ଶରତ ପଟ୍ଟନାୟକଙ୍କୁ ସବୁବେଳେ ସହଯୋଗ କରିବି : ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନୂତନ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ କାର୍ଯ୍ୟାଳୟରୁ ଜାରି ବିଜ୍ଞପ୍ତିରେ ଶରତ ପଟ୍ଟନାୟକଙ୍କୁ ନବ ନିଯୁକ୍ତ ପିସିସି ସଭାପତି ବୋଲି ଘୋଷଣା କରାଯାଇଛି। ଏଥି…

ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗୋବର୍ଦ୍ଧନ ପୀଠରେ ପହଁଚି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିଛନ୍ତି । ପୁରୀ ଗୋବର୍ଦ୍ଧନ ପୀଠରେ ଶ୍ରୀମନ୍ଦିର ପରିଚାଳନା କମିଟି ପହଁଚି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛି । ଗଜପତିଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,…

ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଖରା ବର୍ଷାର ଲୁଚକାଳି ଖେଳୁଛି ପାଣିପାଗ।ଦିନରେ ଖରା ରାତିରେ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ଜନିତ ବର୍ଷା ସତ୍ୱେ କମୁନି ଗ୍ରୀଷ୍ମ ପ୍ରବାହ। ତାପମାତ୍ରା ସ୍ୱାଭାବିକ ହେଲେ ବାୟୁ ମଣ୍ଡଳର ଆଦ୍ରତା କମିବା, ଓ ଶୁଖିଲା ଜଳବାୟୁ ଯୋଗୁଁ ଅସହ୍ୟ ହେଉଛି ଗୁଳୁଗୁଳି। …

ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବୁ : ଶରତ ପଟ୍ଟନାୟକ

ଭୁବନେଶ୍ୱର : ନୂତନ ପିସିସି ସଭାପତି ଭାବେ ନିଯୁକ୍ତ ହେଲେ ଶରତ ପଟ୍ଟନାୟକ । ଓଡିଶା ପିସିସି ସଭାପତି ନିଯୁକ୍ତ ପରେ ଶରତ ପଟ୍ଟନାୟକ ଙ୍କ ପ୍ରତିକ୍ରିୟା । ଦ୍ୱିତୀୟ ଥର ପାଇଁ ପିସିସି ସଭାପତି ହେଲେ ଶରତ ପଟ୍ଟନାୟକ । ସମସ୍ତଙ୍କୁ ସାଙ୍ଗରେ ନେଇ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବୁ ବୋଲି…

ପୁଣି ଜେଲ୍ ଗଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ପୁଣି ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର JMFC କୋର୍ଟରେ ଆତ୍ମସମର୍ପଣ ପରେ ତାଙ୍କୁ ଜେଲକୁ ପଠାଯାଇଛି। ଅନ୍ତରୀଣ ଜାମିନ ସରିବା ପରେ ପୁଣି ଜେଲ୍ ଯାଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ଦୁଇ ଥର ସାତ ଦିନିଆ ଅନ୍ତରୀଣ ଜାମିନ୍ ମିଳିବା ପରେ ଗତ ୨୦ ତାରିଖରେ ହାଇକୋର୍ଟ ଜଗଦେବଙ୍କ…

ଶରତ ପଟ୍ଟନାୟକ ହେଲେ ନୂଆ ପିସିସି ସଭାପତି

ଭୁବନେଶ୍ୱର: ଶରତ ପଟ୍ଟନାୟକ ହେଲେ ଓଡ଼ିଶା କଂଗ୍ରେସର ନୂଆ ସଭାପତି। ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ଏଆଇସିସି। ତେବେ ଶରତ ପଟ୍ଟନାୟକଙ୍କୁ ଦ୍ୱିତୀୟ ଥର ପାଇଁ ସଭାପତି କରାଯାଇଛି। ପୂର୍ବତନ ବଲାଙ୍ଗିର ସାଂସଦ ତଥା ବରିଷ୍ଠ ନେତା ଶରତ ପଟ୍ଟନାୟକ ଦୁଇଥର ସାଂସଦ ଥିଲେ। ସେ…

ଛତ୍ରପୁର ଉପଖଣ୍ଡ ହସ୍ପିଟାଲରେ ରୋଗୀକଲ୍ୟାଣ ସମିତି କାମଚଳା : ଖାଲି ପଡ଼ିଛି ୧୧ ଡାକ୍ତର ପଦବୀ, ନାହିଁ ମହାପ୍ରୟାଣ ଗାଡ଼ି

ଛତ୍ରପୁର : ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ହେଡ୍‌କ୍ୱାର୍ଟର ମାନ୍ୟତା ଦେବା ଲାଗି ଦାବି ହୋଇଆସୁଛି। ମାତ୍ର ଏହାଉପରେ କୌଣସି ପଦକ୍ଷେପ ନିଆଯାଉ ନ…

ଟାଙ୍ଗରପାଲି ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ

ସୁନ୍ଦରଗଡ଼ (୨୩/୦୫) : ସୁନ୍ଦରଗଡ଼ ଜିଲ୍ଲାର ଟାଙ୍ଗରପାଲି ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ଏକ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ ଏବଂ…

ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ। ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଶିବାଜୀ ପଟ୍ଟନାୟକ ତିନିଥର ଭୁବନେଶ୍ୱର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। କମ୍ୟୁନିଷ୍ଟ…

ଡ଼ାବୁଗାଁ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

ନବରଙ୍ଗପୁର(୨୩/୦୫) : ନବରଙ୍ଗପୁର ଜିଲ୍ଲା ର ଡାବୁଗାଁ ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର ଆଜି ଡ଼ାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଡାବୁ ଗାଁ ପଞ୍ଚାୟତ ସମିତି ର ବିଭିନ୍ନ ଅଞ୍ଚଳ ରୁ ଆସିଥିବା ୬୬ ଜଣଙ୍କର ନାମ ପଞ୍ଜିକରଣ କରାଯାଇଥିଲା | ସେଥି ମଧ୍ୟରୁ…