Sign in
Sign in
Recover your password.
A password will be e-mailed to you.
ଶିଶୁମିତ୍ର ପଞ୍ଚାୟତ ଗଠନ ଉପରେ ଗୁରୁତ୍ଵ ଦେଲେ ଜିଲ୍ଲାପାଳ
ନବରଙ୍ଗପୁର (୨୨ / ୦୩) : ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ!-->!-->!-->…
ନବରଙ୍ଗପୁର ଆଇନଜୀବୀ ସଂଘର ଇ-ଲାଇବ୍ରେରୀ ଉଦ୍ଘାଟନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଡଃ ଏସ୍. ମୁରଲୀଧର
ନବରଙ୍ଗପୁର : ଓଡ଼ିଶାର ୩୦ ଟି ଜିଲ୍ଲା ସହ ନବରଙ୍ଗପୁର, କୋରାପୁଟ ଓ ରାଉରକେଲା ଆଇନଜୀବୀ ସଂଘର ଇ-ଲାଇବ୍ରେରୀ ର ଶୁଭ ଉଦଘାଟନ ଓଡିଶା ଉଚ୍ଚନ୍ୟାୟାଳୟର ମାନ୍ୟବର ମୁଖ୍ୟ ବିଚାରପତି ଡଃ ଏସ୍. ମୁରଲୀଧର ଆଜି ସକାଳ ୯.୩୦ ମି. ସମୟରେ ଆଭାଷୀ (ଭର୍ଚୁଆଲ) ଜରିଆରେ କରିଛନ୍ତି । ଜିଲ୍ଲା!-->!-->!-->…
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ
ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଡାକ୍ତରଖାନାରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଏନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଗିରଫ ପରେ ବିଧାୟକଙ୍କୁ ଅଦାଲତରେ ହାଜର କରାଯାଇଛି।
ସୂଚନାଯୋଗ୍ୟ, ଗତ!-->!-->!-->…
ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୪ ସପ୍ତାହ ଭିତରେ କୋର୍ଟରେ ହାଜର ହୁଅ
କଟକ : କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ ଝଟ୍କା । ୪ ସପ୍ତାହ ଭିତରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ । କୋର୍ଟରେ ହାଜର ହେବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ । ତେବେ ଆଜି ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ!-->…
ଆଜି ରାଜ୍ୟରେ ୮୩ଜଣ କରୋନାରୁ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ!-->…
ସମ୍ରେ ଛ’ମାସ ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର
ଭୁବନେଶ୍ୱର ୨୨/୦୩: ସମ୍ ହସ୍ପିଟାଲ୍ରେ ମାତ୍ର ୬ ମାସ ଶିଶୁର ଶରୀରରେ ଥିବା ଜଟିଳ ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଂଚଳର ସୁବାଷ ଚନ୍ଦ୍ର ବେହେରାଙ୍କ ଛ'ମାସର ଶିଶୁ ପୁତ୍ରଟି ହୃଦ୍ ପଲ୍ମୁନାରୀ ଭାଲ୍ଭ ଷ୍ଟେନୋସିସ୍ ପୀଡିତ ଥିବାବେଳେ!-->…
ତୃତୀୟ ଶ୍ରେଣୀ ପିଲାଙ୍କ ଭାଷା ଓ ଗଣିତ ଶିକ୍ଷଣସ୍ତର ସର୍ବେକ୍ଷଣ କରାଯିବ
ଭୁବନେଶ୍ୱର: ଆସନ୍ତା ୨୩ ମାର୍ଚ୍ଚ ୨୦୨୨ ତାରିଖଠାରୁ ତୃତୀୟ ପଢ଼ୁଥିବା ପିଲାମାନଙ୍କ ମୌଳିକ ଭାଷା ଓ ସଂଖ୍ୟାଜ୍ଞାନ ଶିକ୍ଷଣରସ୍ତର ନିର୍ଦ୍ଧାରଣ ନିମନ୍ତେ ଜାତୀୟ ଶିକ୍ଷା ଓ ଗବେଷଣା ପରିଷଦ ଏବଂ ଭାରତ ସରକାରଙ୍କ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ମନ୍ତ୍ରଣାଳୟର ମିଳିତ ଆନୁକୂଲ୍ୟରେ ଶିକ୍ଷକ!-->…
ମାନସ ସ୍ୱାଇଁ ହତ୍ୟା ମାମଲା: ଗିରଫ ହେଲା ଶର୍ମିଷ୍ଠାର ଭାଇ ପରମେଶ୍ୱର
ଭୁବନେଶ୍ବର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ପୁଲିସକୁ ଆଉ ଏକ ସଫଳତା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ଚାନ୍ଦବାଲି ପୁଲିସ। ପରମେଶ୍ୱର ରାଉତଙ୍କୁ ବିଜୟୱାଡ଼ାରୁ ଧରିଛି ପୁଲିସ । ପରାମେଶ୍ୱର ବିଜୟୱାଡ଼ାରେ ରହି ଶର୍ମିଷ୍ଠାଙ୍କ ଫେରାର୍!-->…
ଢେଙ୍କାନାଳରେ ଓଲଟିଲା ଯାତ୍ରୀବାହୀ ବସ୍ , ୭ ଗୁରୁତର ୨୦ ଆହତ
ଯାତ୍ରୀବାହୀ ବସ ଓଲଟି ୭ ଗୁରୁତର । ଢେଙ୍କାନାଳ ସଦର ଥାନା ବଣସିଂହ ରାସ୍ତାରେ ଓଲଟିଲା ବସ। ପାଟରାଣୀ ଠାକୁରାଣୀ ମନ୍ଦିର ନିକଟ ରାସ୍ତାରେ ବସ ରାସ୍ତା ତଳକୁ ଓଲଟି ପଡ଼ିଛି। ବସ ବଣସିଂହରୁ ଢେଙ୍କାନାଳ ଆସୁଥିବା ବେଳେ ଘଟିଛି ଦୁର୍ଘଟଣା। ବସରେ ୩୫ରୁ ଅଧିକ ଯାତ୍ରୀ ଥିବା ବେଳେ ୨୦ଜଣ ଆହତ!-->…
ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଲାଗି ସୀତାକୁଣ୍ଡରୁ ଜଳ ସଂଗ୍ରହ କଲେ ରାଜ୍ୟପାଳ
ମାଲକାନଗିରି: ମାଲକାନଗିରି ଜିଲ୍ଲା ବଣ୍ଡାଘାଟିରେ ଥିବା ସୀତାକୁଣ୍ଡର ପାଣି ଯିବ ଅଯୋଧ୍ୟା। ଆଉ ଏହି ପାଣି ନେବେ ଅଯୋଧ୍ୟାରୁ ଆସିଥିବା ସାଧୁସନ୍ଥ। ସାଧୁସନ୍ଥମାନେ ଶ୍ରୀଲଙ୍କାରୁ ଯାତ୍ରା ଆରମ୍ଭ କରିଥିବା ବେଳେ ଆଜି ବଣ୍ଡାଘାଟିରେ ପହଞ୍ଚିଛନ୍ତି। ଏହି ସମାରୋହରେ ଯୋଗ ଦେବା ପାଇଁ ବଣ୍ଡାଘାଟିରେ!-->…