Sign in
Sign in
Recover your password.
A password will be e-mailed to you.
ଦଳ ବିରୋଧୀଙ୍କ ବିରୋଧରେ ୭ ନେତାଙ୍କୁ ନିଲମ୍ବନ କଲା ବିଜେଡି
ମୟୂରଭଞ୍ଜ: ରାଜ୍ୟରେ ପୌର ନିର୍ବାଚନ ପାଇଁ ସରଗରମ ହେବାରେ ଳାଗିଛି ରାଜନୀତି । ତାତି ବଢ଼ିବା ସହ ବଢ଼ୁଛି ରାଜନୈତିକ ଉଷ୍ମତା । ପ୍ରଚାର ପାଇଁ ହାତରେ ଆଉ ମାତ୍ର ୨ ଦିନ ସମୟ ରହିଥିବାରୁ ଜୋରଦାର ଚେଷ୍ଟା କରୁଛନ୍ତି ପ୍ରାର୍ଥୀ । ତେବେ ଏହାରି ମଧ୍ୟରେ ଦଳ ବିରୋଧୀ କାର୍ଯ୍ୟ କରୁଥିବା କର୍ମୀଙ୍କ!-->…
ୟୁରୋପର ସର୍ବବୃହତ୍ ଇସ୍ପାତ କାରଖାନା ଧ୍ବଂସ
କିବ୍: ୟୁକ୍ରେନୀୟ ବନ୍ଦର ନଗରୀ ମାରିଉପୋଲ୍ ଦଖଲ କରିବାକୁ ଯାଇ ରୁଷୀୟ ସୈନିକମାନେ ସେଠାରେ ଥିବା ୟୁରୋପ୍ର ବୃହତ୍ତମ ଲୁହା ଏବଂ ଇସ୍ପାତ୍ କାରଖାନା 'ଅଜୋଭସ୍ତାଲ୍'କୁ ବିଧ୍ବସ୍ତ କରି ପକାଇଛନ୍ତି ବୋଲି ଆଜି ସରକାରୀ ଅଧିକାରୀମାନେ କହିଛନ୍ତି। ୟୁକ୍ରେନୀୟ ସାଂସଦ ଲେସିଆ ଭାସିଲେଙ୍କୋ!-->…
ଅଢେଇ କୋଟି ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ
ଭୁବନେଶ୍ୱର : ଅଢେଇ କୋଟି ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ । ଅଭିଯୁକ୍ତ ହିମାଂଶୁ ଭଣ୍ଡାରୀ କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ହିମାଂଶୁଙ୍କୁ ନୋଏଡାରୁ ଗିରଫ କରିଛି ଇଓଡ଼ବ୍ଲ୍ୟୁ ।
ଖବର ଅନୁଯାୟୀ, ନିଜକୁ ଅର୍ଥ ମନ୍ତ୍ରଣାଳୟ ଅଧିକାରୀ କହି ଲୋକଙ୍କୁ ଠକେଇ କରୁଥିଲେ । ୨୦୧୯ରେ!-->!-->!-->…
କିଶିଦାଙ୍କୁ କୃଷ୍ଣ ପଙ୍ଖି ଉପହାର ଦେଲେ ମୋଦି
ନୂଆଦିଲ୍ଲୀ,୨୦।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ଗସ୍ତରେ ଆସିଥିବା ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କୁ 'କୃଷ୍ଣ ପଙ୍ଖି' ଉପହାର ଦେଇଛନ୍ତି। ଏହା ଚନ୍ଦନ କାଠରେ ନିର୍ମିତ ଏବଂ ଏହାର ପାର୍ଶ୍ୱରେ ଭଗବାନ ଶ୍ରୀକୃଷ୍ଣଙ୍କର ବିଭିନ୍ନ ସ୍ଥିତିକୁ ଚିତ୍ରଣ କରୁଥିବା କଳାକୃତି!-->…
ନିଆଳି ସରପଞ୍ଚଙ୍କ ଘରକୁ ବୋମାମାଡ଼
କଟକ: କଟକ ଜିଲ୍ଲା ନିଆଳିରେ ବୋମାମାଡ଼ । କଟକ ଜିଲ୍ଲା ଗୋବିନ୍ଦପୁର ଥାନା ଅଧିନ ବ୍ରାହ୍ମଣବାଟି ପଞ୍ଚାୟତର ସରପଞ୍ଚ ସଞ୍ଜୟ କୁମାର ରାଉତରାୟଙ୍କ ଘର ଉପରକୁ ବୋମାମାଡ଼ ଅଭିଯୋଗ ହୋଇଛି । ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ!-->…
ରାଜ୍ୟରେ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୫ କରୋନା ପଜିଟିଭ୍
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା!-->!-->!-->…
ଉତ୍କଳ ବିଶ୍ୱବିଦ୍ୟାଳୟର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଓ ବାଇକ୍ ପୋଡ଼ି
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଛାତ୍ର ନିବାସରେ ଉତ୍ତେଜନା ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଛାତ୍ର ନିବାସରେ ପଶି କେତେକ ଦୁର୍ବୃତ୍ତ ଗାଡ଼ି ପୋଡ଼ିଦେଇଥିଲେ। ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ହୋଲି ପାଳନକୁ!-->…
ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ବିରୋଧରେ ବିଧାୟକଙ୍କ ଥାନା ଘେରାଉ
ଜୟପୁର: ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ଜଣେ ଯୁବକଙ୍କୁ ମାଡ଼ ମାରି ଗୁରୁତର କରିବା ଏବଂ ସମ୍ପୃକ୍ତ ଯୁବକ ଜଣକ ପ୍ରଥମେ ଜୟପୁର ଓ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍ ସ୍ଥାନାନ୍ତର କରାଯାଇଥିବା ଅଭିଯୋଗରେ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ଦଳୀୟ!-->…
ପୂର୍ବ ବିବାଦକୁ ନେଇ ଗାଁରେ ଫୁଟିଲା ବୋମା, ଗିରଫ ଭୟରେ ଗାଁ ଲୋକ ଶୂନ୍ୟ
ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଦଣ୍ଡୁଆସିପଡ଼ା ଗାଁରେ ବୋମାମାଡ଼ । ପୂର୍ବ ବିବାଦକୁ କେନ୍ଦ୍ର କରି ଘନ ଘନ ବୋମାମାଡ଼ ସହ ୧୦ ରାଉଣ୍ଡ ଗୁଳି ମାଡ଼ ହୋଇଛି । ଏଥିରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେ!-->…
ସାମାନ୍ୟ ବଚସାକୁ କେନ୍ଦ୍ର କରି ଛୁରାମାଡ଼ : ତିନି ଗୁରୁତର…
ଫୁଲବାଣୀ ,: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଛୁରା ମାଡ଼ରେ ତିନି ଜଣ ଗୁରୁତର ହୋଇପଡ଼ିଛନ୍ତି । ଫଳରେ ସେମାନଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, ୩ ଜଣକ ଭିତରେ ନିର୍ବାଚନକୁ ନେଇ ପ୍ରଥମେ!-->…