Sign in
Sign in
Recover your password.
A password will be e-mailed to you.
ରାସ୍ତା ଅବରୋଧ କରି ଆମ୍ବପର୍ବ ପାଳନ ବେଳେ ବାଇକ ଦୁର୍ଘଟଣା ଜଣେ ମୃତ
ମାଲକାନଗିରି : ମାଲକାନଗିରି ଜିଲ୍ଲାର ଗୁଟମଗୁଡା ଗ୍ରାମରେ ଆଜି ଆମ୍ବପର୍ବ ପାଳନ ନିମନ୍ତେ ରାସ୍ତା ଅବରୋଧ କରି ଚାନ୍ଦା ଆଦାୟ ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ମୋଟର ସାଇକେଲ ମାଡିଯିବାରୁ ଜଣେ ନାବାଳିକା ମୃତ ଓ ୨ଜଣ ନାବାଳିକା ଗୁରୁତର ଆହତ । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା!-->!-->!-->…
ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ବାହାରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେ ଗସ୍ତ ଶେଷ କରି ଆସନ୍ତା ମେ' ମାସ ୩ ତାରିଖରେ!-->…
ଆରମ୍ଭ ହେଲା ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ବର: ଆରମ୍ଭ ହେଲା ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ବିଷୟରେ ପରୀକ୍ଷା ଦେଇଛନ୍ତି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀ । ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ହୋଇଥିବା ବେଳେ ସାଢେ ୮ଟା ସମୟରେ ପିଲାଙ୍କୁ କେନ୍ଦ୍ରକୁ ଛଡା ଯାଇଥିଲା । ୮ଟା ୫୦ମିନିଟରେ!-->…
କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ପୁଣି ସମନ
କେନ୍ଦୁଝର : କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ପୁଣି ସମନ । ହାଜର ପାଇଁ ସମନ କଲେ ଜାତୀୟ ଜନଜାତି କମିଶନ । ମେ' ୯ ତାରିଖ ଦିନ ୧୧ଟାରେ ହାଜର ହେବାକୁ ସମନ । କମିଶନଙ୍କ ସଦସ୍ୟ ଅନନ୍ତ ନାୟକଙ୍କ ଇଜିଲାସାରେ ହାଜର ହେବାକୁ ରହିଛି ନିର୍ଦ୍ଦେଶ । ପ୍ରତିନିଧି ନୁହେଁ, ବ୍ୟକ୍ତିଗତ ଭାବେ!-->…
୪୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର
ଆଜି ରାଜ୍ୟର ତାପମାତ୍ରା ୪୫ ଡିଗ୍ରୀର ଲକ୍ଷ୍ମଣରେଖା ପାର୍ କରିଯାଇଛି । ବୌଦ୍ଧ ଜିଲ୍ଲାରେ ଏଭଳି ତାପମାତ୍ରା ରେକର୍ଡ କରାଯାଇଛି । ଯାହାକି ରାଜ୍ୟର ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା । ରାଜ୍ୟର ୨୫ଟି ଷ୍ଟେସନରେ ତାପମାତ୍ରା ୪୦ ଟପିଯାଇଛି । ଉପକୂଳବର୍ତୀ କିଛି ଅଞ୍ଚଳକୁୁ ଛାଡି ଦେଲେ ସାରା!-->…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ
ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ( Museum & Interpretation Centre ) ଲୋକାର୍ପିତ କରିଛନ୍ତି!-->…
ବ୍ରାଉନସୁଗାର ଜବତ ସହ ଦୁଇ ମହିଳା ଗିରଫ
ନୟାଗଡ଼: ବ୍ରାଉନସୁଗାର ବେପାରରେ ମାତିଛନ୍ତି ମହିଳା । ବ୍ରାଉନସୁଗାର ଜବତ ସହ ଦୁଇ ମହିଳାଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ । ରାତିରେ ଏସଆଇ ଧର୍ମେନ୍ଦ୍ର ସିଆଳଙ୍କ ନେତୃତ୍ବରେ ନୟାଗଡ଼ ଟାଉନ୍ ପୋଲିସ ପାଟ୍ରୋଲିଂ କରୁଥିଲା । ଏହି ସମୟରେ ଦୁଇଜଣ ମହିଳା, ଜଣେ ବ୍ରାଉନସୁଗାର ଯୋଗାଣକାରୀଙ୍କ!-->…
ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ପାଳିତ
ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ବାଚସ୍ପତି ଡଃ. ସୂର୍ଯ୍ୟ ନାରାୟଣ ପାତ୍ର, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ଶ୍ରୀ!-->…
ଆସନ୍ତାକାଲିଠାରୁ ମାଟ୍ରିକ ପରୀକ୍ଷା : ୩୨୦୩ଟି ପରୀକ୍ଷା କେନ୍ଦ୍ର, ୫୭୧୯୦୯ ପରୀକ୍ଷାର୍ଥୀ
କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମେଟିଭ୍ ଆସେସ୍ମେଣ୍ଟ -୨ ପରୀକ୍ଷା ଶୁକ୍ରବାର (ଆସନ୍ତାକାଲି)ଠାରୁ ଆରମ୍ଭ ହେବ। ଏହା ମେ' ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ମୋଟ ୩୨୦୩ଟି ପରୀକ୍ଷା କେନ୍ଦ୍ରରେ ୫,୭୧,୯୦୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା!-->…
ଖରା ଦେଖି ସ୍କୁଲ ଖୋଲିବା ପାଇଁ ନିଆଯିବ ନିଷ୍ପତ୍ତି : ମନ୍ତ୍ରୀ ସମୀର ଦାଶ
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଖରା ସହ ଗ୍ରୀଷ୍ମ ପ୍ରବାହ। ଖରା ପାଇଁ ଏପ୍ରିଲ ୨୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ବେଳେ ଖରା ଦେଖି ସ୍କୁଲ ଖୋଲିବା ପାଇଁ ପୁଣି ନିଷ୍ପତ୍ତି ନିଆଯିବ ବୋଲି ଆଜି ମନ୍ତ୍ରୀ ସମୀର ଦାଶ!-->…