ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ।ନିର୍ଦ୍ଧାରିତ

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର

ତାଳଚେର : ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ମଣ୍ଡପକୁ ଶ୍ରେଷ୍ଠ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ଵର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ତିଥିରେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍। ଏ ସମ୍ପର୍କରେ ବାଣିଜ୍ୟ ମେଳାର ଆୟୋଜକ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ

ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ଉଚ୍ଚ ଶିକ୍ଷା ମନ୍ତ୍ରୀ…

ଭୁବନେଶ୍ବର: ଆଉ ଜବରଦଖଲକାରୀଙ୍କୁ ନିସ୍ତାର ନାହିଁ। ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଭଦ୍ରକ ମହିଳା ମହାବିଦ୍ୟାଳୟରେ କେତେକ ଲୋକ ଜବରଦଖଲ କରିଥିଲେ। ଆମ ସରକାର ଆସିବା ପରେ

ପ୍ରବଳ ଥଣ୍ଡା : ଘୁ ଉଦୟଗିରିରେ ତାପାମାତ୍ରା ୫.୪ ଡିଗ୍ରି ରେକର୍ଡ

ଜି ଉଦୟଗିରି : ଗୋଟିଏ ସପ୍ତାହର ବ୍ୟବଧାନ ‌ପରେ ପୁଣି ଥରେ ଶୀତ ଫେରିଛି। ବିଗତ ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବଣ, ଜଙ୍ଗଲ ଓ ପାହାଡ଼ ଘେରା ଅଞ୍ଚଳରେ ଲୋକେ ଶୀତରେ ତ୍ରାହିତ୍ରାହି ଡାକୁଛନ୍ତି। ଗ୍ରାମାଞ୍ଚଳର ଲୋକେ ଶୀତ କାରଣରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏହାରି

 ଗୃହରେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍‌

କେନ୍ଦ୍ରୀୟ ବିଦ୍ୟାଳୟ ସାମ୍ନାରେ ବୋମାମାଡ: ତନାଘନା କରୁଛି ଏନଆଇଏ

ଭୁବନେଶ୍ୱର : ଭୁବନେଶ୍ୱରର ଗାଡ଼କଣ ଅଞ୍ଚଳରେ ଅବସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ର ଗେଟ୍ ନମ୍ବର ୩ ସମ୍ମୁଖରେ ଶୁକ୍ରବାର ସକାଳେ ୮ଟାରୁ ଆଖପାଖ ବୋମାମାଡ ହୋଇଛି, ଯାହା ସ୍କୁଲ କ୍ୟାମ୍ପସ ସମେତ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି। ବାଇକରେ ଆସିଥିବା ଅଜଣା ଦୁର୍ବୃତ୍ତମାନେ

ମାଓ ନେତା ଚେତୁ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି : ନକ୍ସଲ ସଂଗଠନ ଶେଷ ନିଶ୍ବାସ ନେଉଥିବା ବେଳେ ଜଂଗଲରେ ରହିଯାଇଥିବା ବାକି ସଦସ୍ୟ ଧୀରେଧୀରେ ନିଜନିଜ ରାଜ୍ୟର ପୁଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି। ଏହି କ୍ରମରେ ଆଜି ଦୁର୍ଦ୍ଦାନ୍ତ ତଥା ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ମୁଖ୍ୟ ଚେତୁ ଓରଫ ଶ୍ୟାମ ଦାଦା ନିଜର ୯ ଜଣ

ରାଉରକେଲା ବାଏପାସ୍‌ ରାସ୍ତାର ଭାଗ୍ୟ ଫିଟିଲା, ଏନ୍‌ଏଚ୍‌-୩୨୦-ଡି’ ର କପରଣ୍ଡାରୁ ସୁଇଡିହିକୁ ସଂଯୋଗ କରିବ

ରାଉରକେଲା: ଓଡ଼ିଶା ଓ ଝାଡ଼ଖଣ୍ଡର ଖଣିଜ ସମୃଦ୍ଧ ଅଞ୍ଚଳ ମଧ୍ୟରେ ଆର୍ଥିକ ସଂଯୋଗକୁ ବୃଦ୍ଧିକରିବା ଉଦ୍ଦେଶ୍ୟରେ ରାଉରକେଲା-ଜାମସେଦପୁର ମଧ୍ୟରେ ସଡ଼କ ନିର୍ମାଣ ହେବ। ଏହି ଜାତୀୟ ରାଜପଥ ୩୨୦-ଡି ଓଡ଼ିଶା ସୀମାନ୍ତ ଜରେଇକେଲା ଦେଇ ମନୋହରପୁର ଓ ଜାମସେଦପୁରକୁ ସଂଯୋଗ କରିବ। ପୂର୍ବରୁ ଏହି

ଜଗତସିଂହପୁରସ୍ଥିତ ମା ଚର୍ଚ୍ଚିକା ମନ୍ଦିରରୁ ଲୁଟ୍ ଆଖି ଓ ହାର ଲୁଟିନେଲେ

ଜଗତସିଂହପୁର: ଜଗତସିଂହପୁର ସହର ଚର୍ଚ୍ଚିକା ବଜାରସ୍ଥିତ ମା ଚର୍ଚ୍ଚିକାଙ୍କ ମନ୍ଦିରରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି | ଦୁର୍ବୃତ୍ତ ବିଗ୍ରହଙ୍କ ସୁନା ଆଖି, ହାର, ଚିତା ଆଦି ଲୁଟି ନେଇଛନ୍ତି | ଲୁଟ୍ ଅଳଙ୍କାରର ମୂଲ୍ୟ ୫ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଜଣାପଡିଛି।ମିଳିଥିବା ସୂଚନା