଠାନ କମିଟି ବାହାଡାଝୋଲାର ପ୍ରତିନିଧି ମାନେ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକଙ୍କୁ ତାଙ୍କର ବାସ ଭବନରେ ଭେଟି ବ୍ଲକ ଗଠନ ପାଇଁ ଦାବି