Sign in
Sign in
Recover your password.
A password will be e-mailed to you.
ଗର୍ଭସ୍ଥ ଶିଶୁଙ୍କ ସହ ପ୍ରସୂତିଙ୍କ ମୃତ୍ୟୁ ଘଟଣା: ସିଲ୍ ହେଲା ସୁକନ୍ୟା ହସ୍ପିଟାଲ
ଜଗତସିଂହପୁର : ପ୍ରସୂତିଙ୍କ ମୃତ୍ୟୁ ଘଟଣାକୁ ନେଇ ଗତ ଦୁଇ ଦିନ ହେଲା ଉତ୍ତେଜନା ପ୍ରକାଶ ପାଇବା ପରେ ଆଜି ସମ୍ପକ୍ତ ସୁକନ୍ଯା ହସ୍ପିଟାଲକୁ ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି। ସ୍ବାସ୍ଥ୍ଯ ବିଭାଗ ପକ୍ଷରୁ ଖୋଳତାଡ ଜାରି ରହିଥିବା ବେଳେ ଜିଲ୍ଲାପାଳଙ୍କୁ ତଦନ୍ତ ରିପୋର୍ଟ ଦିଆଯିବ। ପୁଲିସ!-->…
ପାକିସ୍ତାନରେ ଭୟଙ୍କର ଝଡ଼ବର୍ଷାରେ ଚାଲିଗଲା ୧୯ ଜୀବନ
କରାଚି : ଆଫଗାନିସ୍ତାନ ସହ ସଂଘର୍ଷ ଚାଲିଯିବା ପରେ ଇଦ୍ ପାଇଁ କିଛି ସମୟ ବିରତି ଦେଇଥିବା ପଡ଼ୋଶୀ ଦେଶ ପାକିସ୍ତାନ ଉପରେ ଏବେ ପ୍ରକୃତିର କରାଳ ରୂପ ଧାରଣ କରିଛି । କରାଚିରେ ବୁଧବାର ରାତିରେ ହୋଇଥିବା ପ୍ରବଳ ବର୍ଷା ଓ ଝଡ଼ ଯୋଗୁଁ ଅତିକମରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ!-->…
ଅଯୋଧ୍ୟା ରାମ ମନ୍ଦିରରେ ଶ୍ରୀରାମ ଯନ୍ତ୍ର ସ୍ଥାପନା, ଉପସ୍ଥିତ ରହିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହିନ୍ଦୁ ନବବର୍ଷ ଅବସରରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ରାଷ୍ଟ୍ରପତି ମନ୍ଦିରରେ ଶୁଭ ଅଭିଜିତ ମୁହୂର୍ତ୍ତ ୧୧.୫୫ ମିନିଟରେ ଶ୍ରୀରାମ ଯନ୍ତ୍ର ସ୍ଥାପନା ଏବଂ ପୂଜା କରିବେ । ଏହି ଖାସ୍ ସମାରୋହରେ!-->…
ସାଢ଼େ ୫ କୋଟି ଚଳୁ: ହୋଟେଲରେ ଲୁଚିଥିଲା ମୁଖ୍ୟ ଅଭିଯୁକ୍ତ,ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର: ୫.୫୬ କୋଟି ଟଙ୍କାର ସରକାରୀ ପାଣ୍ଠି ହେରଫେର ମାମଲା। ଆଜି ମୁଖ୍ୟ ଅଭିଯୁକ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ମହାନ୍ତି ଏବଂ ତାଙ୍କ ପତ୍ନୀ ଗୀତାରାଣୀ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରାଯାଇଛି। କୋରେଇ ଶିକ୍ଷା ବିଭାଗରେ ୫.୫୬ କୋଟି ଠକେଇ ମାମଲାରେ!-->…
ନୂଆପଡାରେ ହୀରା ଖଣି
ଭୁବନେଶ୍ଵର:ରାଜ୍ୟ ପାଇଁ ଏକ ଖୁସିର ଖବର। ବିକଶିତ ହେବାକୁ ଯାଉଛି ଓଡିଶା। ରାଜ୍ୟରେ ସନ୍ଧାନ ମିଳିଛି ଖଣିଜପଦାର୍ଥ। ରାଜ୍ୟରେ ବିଭିନ୍ନ ସ୍ଥାନରେ ଖଣିଜପଦାର୍ଥ ଥିବା ଜଣାପଡିଛି। ବିଧାନସଭା ଗୃହରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି।
ନୂଆପଡା!-->!-->!-->…
ଜଳିଗଲା ଜରି କାରଖାନା, ୨ ମୃତ, ୯ ଆହତ
ଗୁଜରାଟ : ଗୁଜରାଟ ସୁରତରେ ଥିବା ଜରି କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ । ଭରତ ନଗର ଗୌଶାଳା ଅଞ୍ଚଳ ସ୍ଥିତ ଏକ ଜରି କାରଖାନାରେ ଆଜି ସକାଳେ ଭୟଙ୍କର ନିଆଁ ଲାଗିଛି । ଏହି ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି । ନିଆଁ ବିଲିଡିଂର ୩ୟ ମହଲାରେ ଥିବା ଜରି!-->…
ଡାଲମା ହାଣ୍ଡିରେ ସାପ ! ୪୦ ଅସୁସ୍ଥ
ପଟ୍ଟାମୁଣ୍ଡାଇ : ଡାଲମା ହାଣ୍ଡିରୁ ବାହାରିଲା ସାପ। ବିଷାକ୍ତ ଖାଦ୍ୟ ଖାଇ ୪୦ ଅସୁସ୍ଥ । ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ମ୍ୟୁନିସପାଲିଟିର ୧୦ ୱାର୍ଡରେ । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ପଟ୍ଟାମୁଣ୍ଡାଇ!-->…
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ…
ମାଲକାନଗିରି : ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡଃ ମୃଣାଳିନୀ ଦର୍ଶାଲ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗୀୟ ଯୋଜନାର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ତାଙ୍କର ଏହି ଗସ୍ତ ତୃଣମୂଳ ସ୍ତରରେ ସେବା ପ୍ରଦାନକୁ ତ୍ୱରାନ୍ୱିତ କରିବା ପାଇଁ ଏକ!-->…
ଚିତ୍ରକୋଣ୍ଡା ବ୍ଲକରେ ଶିକ୍ଷା ସଙ୍କଟ ମୌଳିକ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି ଆଦିବାସୀ ଶିଶୁ
ମାଲକାନଗିରି : ଏହିଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକରେ । ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡ଼ା ଏବଂ ନୁଆଗୁଡ଼ା-ବି ଗ୍ରାମର ଶିକ୍ଷା ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ । ସୂଚନା ଅନୁଯାୟୀ ଚିତ୍ରକୋଣ୍ଡା ପଞ୍ଚାୟତର!-->…
ବ୍ରହ୍ମପୁରରେ ୯୧ ତମ ଓଡିଶା ଦିବସ ଉତ୍ସବ ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ
ଉତ୍ସବକୁ ସରସ ଓ ସୁନ୍ଦର ଭାବେ ପାଳନ ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ କମିଶନର
୨୫ ରେ ଓଡ଼ିଆ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ଓ ୨୬ରେ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା
ବ୍ରହ୍ମପୁର : ଓଡିଶା ଦିବସ ଓଡିଶା ରାଜ୍ୟ ଗଠନର ଉଜ୍ଜଳ ସ୍ମୃତି ବହନ କରେ । ଏଥି ସହିତ ଓଡିଆ ଅସ୍ମିତା ଓ!-->!-->!-->!-->!-->…