ଛାତ୍ରୀନିବାସରୁ ଦୁଇ ଅନ୍ତେବାସୀ ନିଖୋଜ

ମୟୂରଭଞ୍ଜ: ହଷ୍ଟେଲରୁ ଗାଏବ ଦୁଇ ଅନ୍ତେବାସିନୀ । ୧୪ ଘଣ୍ଟା ପରେବି ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢୋ କେଜିବିଭି ବିଦ୍ୟାଳୟର ଘଟଣା । ଷଷ୍ଠରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀ ହଷ୍ଟେଲରେ ରୁହନ୍ତି । ସେଥି ମଧ୍ୟରୁ ୨ ଷଷ୍ଠ ଶ୍ରେଣୀ ଛାତ୍ରୀ ଗତକାଲି ରାତିରୁ

ନାବାଳିକାକୁ ଅସଦାଚରଣ ପରେ ହତ୍ୟା

ରାଉରକେଲା : ରାଉରକେଲା ସହରର ପୁଣି ଲଜ୍ଜ୍ୟା । ନାବାଳିକାକୁ ଅସଦାଚରଣ ପରେ ହତ୍ୟା । ରାଉରକେଲା ବିଶ୍ରା ଥାନା ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ ହୋଇଛି । ଗତକାଲି ସ୍କୁଲକୁ ଯାଇ ଆଉ ଫେରିନଥିଲେ ଛାତ୍ରୀ ଜଣକ। ବହୁ ଖୋଜାଖୋଜି ପରେ ନିକଟସ୍ଥ ଜଙ୍ଗଲରୁ ମୁର୍ମୁଷୁ

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଗୁରୁତର

ବରଗଡ଼: ବରଗଡ଼ ହାଟପଦା ସାଇ ମନ୍ଦିର ନିକଟରେ ଗୋଷ୍ଠୀ ସଂଘର୍ଷ । ଜଣେ ମୃତ, ୩ ଜଣ ଗୁରୁତର । ଗୋଷ୍ଠୀ ସଂଘର୍ଷର କାରଣ ଅସ୍ପଷ୍ଟ ରହିଛି। ଗତକାଲି୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଭୁଜାଲି ଆକ୍ରମଣରେ ଜଣେ ଗୁରୁତର ଦୁଇ ଆହତ ହୋଇଥିଲେ। ମୃତକ କଲେଜ

ଡ୍ରାଗନ ଦୋଳି ଛିଡ଼ି ୪ ଗୁରୁତର

ପୋଲସରା: ଛିଡ଼ିଲା ମୀନାବଜାରର ଡ୍ରାଗନ ଦୋଳି। ଦୁର୍ଘଟଣାରେ ଚାରିରୁ ଉର୍ଦ୍ଧ୍ବ ଗୁରୁତର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁରେ ଚାଲିଥିବା ନାମଯଜ୍ଞରେ ଅଘଟଣ । ଯାତ୍ରାରେ ଲାଗିଥିବା ମୀନାବଜାର ଡ୍ରାଗନ ଟ୍ରେନ ଦୋଳିର ଗୋଟିଏ ବଗି ଛିଣ୍ଡିଯାଇ ୭ଜଣ ଆହତ

ପୋଲିସ ଗୁଳିରେ ଟଳିଲା କୁଖ୍ୟାତ ମାଓବାଦୀ

ମାଲକାନଗିରି: ପୋଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ତରେମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦକ୍ଷିଣ ବସ୍ତର ମାଓ ସଂଗଠନର DVCM କ୍ୟାଡର କୁଖ୍ୟାତ ମାଓବାଦୀ

ଇ-ମେଲ ରେ ଫୁଲବାଣୀ କୋର୍ଟକୁ ବୋମା ଧମକ…

କନ୍ଧମାଳ, ତା, ୦୬/୦୨ : ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି । ଏହି ଧମକ ଫୁଲବାଣୀ,ପୁରୀ ଓ କଟକ ଜିଲା ଦୌରା ଜଜ୍ କୋର୍ଟକୁ ଆସିଛି । ଏହି ଧମକ ଅଜଣା ଇ-ମେଲ୍ ଜରିଆରେ ଦିଆଯାଇଛି। ଫୁଲବାଣୀ କୋର୍ଟକୁ ଧମକ ମିଳିବା ପରେ ସମଗ୍ର କନ୍ଧମାଳ ଜିଲ୍ଲା ରେ ଭୟର ବାତାବରଣ ସୃଷ୍ଟି ହୋଇଛି ।ଧମକ

୪ ଜଣ ଛତିଶଗଡି ମାଓବାଦୀ ଙ୍କ ଆତ୍ମ ସମର୍ପଣ : ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ଜବତ

କନ୍ଧମାଳ,ତା, ୦୬/୦୨ : ଅତି ଶୀଘ୍ର ହେବ କନ୍ଧମାଳ ମାଓ ମୁକ୍ତ ଜିଲ୍ଲା। ଏନେଇ ଜୋର ଯାର ପ୍ରସ୍ତୁତି ଚଳାଇଛନ୍ତି କନ୍ଧମାଳ ପୋଲିସ, ସିଆରପିଏଫ ଓ ବି ଏସ ଏଫ ଯବାନ ମାନେ। ଏହି କ୍ରମ ରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ପୋଲିସ ନୀତି ଶେଖର ଓ କନ୍ଧମାଳ ଏସପିଙ୍କ ନିକଟରେ 4 ଅଣଓଡ଼ିଆ କେକେବିଏନ

ଆଇଏଏସ ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର : ଆଇଏଏସ ସ୍ତରରେ ବଡ଼ ଅଦଳବଦଳ । ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କୁ ଷ୍ଟିଲ ଓ ମାଇନ୍ସ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

ଗାଜାରେ ଇସ୍ରାଏଲର ପାଲଟା ଆକ୍ରମଣ: ୨୩ ମୃତ

ଗାଜା: ଗାଜାରେ ଇସ୍ରାଏଲ କରିଛି ଏକ ବଡ଼ ଆକ୍ରମଣ, ଯେଉଁଥିରେ ଅତି କମ୍‌ରେ ୨୩ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଅକ୍ଟୋବରରେ ଅସ୍ତ୍ରବିରତି ଆରମ୍ଭ ହେବା ପରଠାରୁ ଏହାକୁ ସବୁଠାରୁ ମାରାତ୍ମକ ବୋଲି କୁହାଯାଉଛି। ଗାଜାସ୍ଥିତ ଡାକ୍ତରଖାନା ସୂତ୍ରରୁ ପ୍ରକାଶ ଯେ, ବୁଧବାର ମୃତାହତଙ୍କ ମଧ୍ୟରେ

ଓଲା,ଉବର,ରାପିଡୋକୁ ଟକ୍କର ଦେବ ସ୍ୱଦେଶୀ “ଭାରତ-ଟ୍ୟାକ୍ସି”: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଅମିତ ଶାହ ଗୁରୁବାର ଦୁଇ ମାସର ସଫଳ ପାଇଲଟ୍ ଅପରେସନ୍ ପରେ ଭାରତର ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ