Sign in
Sign in
Recover your password.
A password will be e-mailed to you.
ଶ୍ରୀଲଙ୍କାକୁ ଏକ୍ସପାୟାର ରିଲିଫ ସାମଗ୍ରୀ ପଠାଇଲା ପାକିସ୍ତାନ
ଶ୍ରୀଲଙ୍କା: ବନ୍ୟା ତଥା ଘୂର୍ଣ୍ଣିଝଡ଼ ଡିଟୱା ଦ୍ବାରା ପ୍ରଭାବିତ ହୋଇ ଶ୍ରୀଲଙ୍କା ଏବେ ସଙ୍କଟରେ ଗତି କରୁଛି । ଏଭଳି ସ୍ଥଳେ ପାକିସ୍ତାନ ଶ୍ରୀଲଙ୍କାକୁ ପଠାଇଥିବା ରିଲିଫ ସାମଗ୍ରୀକୁ ନେଇ ନୂଆ ବିବାଦ ଦେଖାଦେଇଛି । ପାକିସ୍ତାନ ପଠାଇଥିବା ରିଲିଫ୍ ସାମଗ୍ରୀ ସବୁ ଏକ୍ସପାୟାର ହୋଇଯାଇଛି!-->…
ଏଣିକି ସେବାତୀର୍ଥ ନାମରେ ଜଣାଯିବ PMO
ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର ନାମକୁ କିଛି ଦିନ ଭିତରେ ପରିବର୍ତ୍ତନ!-->…
୫୨ ଏକର ଜାଗାରେ ନିର୍ମାଣ ହେବ ଅଯୋଧ୍ୟା ରାମ ମନ୍ଦିର ସଂଗ୍ରାହଳୟ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ସଂଗ୍ରାହଳୟ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି । ଯାହାର ନିଷ୍ପତ୍ତି କ୍ୟାବିନେଟ୍ ବୈଠକରେ ନିଆଯାଇଥିଲା । ମନ୍ଦିର ସଂଗ୍ରାହଳୟ ୫୨ ଏକର ଜାଗାରେ ନିର୍ମାଣ କରାଯିବ । ଏହା ବ୍ୟତୀତ ମନ୍ଦିର!-->…
କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ!-->…
ଭଦ୍ରକରେ ସଙ୍ଗଠିତ ହେବ ଦଳ, ପ୍ରଫୁଲ୍ଲଙ୍କୁ ଗୁରୁଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ
ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଲାଗିଛି ଝଟ୍କା । ୪ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା ପରେ ଦୋହଲିଯାଇଛି ବିଜେଡି ଗଡ଼। ଭଦ୍ରକରେ ଦଳକୁ ସଙ୍ଗଠିତ କରି ରଖିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି। ଭଦ୍ରକରେ ଦେଖାଦେଇଥିବା ସଙ୍କଟ ନେଇ!-->…
ରାସ୍ତା କାମ ନିମ୍ନମାନର ଅଭିଯୋଗ : ଏକାଧିକ ସ୍ଥାନରେ ହାତରେ ଛୁଇଁଲେ ପିଚୁ ବାହାରି ଯାଉଛି, ତଦନ୍ତ ଦାବୀ
ଦାରିଙ୍ଗବାଡି : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଦୁର୍ଗମ ବୁରାଙ୍ଗିଆ ଗ୍ରାମଠାରୁ ଡାବରବାନ୍ଦା ଗ୍ରାମକୁ ପ୍ରାୟ ୪ କିମି ଖରାପ ରାସ୍ତା୍କୁ ପୁନଃମରାମତି କରାଯାଉଛି। ମେଟେଲ ପକାଯିବା ସହ ଗୋଡି ସହ ପିଚୁ ମଧ୍ୟ ଦିଆଯାଇଛି। କିନ୍ତୁ!-->…
ପରିବା ବଜାରରେ ଯୋଗାଣ ବିଭାଗର ଚଢ଼ଉ: କମିବ ଦର
ଭୁବନେଶ୍ବର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲାରେ ଚଢ଼ଉ କରାଯାଇଛି। ରାଜ୍ୟରେ ପନିପରିବା ଦରବୃଦ୍ଧି ନିୟନ୍ତ୍ରଣ କରିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧି ହେଉଥିବା!-->…
ରାୟଗଡ଼ା ଜିଲ୍ଲା କାଶୀପୁରସ୍ଥିତ ମାଁ ମାଣିକେଶ୍ଵରୀ ମନ୍ଦିରରୁ ମହା ଆଡ଼ମ୍ବରରେ ଶୁଭାରମ୍ଭ ହେଲା ଚଇତି-୨୦୨୫
ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର ସ୍ଥିତ ମାଁ ମାଣିକେଶ୍ଵରୀ ମନ୍ଦିରରୁ ଆଜି ୨ ତାରିଖ ମଙ୍ଗଳବାର ଦିନ ପୂର୍ବାହ୍ନ ୯ ଘଟିକା ସମୟରେ ରାୟଗଡ଼ା ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଏବଂ ପରମ୍ପରାର ଗଣପର୍ବ ଚଇତି - ୨୦୨୫ କୁ ରାୟଗଡ଼ା ଜିଲ୍ଲାପାଳ ତଥା ଅଧ୍ୟକ୍ଷ, ଜିଲ୍ଲା ସଂସ୍କୃତି!-->…
୧୮ରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘର ଆନ୍ଦୋଳନ
ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇବେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘ I ରାଜଧାନୀରେ ଅହୋରାତ୍ର ଧାରଣାରେ ବସିବାକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଶିକ୍ଷକ । ସାରା ରାଜ୍ୟରେ ୨୫୫୭ଟି ହାଇସ୍କୁଲରେ ପାଖାପାଖି ୨୫ ହଜାର ବ୍ଲକ!-->…
ବାରବାଟିରେ ପିଚ୍ ଅନୁଧ୍ୟାନ କଲେ BCCI ର ଚିଫ ପିଚ୍ କ୍ୟୁରେଟର୍
କଟକ : ବାରବାଟିରେ BCCI ର ଚିଫ ପିଚ୍ କ୍ୟୁରେଟର୍ ଆଶିଷ ଭୌମିକ । ପିଚ୍ ଅନୁଧ୍ୟାନ କରିବା ସହିତ ପଡ଼ିଆ ବୁଲି ଦେଖିଛନ୍ତି। ରେଡ ସଏଲ୍ ନା ବ୍ଲାକ ସଏଲ୍ ପିଚ୍ ରେ ହେବ ସେନେଇ ଅନୁଧ୍ୟାନ କରିଛନ୍ତି। ଏପଟେ ଭାରତ-ଦକ୍ଷିଣ ଆଫ୍ରିକା ଟିଟ୍ବେଣ୍ଟି ମ୍ୟାଚ ପାଇଁ ପ୍ରସ୍ତୁତି ଜୋରଦାର । ବାରବାଟୀ!-->…