Sign in
Sign in
Recover your password.
A password will be e-mailed to you.
ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ
ବାସୁଦେବପୁର: ଆରପାରିକୁ ଚାଲିଗଲେ ଘରର କୂଳ ନନ୍ଦନ । ଛାରଖାର ହୋଇଗଲା ୨ଟି ପରିବାର । ରୋଜଗାରିଆ ପୁଅକୁ ହରାଇ କାନ୍ଦୁଛନ୍ତି ପରିବାର ଲୋକେ । ରାସ୍ତାରେ ଯାଉ ଯାଉ ଏମିତି ୨ ଜଣଙ୍କ ଜୀବନ ଚାଲିଯିବ କିଏ ବା ଜାଣିଥିଲା । କାଳ ଯେମିତି ଜଗି ବସିଥିଲା ୨ ଜଣଙ୍କୁ ଆରପାରିକୁ ନେବା ପାଇଁ, ଆଉ!-->…
ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର : `ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ନଵନିର୍ମାଣ କୃଷକ ସଂଗଠନ । ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ବନ୍ଦ ଡାକରା ଦିଆଯାଇଛି । ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ!-->…
ସ୍ତ୍ରୀକୁ ହାଣି ସ୍ବାମୀର ଆତ୍ମହତ୍ୟା ଉଦ୍ୟମ
ପଟ୍ଟାମୁଣ୍ଡାଇ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମର ଅଭାବନୀୟ ଘଟଣା । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ।
ସୂଚନା ଅନୁସାରେ ଗତକାଲି!-->!-->!-->…
ଓଡ଼ିଶା ରାଜ୍ୟ ଦଲିଲ ଲେଖକ ଓ ମୋହରିର ସଂଘ ତରଫରୁ ଭିନ୍ନକ୍ଷମ ଶିଶୁଙ୍କୁ ଶୀତ ବସ୍ତ୍ର ବଣ୍ଟନ
ବାଲିଗୁଡ଼ା, ତା, ୨୭/୦୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ଦ୍ଵାରା ପରିଚାଳିତ ରେଡ୍କ୍ରସ ଦୃଷ୍ଟିହୀନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ବନବିହାର ନିମନ୍ତେ ଭଞ୍ଜନଗର ସ୍ଥିତ ଫରେଷ୍ଟ ପାର୍କ ବୁଲିବାକୁ ଯାଇଥିଲେ।!-->…
୭୭ ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ସଫଳତା
ବାଲିଗୁଡ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କିନ୍ତୁ ଗର୍ବ ଏବଂ ଗୌରବର!-->…
ଟିପିଏସ୍ଓଡିଏଲ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ୭୭ତମ ସାଧାରଣତନ୍ତ୍ର ଦିବସ ଗର୍ବ ଓ ଦେଶପ୍ରେମର ଉତ୍ସାହ ସହିତ ପାଳନ କରାଯାଇଛି। ବ୍ରହ୍ମପୁରସ୍ଥିତ ଏହାର କର୍ପୋରେଟ୍ କାର୍ଯ୍ୟାଳୟରେ ସିଇଓ ଶ୍ରୀ ଅମିତ କୁମାର ଗର୍ଗ ଜାତୀୟ ପତାକା ଉତ୍ତୋଳନ କରି!-->…
କୋଲକାତାରେ ୫ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ, ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ବର: ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି!-->…
ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ : ୧୩ ଜଣ ବୁଥ୍ ସ୍ତରୀୟ ଅଧିକାରୀ ଓ ୧୩ ଜଣ ବିଏଲଓ ସୁପର ଭାଇଜର ପୁରସ୍କୃତ
ଛତ୍ରପୁର : ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ-୨୦୨୬ ମହାସମାରୋହରେ ଛତ୍ରପୁରସ୍ଥିତ ଜିଲ୍ଲାପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା ଯୋଗଦେଇ ଜାତୀୟ ମତଦାତା ଦିବସର ମହତ୍ଵ ଓ ମତଦାନର ଗୁରୁତ୍ବ ସମ୍ପର୍କରେ!-->…
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ : ଯୋଗଦେଲେ ଓଡିଶା ବିଧାନସଭାର ବାଚସ୍ପତି
ନୟାଗଡ଼,୨୭/୦୧(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ ଏହି ସଭାରେ ପରିଚାଳନା ସମିତି ସଭାପତି ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି!-->…
ବୁଧବାର ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି: ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।!-->…