ରାଜ୍ୟରେ ଧାନସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡିଗୁଡ଼ିକରେ ଧାନସଂଗ୍ରହ ପରିମାଣ ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ମଣ୍ଡିର ଧାନସଂଗ୍ରହ କାର୍ଯ୍ୟକୁ ସୁଚାରୁ ରୂପେ କରିବା ନିମନ୍ତେ ଭିତ୍ତିଭୂମିର ଉନ୍ନତି କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିସବୁ ଭିତ୍ତିଭୂମିର ଯୋଜନା…

ଭରସାମ୍ୟ ହରାଇ ବାଇକ ଦୁର୍ଘଟଣା, ଦୁଇ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁମୁରିଗୁଡା ନାଳ ନିକଟରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଫୁଲବାଣୀ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇ ଚିକିତ୍ସା କରାଯାଉଛି। ଆହତ ମାନେ ହେଲେ ଫିରିଙ୍ଗିଆ ଥାନା ରତଙ୍ଗ…

ରେଗିଡିସାହି ଚାରିଛକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ହିଞ୍ଜିଳିକାଟୁ (୧୩/୫) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ରେଗିଡିସାହି ସ୍କୁଲ ଚାରିଛକରେ ଵୀର ହନୁମାନଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଗତ ୫ ଦିନ ଧରି ଜାରି ରହିଥିବା ଏହି ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଶେଷ ହୋଇଛି। ଏହି ପ୍ରତିଷ୍ଠା ଉତ୍ସବରେ ପଣ୍ଡିତ ଶ୍ରୀ…

କଫ୍ ସିରଫ ଚାଲାଣ ବେଳେ ଜଣେ ଗିରଫ, ୧୨୮୦ ବୋତଲ ଜବତ

ଭୁବନେଶ୍ୱର: ଶୁକ୍ରବାର ସକାଳୁ କମିଶନରେଟ ପୋଲିସ ର ସ୍ପେଶାଲ ଟାସ୍କ ଫୋର୍ସ(ଏସଟିଏଫ) ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟରେ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୨୮୦ ବୋତଲ ନିଷିଦ୍ଧ କଫ୍ ସିରଫ ଜବତ କରିଛି । ଏହି ବୋତଲ ସବୁକୁ ଚାଲାଣ କରିବାକୁ ଥିବା ଜଣେ ବ୍ୟକ୍ତିକୁ ଗିରଫ କରିଛି ଏସଟିଏଫ୍ । ଜବତ…

ହିଞ୍ଜିଳିକାଟୁ ପୌରପରିଷଦର ପ୍ରଥମ ସାଧାରଣ ବୈଠକ – ପାନୀୟ ଜଳ, ସହରର ବିକାଶ ସହ ଲୋକଙ୍କ ମୌଳିକ ସମସ୍ୟାକୁ…

ହିଞ୍ଜିଳିକାଟୁ (୧୩।୫) : ହିଞ୍ଜିଳିକାଟୁ ପୌରପରିଷଦ ସଭାଗୁହରେ ହିଞ୍ଜିଳିକାଟୁ ପୌରପରିଷଦ ନବନିର୍ବାଚିତ ଅଧ୍ୟକ୍ଷ ସୁଵାସ ପଲେଈ ଙ୍କ ଅଧ୍ୟକ୍ଷତାରେ ହିଞ୍ଜିଳିକାଟୁ ପୌରପରିଷଦ ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ…

ଟ୍ରକ୍ ଲୁଟ୍ ଉଦ୍ୟମ, ୭ ଡକାୟତ ଗିରଫ

ଖୋର୍ଦ୍ଧା: ଗତକାଲି ରାତିରେ ୫୭ ନମ୍ବର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କଡ଼ର ଖୋର୍ଦ୍ଧା-ଜଟଣୀ ବାଇପାସ୍ ନିକଟରେ ରାସ୍ତା ଉପରେ ପଥର ପକାଇ ଟ୍ରକ୍ ଲୁଟ କରିବାକୁ ଉଦ୍ୟମ କରୁଥିବା ବେଳେ ଏକ ଡକାୟତ ଗ୍ୟାଙ୍ଗର ୭ଜଣ ସଦସ୍ୟ ପୁଲିସ ହାତରେ ଧରାପଡ଼ିଛନ୍ତି । ସୂଚନାନୁସାରେ, ଗତକାଲି ଭୋର…

ଜାତିଗତ ପ୍ରମାଣ ପତ୍ର ଭେରିଫିକେସନ କରିବା ଅବହେଳା, ଛାତ୍ରଛାତ୍ରୀ ସମେତ ଅଭିଭାବକ ହନ୍ତସନ୍ତ

ଦାରିଙ୍ଗବାଡ଼ି, (୧୩/୫) : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ତହସିଲ ଅଧୀନରେ ୭ଟି ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ରହିଛି। ଏହି ତହସିଲ ଅଧିନସ୍ତ ଆର ଆଇ ବାବୁ ମାନେ, ଛାତ୍ରଛାତ୍ରୀ ଆପ୍ଲାଇ କରିଥିବା ଜାତିଗତ ପ୍ରମାଣ ପତ୍ର ଭେରୀଫିକେସନ କରି ସୂଚନା ଦେବାରେ ଅବହେଳା କରୁଥିବାରୁ, ତହସିଲ…

ବାଇକ ଦୁର୍ଘଟଣାରେ ସାଂସଦ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ଦେହାନ୍ତ

ଦାରିଙ୍ଗବାଡ଼ି, ୧୩/୦୫ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କାମ୍ବାଏଜୁ ଛକରେ ମୋଟର ସାଇକେଲ ଦୁର୍ଘଟଣାରେ କନ୍ଧମାଳ ସାଂସଦଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ମୃତ୍ୟୁ ଘଟିଛି l ସୂଚନା ପ୍ରକାରେ ଗତକାଲି ରାତିରେ କ୍ଷେତ୍ରୀବଳ ନାୟକ ନିଜ ଘର…

ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରରେ ଲାଗିବ ୨୩୬ ସିସିଟିଭି

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପୁରୀରେ ୨୩୬ ସିସିଟିଭି କ୍ୟାମେରା ଲାଗିବ। ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରରେ ଲାଗିବ ୨୩୬ ସିସିଟିଭି କ୍ୟାମେରା। ଆଜି ସିସିଟିଭି ଲାଗିବା ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଜିଲାପାଳ ସମର୍ଥ ବର୍ମା କହିଛନ୍ତି ଯେ…

୧୦ ଲକ୍ଷ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଭିଜିଲାନ୍ସ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସମ୍ବଲପୁର ଭିଜିଲାନ୍ସ ଡିଭିଜନ ୟୁନିଟର ଇନ୍ସପେକ୍ଟର ମାନସୀ ଜେନା । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ । ସରକାରୀ ଅଧିକାରୀଙ୍କ ବିରୋଧରେ ଥିବା ମାମଲା…