Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ସରିଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ, ସବୁ ଜିଲ୍ଲାରେ ପୋଛିନେଲା ବିଜେଡି
ଭୁବନେଶ୍ୱର: ରାଜ୍ୟରେ ଆଜି ଶେଷ ହୋଇଛି ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ । ପ୍ରାୟ ସବୁ ଜିଲ୍ଲାରେ ଶାସକ ବିଜେଡି ଅଧ୍ୟକ୍ଷ ପଦ ପୋଛି ନେଇଛି । ସୁନ୍ଦରଗଡ଼ ଜିଲ୍ଲାରେ ବିଜେଡିର କୁନ୍ତୀ ପ୍ରଧାନ ସଭାପତି ନିର୍ବାଚିତ ହୋଇଛନ୍ତି । ସେହିଭଳି ମୟୂରଭଞ୍ଜରେ ଭାରତୀ ହାଂସଦା (ବିଜେଡି) ନୟାଗଡ଼ରେ!-->…
ପ୍ରଧାନମନ୍ତ୍ରୀଙ୍କୁ ଶପଥଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କଲେ ଯୋଗୀ
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୩ ଦିନ ପରେ ଆଜି ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀରେ ଭେଟିଛନ୍ତି।ଏହି ସାକ୍ଷାତକାର ବେଳେ ଉତ୍ତର ପ୍ରଦେଶରେ ବିଜୟ ପାଇଁ ଯୋଗୀ ଆଦିତ୍ୟନାଥଙ୍କୁ ଅଭିନନ୍ଦନ ଜଣାଇଥିଲେ!-->…
ନର୍ସଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା
ଜଗତସିଂହପୁର : ଜିଲ୍ଲାର ପାରାଦୀପ ପୋର୍ଟ ମେଡ଼ିକାଲର ଷ୍ଟାଫ ନର୍ସଙ୍କ ମୃତ୍ୟୁକୁ ନେଇ ଦେଖାଦେଇଛି ଉତ୍ତେଜନା । ସନ୍ଦେହ ଜନକ ଭାବେ ମୃତ୍ୟୁବରଣ କରିଥିବା ଷ୍ଟାଫନର୍ସ ନିବେଦିତା ଜେନାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ନ୍ୟାୟ ଦାବି କରି ସ୍ଥାନୀୟ ଲୋକେ ମେଡ଼ିକାଲ ଭିତରକୁ!-->…
ୟୁକ୍ରେନ୍ରେ ଆମେରିକୀୟ ସାମ୍ବାଦିକଙ୍କୁ ହତ୍ୟା
କିଭ୍: ଯୁଦ୍ଧତ୍ରସ୍ତ ୟୁକ୍ରେନ୍ରେ ଜଣେ ଆମେରିକୀୟ ଫିଲ୍ମ ନିର୍ମାତା ତଥା ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ନ୍ୟୁଜ୍ ଏଜେନ୍ସୀ ଏଏଫ୍ପି ପକ୍ଷରୁ ଏହି ସୂଚନା ଦିଆଯାଇଛି।ମୃତ ସାମ୍ବାଦିକଙ୍କ ନାଁ ବ୍ରେଣ୍ଟ ରେନୌଡ୍। ତାଙ୍କୁ ୟୁକ୍ରେନ୍ର ଇରପିନ୍ରେ ଗୁଳି କରାଯାଇଥିଲା। କିଭ୍!-->…
ରାସ୍ତାକଡ଼ରୁ ୨ ନାବାଳକଙ୍କ ମୃତଦେହ ଉଦ୍ଧାର
ବାଲେଶ୍ବର: ଜିଲ୍ଲା ସୋର ଥାନା ନଦୀଗାଁ ଛକ କାନପୁର ନିକଟରେ ଅଘଟଣ । ରାସ୍ତା କଡ଼ରୁ ଦଇ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନଙ୍କ ମୃତ୍ୟୁ ଦୁର୍ଘଟଣା ପାଇଁ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି ।ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
ଦୁଇଜଣ!-->!-->!-->…
ରାଜ୍ୟରେ ଆଜି ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ!-->…
ଆସନ୍ତାକାଲି ସମସ୍ତ ସହରାଂଚଳରେ ସତ୍ୟାଗ୍ରହ କରିବ ବିଜେପି : ଗୋଲକ ମହାପାତ୍ର
ଭୁବନେଶ୍ୱର: ଚିଲିକାର ବିଜେଡି ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ ମଦ ପିଇ ଗାଡି ଚଳାଇ ବିଜେପି କର୍ମୀଙ୍କୁ ମାରିବାକୁ ଉଦ୍ୟମ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ଅତୀତରେ ମଧ୍ୟ ଶ୍ରୀ ଜଗଦ୍ଦେବ ବିଜେପି କର୍ମୀଙ୍କୁ ମରଣାନ୍ତ୍ରକ ଆକ୍ରମଣ କରିଛନ୍ତି । ଅଭ୍ୟାସଗତ ବିଶୃଙ୍ଖଳାକାରୀ ତଥା ଦବଙ୍ଗ!-->…
ବିଜେଡିରେ ନାହାନ୍ତି ଚିଲିକା ବିଧାୟକ : ସସ୍ମିତ ପାତ୍ର
ଭୁବନେଶ୍ୱର: ସାମ୍ବାଦିକ ସମ୍ମିଳନୀରେ ବିଜେଡି ରଖିଲା ସ୍ପଷ୍ଟ ମତ । ବିଜୁ ଜନତା ଦଳରେ ନାହାନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ହିଂସା ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦଳରୁ ବହିଷ୍କାର ନେଇ ଉଠୁଥିବା ବିବାଦରେ ପୂର୍ଣ୍ଣଛେଦ ଟାଣିଲେ ସାଂସଦ ସସ୍ମିତ ପାତ୍ର । ତାଙ୍କର!-->…
ବିଜେପିକୁ ମୁକାବିଲା କରିବା ପାଇଁ ସବୁ ରାଜନୈତିକ ଦଳ ଏକାଠି ହୋଇ କାମ କରିବା ଉଚିତ -ମମତା
କୋଲକାତା: ୫ ରାଜ୍ୟର ନିର୍ବାଚନ ଫଳାଫଳରେ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଛି। ଯେଉଁ ପଞ୍ଜାବକୁ କଂଗ୍ରେସ ନିଜର ଗଡ ମାନୁଥିଲା ସେଠି ମଧ୍ୟ ମାଟି କାମୁଡିଛି। ତେଣୁ ୨୦୨୪ ସାଧାରଣ ନିର୍ବାଚନରେ ମୋଦି ସରକାରଙ୍କୁ ବିରୋଧି ୱାକ୍ ଓଭର ଦେବେ ନା ଜୋରଦାର ଲଢ଼େଇ କରିବେ, ସେ ନେଇ!-->…
ସାବାଡ଼ ହେବେ ବିକଟାଳ ଶବ୍ଦ କରି ଯାଉଥିବା ଗାଡ଼ି ଚାଳକ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ବିକଟାଳ ଶବ୍ଦ କରି ଗାଡ଼ି ଚଳାଉଥିଲେ ସାବଧାନ । ସାବାଡ଼ ହେବେ ବିକଟାଳ ଶବ୍ଦ କରି ଯାଉଥିବା ବୁଲେଟ ଚାଳକ । ଜବତ ହେବ ଗାଡ଼ି । ଏନେଇ ଭୁବନେଶ୍ୱରରେ ୧୧ରୁ ଅଧିକ ଗାଡ଼ିକୁ ଜବତ କରିଛି କମିଶନରେଟ ପୋଲିସ । ରାଜଧାନୀରେ ଏବେ ଚକ୍କର କାଟୁଛି ଟ୍ରାଫିକ ପୋଲିସ । ପୋଲିସ ନଜରରେ ରହିଛି!-->…