Sign in
Sign in
Recover your password.
A password will be e-mailed to you.
ଛତ୍ରପୁରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ହସ୍ତଗତ ହେଲା ୧୯୫ ଟି ବ୍ୟକ୍ତିଗତ, ୧୬ ଟି ସାମୁହିକ ଅଭିଯୋଗ
ଛତ୍ରପୁର : ଆଜି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଜିଲ୍ଲା ସଦର ମହକୁମା ଛତ୍ରପୁରସ୍ଥ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ୍ବି!-->!-->!-->!-->!-->!-->!-->…
IFS ସନତ କୁମାର ଏନ୍ ହେଲେ ନନ୍ଦନକାନନ ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନିର୍ଦେଶକ ଥିଲେ!-->…
ପଡିଆ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପଡିଆ ବ୍ଲକର ଆଠଗୋଟି ପଞ୍ଚାୟତରୁ ମୋଟ ୪୪ ଟି ଅଭିଯୋଗର ଶୁଣାଣୀ କରାଯାଇଥିବା ଜଣାପଡିଛି। ପଡିଆ!-->…
ନୂଆ ରୂପ ପାଇବ ଯୋରନ୍ଦା ମହିମା ଗାଦି, ୨୪୦ କୋଟିରେ ୨୬୩ ଫୁଟର ହେବ ମନ୍ଦିର ନିର୍ମାଣ
ଢେଙ୍କାନାଳ : ଯୋରନ୍ଦା ମହିମା ଗାଦିର ଉନ୍ନତି ପାଇଁ ନୂତନ ପ୍ରକଳ୍ପର ଶିଳାନ୍ୟାସ । ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଯୋରନ୍ଦାରେ ଭବ୍ୟ ମନ୍ଦିର ନିର୍ମାଣ ହେବ । ୨୪୦ କୋଟି ଟଙ୍କାରେ ୨୬୩ ଫୁଟ୍ ଉଚ୍ଚତାର ମନ୍ଦିର!-->…
ସନ୍ଦେହଜନକ ଅବସ୍ଥାରେ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ଅବସରପ୍ରାପ୍ତ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଟାଉନ ଥାନା ବନ୍ତ ଛକରେ ଘର ଭିତରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ମିଳିଛି । ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି ।
ସୂଚନା ଅନୁଯାୟୀ, ବାସୁଦେବପୁର ମନ୍ଦାରୀ ଅଞ୍ଚଳର!-->!-->!-->…
୧୦୦କିମି ସାଇକେଲ ଯାତ୍ରା କରି ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ
ନରସିଂହପୁର: ସାଇକେଲରେ ଯାଇ ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ। ଆଠଗଡ଼ ଉପଜିଲ୍ଲାପାଳଙ୍କର ୧୦୦କିମି ସାଇକେଲ ଯାତ୍ରା । ଆଠଗଡ଼ ଉପ ଜିଲ୍ଲାପାଳ ଅଫିସରୁ ବାହାରି ତିଗିରିଆ ବଡମ୍ବା ନରସିଂହପୁର ଗସ୍ତ କରିଛନ୍ତି ଆଠଗଡ଼ ଉପ-ଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା ।
ଏହି ସାଇକେଲ!-->!-->!-->…
୪ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯାଇଛି | ଚଳିତ ମାସ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ!-->…
ରାଜଧାନୀରେ କିନ୍ନରଙ୍କୁ ହତ୍ୟା
ଭୁବନେଶ୍ବର: ରାଜଧାନୀରେ କିନ୍ନରଙ୍କୁ ହତ୍ୟା । ଉତ୍ତରାକୌଶଲ୍ୟାଗଙ୍ଗ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ। ଦୁର୍ବୃତ୍ତମାନେ ଜଣେ କିନ୍ନରଙ୍କୁ ଖିନଭିନ୍ କରି ହାଣି ହତ୍ୟା କରିଛନ୍ତି। ମୃତକ କିନ୍ନରଙ୍କ ନା ଅଞ୍ଜଳି। ତାଙ୍କ ଘର କଟକ ସାଲେପୁରରେ । ସେ ଭୁନେଶ୍ବରରେ ରହୁଥିଲେ। ଗତକାଲି!-->…
ଚୌଦ୍ଵାର ଜେଲରେ କଏଦୀଙ୍କ ମୃତ୍ୟୁ
କଟକ: ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ବର୍ଷେ ହେବ ସଜ୍ଜା ଭୋଗୁଥିଲେ । ବିଚାରାଧୀନ କଏଦୀ ଭାବେ ହାଇ ସିକ୍ୟୁରିଟି ସେଲରେ ଥିଲ । ମୃତ କଏଦୀ ଜଟକ ଦରଘାବଳାର ଥାନା ହାତୀପୋର୍ଖରୀ ଅଂଚଳର ମହମ୍ମଦ କଲିମ୍ ଖାନ୍ । ୬ ନମ୍ବର ସେଲର ଝରକା ରେଲିଂରେ ଗାମୁଛା ଲଗାଇ!-->…
ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ଟିମର ପରିଦର୍ଶନ
ଅବ୍ୟବସ୍ଥା ଘେରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଉନ୍ନତ ମାନର ଚିକିତ୍ସା ଓ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଉଛନ୍ତି!-->!-->!-->…