ବିଧାନସଭାରେ ସ୍ଵାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ମଧ୍ୟରେ ବାକ୍ ଯୁଦ୍ଧ

ଭୁବନେଶ୍ୱର: ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ବାକ୍ ଯୁଦ୍ଧରେ କମ୍ପିଲା ଗୃହ। ଆଜି ଗୃହରେ

ଲମତାପୁଟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ !

କୋରାପୁଟ : କୋରାପୁଟ ଜ଼ିଲ୍ଲା ଲମତାପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜ଼ିଲ୍ଲା ପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମଜାଜନ ,ଉପ -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ,

ବେଆଇନ ମାଙ୍କଡ଼ା ପଥର ଚୋରା ଚାଲାଣ, ଓଡ଼ଗାଁ ପୋଲିସ ଦ୍ବାରା ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ ଅଟକ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ପାଟ୍ରୋଲିଙ୍ଗ କରୁଥିବା ସମୟରେ ବେଆଇନ ଖଣିଜ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଥିବା ବେଳେ ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ କୁ ଅଟକ ରଖାଯାଇଛି। ଚାଳକ ଜଣକ କୋମଣ୍ଡ ମଶାଣି ସହିତ ବଳରାମ ନାୟକ(୩୯) ଏବଂ ଗାଡ଼ି ମାଲିକ କୋମଣ୍ଡ ମକରପଦା ର

ଯୁବକକୁ ଗଳା କାଟି ହତ୍ୟା…

ଚିତ୍ରକୋଣ୍ଡା -: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ଏକ ବିକୃତ ମସ୍ତିଷ୍କ ଯୁବକ ଅନ୍ୟ ଜଣେ ଯୁବକଙ୍କ ସହିତ କିଛି ବଚସା ହେବା ପରେ ଗଳା କାଟି ହତ୍ୟା କରିଥିବା ନେଇ ସୂଚନା ମିଳିଛି । ସୂଚନା ଅନୁଯାୟୀ ଏହି ବିକୃତ ମସ୍ତିଷ୍କ ଥିବା ଯୁବକ ଜଣକ କିଛି କଥା କୁ ନେଇ ବଚସା କରିଥିଲେ । ଅନ୍ୟ

ନିଃସର୍ତ୍ତ କଥା ସତ ହେଲା : ଦେହଜୀବୀ ଉଦ୍ଧାର, ହୋଟେଲ ମାଲିକ ଗିରଫ…

ନୟାଗଡ଼: ନୟାଗଡ଼ ରେ ଚାଲିଛି ସେକ୍ସ ରାକେଟ କୁ ନେଇ ନିଃସର୍ତ୍ତ ରେ ଖବର ପ୍ରକାଶ ପାଇଥିଲା ଯାହାକୁ ଗୁରୁତର ସହିତ ନେଇଛି ପୋଲିସ l ସୂଚନା ଥାଉକି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ପ୍ରତାପ ପ୍ରସାଦ ଲାଠିପଡା ରାସ୍ତାରେ ଥିବା ହୋଟେଲ ଦୀପକ ଉପରେ ପୋଲିସ ଚଢାଉ କରିଛି ।ନୟାଗଡ଼

ଦୁଇ ବସ ମୁହାଁମୁହିଁ: ୭ ମୃତ, ୪୦ ଆହତ

ତାମିଲନାଡୁ: ତାମିଲନାଡୁରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ସରକାରୀ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତାମିଲନାଡୁର ଶିବଗଙ୍ଗା ଜିଲା ଅନ୍ତର୍ଗତ ତିରୁପାଟ୍ଟୁର ନିକଟରେ ଏହି

ଦନ୍ତେୱାଡ଼ାରେ ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ଛତିଶଗଡ଼: ଛତିଶଗଡ଼ର ଦନ୍ତେୱାଡ଼ା ଜିଲାରେ ୩୭ ଜଣ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୭ ଜଣଙ୍କ ଉପରେ ୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଏହି ମାଓବାଦୀମାନେ ବରିଷ୍ଠ ପୁଲିସ ଏବଂ ସିଆରପିଏଫ ଅଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ଏସପି ଗୌରବ ରାଏ

ବଢିଲା ଏସ୍‌ଆଇଆର୍‌ ପ୍ରକ୍ରିୟା ଅବଧି: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ବଡ ସୂଚନା ମିଳିଛି। ଚଳିତ ଏସ୍‌ଆଇଆର୍‌ ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି ହୋଇଛି। ବର୍ତ୍ତମାନ୍ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏସ୍‌ଆଇଆର୍‌ ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍‌

ଡିଟୱା ଅପଡେଟ: ଦକ୍ଷିଣ ଭାରତରେ ବିମାନ ଓ ରେଳସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଭାରତ ମୁହାଁ ଅଗ୍ରସର ହେଉଛି ବାତ୍ୟା ଡିଟୱା । ଫଳରେ ତାମିଲନାଡୁ-ପୁଡୁଚେରୀ ଉପକୂଳରେ ଅତି ପ୍ରବଳ ବର୍ଷା ଯୋଗୁଁ ତାମିଲନାଡୁର ଅନେକ ସ୍ଥାନ ପ୍ରଭାବିତ ହେଉଛି । ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ଅନେକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ରାଜ୍ୟ ସରକାରଙ୍କ