ଭୁଶୁଡିଲା ପୋଲ, ଯାତାୟାତ ଠପ

ବାଣପୁର: ବାଣପୁର ଥାନା ତୋରସିଂ-ରୁଅପଡା ମଝିରେ ଭୁଶୁଡିଲା ବହୁ ପୁରୁଣା ଦୁର୍ବଳ ପୋଲ । ଫଳରେ ଫସି ରହିଛି ମାଟି ବୋଝେଇ ହାଇୱା । ସେହି ରାସ୍ତାରେ ଯାତାୟାତ ସମ୍ପୂର୍ଣ ଠପ ହୋଇଯାଇଛି । ଆଜି ସକାଳୁ ଗମ୍ଭାରୀମୁଣ୍ଡାରୁ ବାଣପୁର ଏକ ମାଟି ବୋଝେଇ ହାଇୱା ଯାଉଥିଲା । ହଠାତ ପୋଲ ଉପରେ ଗାଡି

ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ସବଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ଆସିଲା ବଡ ଅପଡେଟ୍ । ରାଜ୍ୟର ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍‌ଡିଭିଜନସ୍ତରରେ ପ୍ରସ୍ତୁତି

ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ଉପରୁ ହଟିଲା କଟକଣା

ଭୁବନେଶ୍ୱର: ସାଧାରଣ ଜନତାଙ୍କ ତୀବ୍ର ସମାଲୋଚନା ପରେ କୋରାପୁଟ ପ୍ରଶାସନ ରବିବାର ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ଉପରୁ କଟକଣା ହଟାଦେଇଛନ୍ତି। “କୋରାପୁଟ ଜିଲ୍ଲାରେ ୭୭ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ମାଂସ, କୁକୁଡ଼ା, ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ନିରାମିଷ ଖାଦ୍ୟ ସାମଗ୍ରୀ ବିକ୍ରୟ

ଦୀର୍ଘ ଦିନର ଚିକିତ୍ସା ପରେ ଏମ୍ସରେ ଶେଷ ନିଃଶ୍ୱାସ ଛାଡିଲେ ଅଭିଜିତ ମଜୁମଦାର

ଭୁବନେଶ୍ୱର: ପ୍ରବୀଣ ଓଡ଼ିଆ ସଂଗୀତ ରଚୟିତା ଅଭିଜିତ ମଜୁମଦାରଙ୍କ ରବିବାର ଦିନ ଏମ୍ସ ଭୁବନେଶ୍ୱରରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ବର୍ଷ ଶେଷ ଆଡ଼କୁ ସ୍ୱାସ୍ଥ୍ୟଗତ ସମସ୍ୟା ପରେ ସେ ପ୍ରମୁଖ ମେଡିକାଲ ଇନଷ୍ଟିଚ୍ୟୁଟ ଏମ୍ସରେ ଦୀର୍ଘ ସମୟ ଧରି ଚିକିତ୍ସାଧୀନ ଥିଲେ। ଆଜି ପ୍ରାୟ ସକାଳ ୯

ଗୋରୁ ମାଫିଆଙ୍କ ଘରେ ରେଡ୍, ସାଢେ ୪ କୋଟି ଟଙ୍କା ଠାବ

କେନ୍ଦୁଝର: ଚାଲିଛି ଅପରେସନ୍ ଗୋରକ୍ଷା । ଏହି ସମୟରେ ଅଭିଯୁକ୍ତଙ୍କ ଘରୁ ଓ ଆକାଉଣ୍ଟରୁ ପୁଳା ପୁଳା ଟଙ୍କା ମିଳୁଛି । ଶନିବାର କେନ୍ଦୁଝର ସଦର ଥାନା ଅଧିକାରୀ ଅମିତ ଭୂୟାଁଙ୍କ ନେତୃତ୍ବରେ ଏକ ଟିମ୍‌ ସହରର ଦୁଢ଼ିଆଛକ ଓ ରାଙ୍କି ଗାଁରେ ଗୋରୁ ମାଫିଆଙ୍କ ଘରେ ଚଢାଉ କରିଥିଲେ । ଏହି ସମୟରେ ତପନ

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା

ବାଲିଗୁଡା, ତା, ୨୫/୦୧ : ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଉପଖଣ୍ଡ ସୂଚନା ଓ ଲୋକ

ମତଦାନ କେନ୍ଦ୍ର ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

ବ୍ରହ୍ମପୁର : ସ୍ଥାନୀୟ ବାଲାଜୀପେଣ୍ଠ ସାହି ସ୍ଥିତ ମତଦାନ କେନ୍ଦ୍ର ବାଲାଜୀପେଣ୍ଠ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୁଥ ନମ୍ବର ୭୯ ଓ ୮୦ର ମିଳିତ ଆନୁକୂଲ୍ୟରେ ଷୋଡ଼ଶ ଜାତୀୟ ମତଦାତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ୭୯ ନମ୍ବର ବୁଥ ବିଏଲଓ ସୁମତି ସାହୁଙ୍କ ଅଧ୍ୟକ୍ଷତାରେ

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

କଳସ ଯାତ୍ରାରେ ୧୦୦ରୁ ଉର୍ଦ୍ଧ୍ୱ ଭକ୍ତ ସାମିଲ ନୟାଗଡ଼, ୨୫/୦୧(ନିସର୍ତ୍ତ) : ପ୍ରାଚୀନ ପ୍ଲାବିତ ସଂସ୍କୃତିର ପୁନଃରୁଦ୍ଧାର ଓ ସତ୍ୟଧର୍ମ-ନୀତି ସଂସ୍ଥାପନର ମହାନ ଉଦ୍ଦେଶ୍ୟ ନେଇ ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟସ୍ଥିତ ମା’ ଅସୁରକୁମାରୀ ଦେବୀଙ୍କ ପବିତ୍ର ପୀଠରେ ଚଳିତ ମାଘ ଶୁକ୍ଳପକ୍ଷ

୧୬ ତମ ଜାତୀୟ ମତଦାତା ଦିବସ ପାଳିତ : ଶପଥ ନେଲେ ଶତାଧିକ ଜନସାଧାରଣ

ବାଲିଗୁଡା, ତା, ୨୫/୦୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏଥିରେ ଅନ୍ୟ

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ଏନ ଏ ସି ତରଫରୁ ଏକ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ଏସଡିପିଓ ସୁଭମ୍ ଭୋସଲେ, ସମନ୍ୱିତ ଆଦିବାସୀ