Sign in
Sign in
Recover your password.
A password will be e-mailed to you.
ଆସିବେ ରାଷ୍ଟ୍ରପତି, ୪ରୁ ୬ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ
ଭୁବନେଶ୍ବର: ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ!-->…
ନବରଙ୍ଗପୁର ଜିଲ୍ଲା ଓଡ଼ିଶା କର୍ମଜୀବି ସାମ୍ବାଦିକ ସଙ୍ଘ (OUWJ)ର ବାର୍ଷିକ ବନ୍ଧୁମିଳନ ଓ ଆଲୋଚନା ସଭା ଅନୁଷ୍ଠିତ
ଉମରକୋଟ, ୨୯/୦୧/୨୦୨୬ : ନବରଙ୍ଗପୁର ଜିଲ୍ଲା ଓଡ଼ିଶା କର୍ମଜୀବି ସାମ୍ବାଦିକ ସଙ୍ଘ (OUWJ) ପକ୍ଷରୁ ତେନ୍ତୁଳୀଖୁଣ୍ଟି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମଙ୍ଗରଦରାଠାରେ ବାର୍ଷିକ ବନ୍ଧୁମିଳନ ଉତ୍ସବ ଓ ଆଲୋଚନା ଚକ୍ର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଗତକାଲି (୨୮ ଜାନୁଆରୀ) ଅନୁଷ୍ଠିତ!-->…
କମିବାର ନାଁ ନେଉନି ସୁନା ଓ ରୁପା ଦର, ରୂପା ୪ଲକ୍ଷ, ସୁନା ୧.୭ଲକ୍ଷ ଟପିଲା
ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ କମିବାର ନାଁ ନେଉନି । ଗତ ୨୭ ତାରିଖ ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୫୧୪ ଟଙ୍କା ବୃଦ୍ଧି ପାଇ ୧.୬ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୧ଟଙ୍କା ବୃଦ୍ଧି ହୋଇଛି ।
ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା!-->!-->!-->…
୩ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି
ଭୁବନେଶ୍ବର: ଆସନ୍ତା ମାସ ୩ତାରିଖରେ ବାଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।!-->…
ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ
ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ!-->…
ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ଆହୁରି ବଢ଼ିବ ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।!-->…
ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ
ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ!-->…
ପ୍ରଦୂଷଣ ପ୍ରମାଣପତ୍ର ଥିଲେ ଛାଡ଼ ହେବ ପୂର୍ବ ଜରିମାନା
ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ ପୂର୍ବରୁ ଯେତେଥର ବି!-->…
‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ।
ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର!-->!-->!-->…
ଚିତ୍ରକୋଣ୍ଡାରେ ଉତ୍କଳ ସାମ୍ବାଦିକ ସଙ୍ଘର ଜିଲ୍ଲା ସ୍ତରୀୟ ସାଧାରଣ ପରିଷଦ ବୈଠକ
, ନୂତନ ସଦସ୍ୟତା ଗ୍ରହଣ କଲେ ୮ ସାମ୍ବାଦିକ
ମାଲକାନଗିରି (ସୁଧାଂଶୁ ଶେଖର ମହାନ୍ତି) : ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ର ଜିଲ୍ଲା ସ୍ତରୀୟ ସାଧାରଣ ପରିଷଦ ବୈଠକ ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ସ୍ଥିତ ଇକୋ ପାର୍କ ଠାରେ ଅନୁଷ୍ଠିତ ହୋଇଯାଇଛି। ଚିତ୍ରକୋଣ୍ଡା ବ୍ଲକ ଉତ୍କଳ!-->!-->!-->…