ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି । ଏହି ବୈଠକରେ

ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ: ଘୋଷଣା କଲେ ସରକାର

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି । ସହକାରୀ ପ୍ରଣାଳୀ,

ଅଧ୍ୟକ୍ଷ ଲକ୍ଷ୍ମଣ ପାଳଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପକ୍ଷରୁ ମହାବିଦ୍ୟାଳୟର ଅଧ୍ଯକ୍ଷ ଲକ୍ଷ୍ମଣ ପାଳ ଓ ଚତୁର୍ଥ ଶ୍ରଣୀ କର୍ମଚାରୀ ଦିବାକର ମଲ୍ଲିକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଓଡ଼ିଆ ବିଭାଗ ଅଧ୍ୟାପକ ଡ.ବିଭୂତି ଭୂଷଣ

କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ : ପାଳି କରି ଛୁଟିରେ ରହୁଛନ୍ତି ଡାକ୍ତର

କନ୍ଧମାଳ, ତା, ୩୧/୦୧: ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏବେ ରୋଗୀସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସ୍ଥିତି ଏମିତି ଯେ, ଗୁରୁତର ରୋଗୀଙ୍କୁ ଉଚିତ ସେବା ମିଳି ପାରୁ ନଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ରେଫର୍ କରାଯାଉଛି। ମେଡିକାଲ

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ ଜିଲ୍ଲାର ବାରାମତୀରେ ବିମାନ ଦୁର୍ଘଟଣାଜନିତ

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍‌ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ

ଟ୍ରକ୍-କାର ମୁହାଁମୁହିଁ ଧକ୍କା, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ ଟ୍ରକ୍ ଏବଂ କାରଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ଏପରି ଦୁର୍ଘଟଣା ଘଟିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ୍ ଜବତ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା ପୱାର

ମୁମ୍ବଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ । ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା ଅବକାରୀ ଏବଂ କ୍ରୀଡ଼ା

ନିଆମେରେ ବାୟୁସେନା ଘାଟି ଉପରେ ଆକ୍ରମଣ, ୨୦ ମୃତ

ନାଇଜର: ନାଇଜରର ରାଜଧାନୀ ନିଆମେରେ ବଡ଼ ଆକ୍ରମଣ । ଡିଓରି ହାମାନି ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବସ୍ଥିତ ବାୟୁସେନା ଘାଟି ଉପରେ ଏକ ଭୟଙ୍କର ଆକ୍ରମଣ ହୋଇଛି । ନାଇଜରର ରାଷ୍ଟ୍ରାୟତ୍ତ ପ୍ରସାରକ କହିଛନ୍ତି ଯେ, ବୁଧବାର ରାତିରେ ସଶସ୍ତ୍ର ଲୋକମାନେ ରାଜଧାନୀରେ ଥିବା ନାଇଜର ବାୟୁସେନା

କିସ୍ତୱାଡ଼ରେ ସେନା-ଜୈସ୍‌ ଆତଙ୍କବାଦୀ ଏନକାଉଣ୍ଟର, ଇଣ୍ଟରନେଟ୍‌ ସେବା ଠପ୍

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କିସ୍ତୱାଡ଼ରେ ‌ଜୈସ୍‌-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନର ଆତଙ୍କୀ ଲୁଚି ରହିଥିବାବେଳେ ସେନା ପକ୍ଷରୁ ସେମାନଙ୍କୁ କାବୁ କରିବାକୁ ବଡ଼ଧରଣ ଅପରେସନ ଚାଲିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ କିସ୍ତୱାଡ଼ର ଚାତ୍ରୁ ଅଞ୍ଚଳରେ ଗୁରୁବାରଠାରୁ ତଲାସି ଅଭିଯାନ ଚାଲିଛି।