Sign in
Sign in
Recover your password.
A password will be e-mailed to you.
ମା କାଉଁରୀ ଦେବୀଙ୍କ ନୂତନ ମନ୍ଦିର ପାଇଁ ପଡିଲା ଶୁଭ
ନୟାଗଡ଼, ୧/୧୨, (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ରାଜସୁନାଖଳା ପଂଚାୟତ ଅନ୍ତର୍ଗତ ବଢ଼େଇ ସାହିରେ ଥିବା ଗ୍ରାମର ଗ୍ରାମାଦେବୀ ମା କାଉଁରୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭ ଦିଆଗଲା । ରାଜ ସୁନାଖଳାର ବିଶିଷ୍ଟ ପଣ୍ଡିତ ପଦ୍ମନାଭ ଦାସ ମନ୍ତ୍ରପାଠ କରିଥିଲେ । ପଂଚାୟତର ଯୁବ!-->…
ଚଳନ୍ତା ଟ୍ରେନ୍ରେ ଚଢ଼ିବା ବେଳେ ଚାଲିଗଲା ଶିକ୍ଷକଙ୍କ ଜୀବନ
ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫) ବୋଲି ଜଣାପଡ଼ିଛି। ସେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଶିକ୍ଷକ ଭାବେ!-->…
ଜିଲ୍ଲାପାଳଙ୍କ ଜନଶୁଣାଣି ବେଳେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ବାଙ୍କୀ: ଆଜି ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ସେ ଦୀର୍ଘ ଦିନ ଧରି ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାର ଭତ୍ତା!-->…
ରାଜ୍ୟରୁ ତଡ଼ା ହେଲେଣି ୪୯ ବାଂଲାଦେଶୀ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରୁ ଏଯାବତ ତଡିପାର ହୋଇଛନ୍ତି ୪୯ଜଣ ବାଂଲାଦେଶୀ । ଏନେଇ ବିଧାନସଭାରେ ଆଜି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ନୂଆ ସରକାର ଆସିବା ପରେ ୫୧ଜଣ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ଜଣଙ୍କୁ ବାଂଲାଦେଶ ପଠାଯାଇଛି!-->…
ବାରବାଟୀ ମ୍ୟାଚ୍ ପାଇଁ ଅନଲାଇନରେ ୨୦୦୦ ଟିକେଟ୍ ବିକ୍ରି
ଭୁବନେଶ୍ୱର : ବାରବାଟୀ ଟିଟ୍ବେଣ୍ଟି ପାଇଁ ସରିଲା ଅନଲାଇନ୍ ଟିକେଟ ବିକ୍ରି । ଅପରାହଣ ୨ଟାରୁ ବୁକିଂ ଆରମ୍ଭ ହୋଇଥିଲା । District ବାଏ zomato app ଜରିଆରେ ଅନଲାଇନ୍ ଟିକେଟ ବିକ୍ରି ହୋଇଥିଲା । ଅନଲାଇନ୍ ରେ ୨୦୦୦ ଟିକେଟ୍ ବିକ୍ରି ହୋଇଛି । ଜଣେ ବ୍ୟକ୍ତି!-->…
ଏମ୍ସକୁ ୩. ୪ କୋଟି ଦାନ କଲେ ପ୍ରଫେସର ଡା କେ. ଲକ୍ଷ୍ମୀ ବାଇ
ଭୁବନେଶ୍ବର : ନିଜ ବାସଭବନକୁ ବିିକି ଭୁବନେଶ୍ବର ଏମ୍ସ ୩କୋଟି ୪୦ ଲକ୍ଷ ଟଙ୍କା ଦାନ କଲେ ପ୍ରଫେସର ଡାକ୍ତର କେ. ଲକ୍ଷ୍ମୀ ବାଇ । ମହିଳା କର୍କଟ ରୋଗ ଚିକିତ୍ସା ଓ ଯତ୍ନ କେନ୍ଦ୍ର କରିବା ପାଇଁ ସେ ଏହି ଅର୍ଥ ଦାନ କରିଛନ୍ତି । ଆସନ୍ତା ୫ ତାରିଖରେ ନିଜ ଶତ ବାର୍ଷିକୀ ପାଳନ କରିବେ!-->…
ଟଙ୍କା କାରବାରକୁ ନେଇ ଗୁଳିକାଣ୍ଡ, ୬ କୋର୍ଟ ଚାଲାଣ
ଜୋଡା: ଜୋଡା ବଲାଣି ଥାନା ଅଂଚଳରେ ଫୁଟିଲା ଗୁଳି । ଟଙ୍କା ଦେଣ ନେଣକୁ ନେଇ ଗୁଳିକାଣ୍ଡ । ଏକ ସିୱେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣର ଟଙ୍କା ନେଣଦେଣକୁ ନେଇ କଣ୍ଟ୍ରାକ୍ଟର ଓ ସବ କଣ୍ଟ୍ରାକ୍ଟରଙ୍କ ବିବାଦ ପରେ ଗୁଳି ଫୁଟିଥିବା ଅଭିଯୋଗ ହୋଇଛି । ସିୱେଜ୍ ଟ୍ରିଟମେଣ୍ଟ!-->…
ନୂଆ ସରକାରରେ ସକ୍ରିୟ ଭିଜିଲାନ୍ସ, ୩୧୮ ମାମଲାରେ ୮୨ ଅଧିକାରୀଙ୍କ ସମ୍ପତ୍ତି ଜବତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନୂଆ ସରକାରରେ ଭିଜିଲାନ୍ସ ଆକ୍ଟିଭ । ଏପର୍ଯ୍ୟନ୍ତ ୩୧୮ଟି ଦୁର୍ନୀତି ମାମଲା ହୋଇଛି । ୮୨ ସରକାରୀ ଅଧିକାରୀଙ୍କ ୨୦୮ କୋଟି ୨୪ ଲକ୍ଷ ଟଙ୍କା ମୂଲ୍ୟର ସମ୍ପତି ଜବତ ହୋଇଛି । ବିଧାନସଭାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ସରକାର ଆସିବା ପରଠାରୁ ୩୧୮ ଟି ଦୁର୍ନୀତି ମାମଲା!-->…
ମୁଖ୍ୟମନ୍ତ୍ରୀଙ୍କୁ ଭାରତ-ଦକ୍ଷିଣ ଆଫ୍ରିକା T20 ମ୍ୟାଚ ଟିକେଟ ଦେଲା ଓସିଏ
ଭୁବନେଶ୍ବର: ବାରବାଟୀରେ ହେବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା T20 ମ୍ୟାଚର ଟିକେଟ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ!-->…
କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ ଛାତ୍ର ଥିଲେ । ଏନେଇ ସ୍ପଷ୍ଟ କରିଛନ୍ତି!-->…