Sign in
Sign in
Recover your password.
A password will be e-mailed to you.
ପାକିସ୍ତାନରେ ମସଜିଦ ସାମ୍ନାରେ ଭୟଙ୍କର ବିସ୍ଫୋରଣ, ୭୦ ମୃତ
ପାକିସ୍ତାନ : ପାକିସ୍ତାନର ଇସଲାମାବାଦରେ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୭୦ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ପାଖାପାଖି ୨୫୦ ଜଣ ଆହତ ହୋଇଛନ୍ତି । ସିଆ ମସଜିଦ୍ କସର୍-ଏ-ଖାଦିଜାତୁଲ କୁବ୍ରାରେ ନମାଜ ପାଠ କରୁଥିବା ସମୟରେ ଏହି ଆତ୍ମଘାତୀ ବିସ୍ଫୋରଣ ଘଟିଥିବା ଜଣାପଡିଛି । ଆଗକୁ!-->…
ପାଇକସାହି ସେବାଶ୍ରମ ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ପାଳିତ
ନୟାଗଡ଼ (ନିସର୍ତ୍ତ) :ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ପଟିଆ ଗ୍ରାମପଞ୍ଚାୟତ ସ୍ଥିତ ପାଇକସାହି ସେବାଶ୍ରମ ବିଦ୍ୟାଳୟର ୫ମ ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ନାଏକଙ୍କ ସଭାପତିତ୍ୱରେ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଅଛି I ଏହି ଉତ୍ସବରେ!-->…
ଜ଼ିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜବରଦଖଲ ଉଛେଦ
କୋରାପୁଟ /କୋଟପାଡ଼ : କୋରାପୁଟ ଜ଼ିଲ୍ଲା କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ସରକାରୀ ସ୍ଥାନରେ ବେଆଇନ ଜବରଦଖଲକାରିଙ୍କ ଉଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି l ଜ଼ିଲ୍ଲାପାଳଙ୍କ କଡା ନିର୍ଦ୍ଦେଶକୁ ପାଳନ କରି ଏହି ପ୍ରକ୍ରିୟା ଆରମ୍ଭ କରାଯାଇଥିବା ପ୍ରକାଶ କରିଛନ୍ତି କୋଟପାଡ଼!-->!-->!-->…
ଗାତରେ ପଡ଼ି ଚାଲିଗଲା ବ୍ୟାଙ୍କ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କ ଜୀବନ
ନୂଆଦିଲ୍ଲୀ : ଦିଲ୍ଲୀ ଜନକପୁରୀ ଅଞ୍ଚଳରେ ନୋଏଡା ଘଟଣାର ପୁନରାବୃତ୍ତି । ଜନପୁରୀ ଅଞ୍ଚଳରେ ଏକ ଗାତରେ ପଡ଼ି ଯୁବକଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ପରିଚୟ ମିଳିଛି । ମୃତକ ଜଣକ କୈଳାଶପୁରୀରେ ରହୁଥିଲେ ।ସୂଚନା ମୁତାବକ, କମଲ ଗତକାଲି ରାତିଲେ ରୋହିଣୀ ସ୍ଥିତ ଅଫିସରୁ ଘରକୁ ଫେରୁଥିଲେ!-->…
ଉପଖଣ୍ଡ କ୍ରୀଡା ସଂଘ କପ – ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲରେ ସମ୍ବଲପୁର ବିଜୟୀ ହୋଇ…
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ତୃତୀୟ ଦିନ ତଥା ପ୍ରଥମ ସେମି ଫାଇନାଲ ଖେଳରେ ଏଫ ସି ସମ୍ବଲପୁର ସହ ଦୋସ୍ତି ବ୍ରଦର ସୁନ୍ଦରଗଡ଼ ର!-->!-->!-->…
ଏନକାଉଣ୍ଟର: ୩ ମାଓବାଦୀ ନିହତ, ଜଣେ କମାଣ୍ଡୋ ସହିଦ
ମହାରାଷ୍ଟ୍ର : ମହାରାଷ୍ଟ୍ରର ଗଢଚିରୋଲୀରେ ଆଜି ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ୩ ଜଣ ମାଓବାଦୀ ନିହତ ହୋଇଥିଲାବେଳେ ମହାରାଷ୍ଟ୍ର ପୋଲିସ c 60 କମାଣ୍ଡୋ ସହିଦ ହୋଇଛନ୍ତି । ଗୁଳିଚାଳନା ଯୋଗୁଁ ଜଣେ କମାଣ୍ଡୋ ମଧ୍ୟ ଆହତ ହୋଇଛନ୍ତି । ଏହି!-->…
ସରସ୍ବତୀ ଶିଶୁ ମନ୍ଦିରରେ ପିତୃମାତୃ ପୂଜା ଦିବସ ପାଳିତ
ନୟାଗଡ଼,୦୬/୦୨(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଗୋପାଳପୁର ପୋଷ୍ଟ ଅଫିସ୍ ସନ୍ନିକଟ ସରସ୍ବତୀ ଶିଶୁ ଵିଦ୍ଯା ମନ୍ଦିରରେ ପିତୃମାତୃ ପୂଜା ଦିବସ ପାଳିତ ହୋଇ ଯାଇଛି । ଏହି ଦିବସ ଅବସରରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ପିତାମାତା ମାନେ ମଧ୍ଯ ସାଙ୍ଗରେ!-->…
ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦେବା ଉଚିତ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍କ ଏକ ବେମାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।!-->…
ଜିଲ୍ଳା ପ୍ରାଣୀ ଚିକିତ୍ସାଳୟରେ ଅବ୍ୟବସ୍ଥା ନେଇ ମାନବ ଅଧିକାର ସୁରକ୍ଷା ମଞ୍ଚର ବିକ୍ଷୋଭ
ସମସ୍ୟା ସମାଧାନ ନ ହେଲେ କାର୍ଯ୍ୟାଳୟରେ ତାଲା ପଡ଼ିବ
ବ୍ରହ୍ମପୁର : ବ୍ରହ୍ମପୁର ଜିଲ୍ଲା ପ୍ରାଣୀ ଚିକିତ୍ସାଳୟରେ ବିଭିନ୍ନ ଅବ୍ୟବସ୍ଥା ନେଇ ଆଜି ସ୍ଥାନୀୟ ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ!-->!-->!-->…
ପ୍ରମାଣ ନଷ୍ଟ କରିବାକୁ କଲେଜ ଅଧ୍ୟକ୍ଷାଙ୍କ ସିସିଟିଭି ଚୋରୀ
ନୟାଗଡ଼,୦୬/୦୨(ନିସର୍ତ୍ତ) : ପ୍ରମାଣ ନଷ୍ଟ କରିବାକୁ ସିସିଟିଭି ଚୋରୀ କରିନେଲେ କଲେଜ ଅଧ୍ୟକ୍ଷା । ଅଫିସରେ ତାଲା ପକାଇଲେ କଲେଜର କର୍ମଚାରୀ। କାର୍ଯ୍ୟଳୟ ବାହାରେ ବସିଲେ ଅଧ୍ୟକ୍ଷା। ସୂଚନା ଅନୁସାରେ ନୟାଗଡ ଜିଲ୍ଲା ରାଜସୁନାଖଳା ମହାବିଦ୍ୟାଳୟର ଅଧ୍ୟକ୍ଷା ସଂଯୁକ୍ତା ମିଶ୍ରଙ୍କ ବିରୋଧରେ!-->…