Sign in
Sign in
Recover your password.
A password will be e-mailed to you.
ଡ଼ିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା ଆରମ୍ଭ
ବରଗଡ଼: ଆସନ୍ତା ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ଆସନ୍ତା ୧୭ ତାରିଖରେ କଂସ!-->…
ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ ବାଲିଯାତ୍ରା
କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖ ଦିନ!-->…
ବାରବାଟୀରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବାରବାଟୀ ମ୍ୟାଚ୍ ସମୀକ୍ଷା । ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଅନ୍ତର୍ଜାତୀୟ T20 ମ୍ୟାଚ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ । ମୁଖ୍ୟସଚିବ, ପୋଲିସ!-->…
ଡକାୟତି ଉଦ୍ୟମ ପଣ୍ଡ ହେବାରୁ ବୋମାମାଡ଼, ୩ ଗୁରୁତର
ନୟାଗଡ଼: ଡକାୟତି ବେଳେ ବୋମାମାଡ଼ । ୩ ଗୁରୁତର ମେଡିକାଲରେ ଭର୍ତ୍ତି । ନୟାଗଡ଼ ଟାଉନ ଥାନା ସୁଳିଆ ଗାଁରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଗାଁରେ ରାସ୍ତା କାମ ଚାଲୁଥିବାରୁ ୨ ଜଣ ଯୁବକ ସିମେଣ୍ଟ ଜଗିଥିଲେ । ୬ଜଣ ଲୋକ ରାତି ପ୍ରାୟ ସାଢେ ୧୨ଟା ସମୟରେ ବିଭିନ୍ନ ମାରଣାସ୍ତ୍ର!-->…
୪ କୋଟିର ଗଞ୍ଜେଇ ଜବତ, ୬ ଗିରଫ
ଭୁବନେଶ୍ୱର: ଗଞ୍ଜେଇ ହବ୍ ପାଲଟିଛି ଓଡ଼ିଶା। ରାଜ୍ୟର ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଚାଲାଣ ମାମଲା ସାମ୍ନାକୁ ଆସିଛି। ଆଜି ସୋନପୁରରୁ ୪କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହି ମାମଲାରେ ୬ ଗିରଫ ହୋଇଥିବା ବେଳେ ୪ଟି କାର୍ ଜବତ କରାଯାଇଛି। ବେଆଇନ ଗଂଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ। ଜବତ!-->…
ଦିଲ୍ଲୀ ବିସ୍ଫୋରଣ ପରେ ସାମୁଦ୍ରିକ ଥାନାଞ୍ଚଳରେ ହାଇଆଲର୍ଟ, ମଝି ସମୁଦ୍ରରେ ପଇଁତରା ମାରୁଛି ପୋଲିସ
କେନ୍ଦ୍ରାପଡ଼ା: ନୂଆଦିଲ୍ଲୀରେ ସୋମବାର ରାତିରେ ବିସ୍ଫୋରଣ ପରେ ସାରା ଭାରତୀୟଙ୍କ ମଧ୍ୟରେ ଛନକା ପଶିଛି। ୧୦/୧୧ ମୁମ୍ବାଇ ଆକ୍ରମଣ ଦିନରେ ଏହି ଆକ୍ରମଣ ହୋଇଥିବା ଯୋଗୁଁ ସମୁଦ୍ରପଥରେ କଡ଼ାକଡ଼ି ଯାଞ୍ଚ୍ ଆରମ୍ଭ ହୋଇଛି । ଉପକୂଳ କେନ୍ଦ୍ରାପଡ଼ା ଜିଲ୍ଲାରେ ତଟରକ୍ଷୀ ବାହିନୀ, ସାମୁଦ୍ରିକ ଥାନା!-->…
ଦିଲ୍ଲୀ ବିସ୍ଫୋରଣ: NIA ହାତକୁ ଗଲା ଯାଞ୍ଚ ଦାୟିତ୍ବ
ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ମାମଲାରେ ଯାଞ୍ଚ କରିବା ବେଳେ ପ୍ରତି ଘଣ୍ଟାରେ ନୂଆ ନୂଆ ଖୁଲାସା ସାମ୍ନାକୁ ଆସିଛି । ପୋଲିସ ଏବଂ ଗୁଇନ୍ଦା ଏଜେନ୍ସୀ ଏହି ମାମଲାରେ ଅନେକ ଲୋକଙ୍କୁ ଗିରଫ କରିଛି । ଏମାନଙ୍କ ମଧ୍ୟରେ ସବୁଠାରୁ ଚର୍ଚ୍ଚିତ ନାମ ହେଉଛି ଡ.!-->…
ଖଟିଆରେ ଆସି ଭୋଟ ଦେଲେ ୧୧୦ ବର୍ଷୀୟା ବୃଦ୍ଧା
କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ ୧୧୦ ବର୍ଷୀୟ ବୃଦ୍ଧା କାଲିୟା ଦେବୀ ମତଦାନ କରିଛନ୍ତି। ଚାଲିବାରେ ଅସମର୍ଥ କାଲିୟା ଦେବୀଙ୍କୁ ତାଙ୍କ ପୁଅ ଖଟିଆରେ ବୋହି ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ ଏବଂ ତାଙ୍କୁ ଟେକି ଟେକି ଭୋଟିଂ ପାଇଁ ନିଆଯାଇଥିଲା।!-->…
ଦିଲ୍ଲୀ ବିସ୍ଫୋରଣ: ଗୃହମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିସ୍ଫୋରଣ ପରେ ସ୍ଥିତି ସମୀକ୍ଷା ପାଇଁ ଶାହଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଏନ୍ଆଇଏ ଡିଜି, ଦିଲ୍ଲୀ ପୋଲିସ କମିଶନର!-->…
ଦିଲ୍ଲୀ ବିସ୍ଫୋରଣକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଷଡଯନ୍ତ୍ରକାରୀକୁ ଛଡାଯିବନି
ନୂଆଦିଲ୍ଲୀ : ଭୁଟାନରୁ ମୋଦିଙ୍କ ବାର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଦିଲ୍ଲୀ ବିସ୍ଫୋରଣ ପଛରେ ଯାହାର ବି ହାତ ରହିଛି କାହାକୁ ଛଡାଯିବ ନାହିଁ । ସମସ୍ତ ଷଡଯନ୍ତ୍ରକାରୀଙ୍କୁ ଶାସ୍ତି ମିଳିବ ।!-->…