Sign in
Sign in
Recover your password.
A password will be e-mailed to you.
ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ୬ ଦଫା ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ…
ମାଲକାନଗିରି,୧୦।୧୧ମାଲକାନଗିରିଅଲ୍ ଇଣ୍ଡିଆ ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ୬ ଦଫା ଦାବୀ ନେଇ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘର!-->!-->!-->…
ଫିଲିପାଇନ୍ସରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’
ନୂଆଦିଲ୍ଲୀ: ଲ୍ୟାଣ୍ଡଫଲ୍ ପରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’ । ଫିଲିପାଇନ୍ସର ଆରୋରା ପ୍ରଦେଶରେ ଲ୍ୟାଣ୍ଡଫଲ କରିଛି ଟାଇଫୁନ । ଗତକାଲି ରାତି ୯ଟା ୧୦ରେ ଲୁଜୋନର ଆରୋରା ନିକଟରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପ୍ରବଳ ବର୍ଷା ସହ ୨୩୦ କିମି ବେଗରେ ପବନ!-->…
ମାଲିରେ ୫ ଭାରତୀୟଙ୍କୁ ଅପହରଣ, ଉଦ୍ଧାର ପାଇଁ ଚେଷ୍ଟା ଜାରି
ନୂଆଦିଲ୍ଲୀ: ମାଲିରେ ୫ ଭାରତୀୟଙ୍କୁ ଅପହରଣ । ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଭାରତୀୟଙ୍କୁ ଅପହରଣ କରିଛନ୍ତି ଅଲକାଏଦା ଓ ଇସଲାମିକ୍ ଷ୍ଟେଟ୍ ଆତଙ୍କୀ । ଗତ ନଭେମ୍ବର ୬ରୁ ଭାରତୀୟଙ୍କୁ ଅପହରଣ କରାଯାଇଥିବା ସ୍ପଷ୍ଟ କରିଛି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ । !-->…
ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି।
ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ!-->!-->!-->…
ଦିଲ୍ଲୀ ପାଇଁ ପ୍ରାର୍ଥୀ ଘୋଷଣା କଲେ ତିନି ଦଳ
ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମ (MCD) ର ୧୨ଟି ୱାର୍ଡରେ ଉପନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୩୦ ତାରିଖ ସକାଳ ୭:୩୦ ରୁ ସନ୍ଧ୍ୟା ୫:୩୦ ପର୍ଯ୍ୟନ୍ତ ମତଦାନ ହେବ । ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନରେ ତିନି ପ୍ରମୁଖ ଦଳ ମଧ୍ୟରେ ଏକ!-->…
‘ୟୁପିର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ କରାଯିବ’
ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର!-->…
ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଦଳି ଦେଲା ସ୍କର୍ପିଓ, ୪ ମୃତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରିୱା ଜିଲ୍ଲାର ଗଢ ଥାନା ସ୍ଥିତ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଯୋଗୁଁ ଏକ ସ୍କର୍ପିଓ କାର୍ ରାସ୍ତାକଡ଼ରେ ଛିଡା ହୋଇଥିବା ଅନେକ ଲୋକଙ୍କୁ ଧକ୍କା ଦେବା ପରେ ବିଜୁଳି ଖୁଣ୍ଟରେ ଧକ୍କା ହୋଇଥିଲା । ଘଟଣା ପରେ ସ୍କର୍ପିଓରେ ଥିବା ଡ୍ରାଇଭର!-->…
ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ, ୨ ଡାକ୍ତର ଗିରଫ
ନୂଆଦିଲ୍ଲୀ: ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ। ଜାମ୍ମୁକାଶ୍ମୀର ପୋଲିସ ଓ ହରିଆନା ପୋଲିସ ମିଳିତ ଭାବେ ଏଠାରେ ଚଢ଼ଉ କରି ୩୦୦ କେଜି RDX ସାଙ୍ଗକୁ ୨ଟି ଏକେ-୪୭ ବନ୍ଧୁକ ଓ ବିପୁଳ ଗୁଳିଗୋଳା ଜବତ କରିଛନ୍ତି। ମାମଲାରେ ଜଣେ କାଶ୍ମୀର ଡାକ୍ତରଙ୍କୁ ଗିରଫ କରାଯାଇଛି। ଗିରଫ!-->…
ଘର ଛାତ ଭୁଶୁଡ଼ି, ୫ ମୃତ
ପାଟନା : ବିହାର ରାଜଧାନୀ ପାଟନାରେ ବଡ଼ ଅଘଟଣ । ପାଟନାରେ ଏକ ବିଲିଡିଂର ଛାତ ଭୁଶୁଡିବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ବେଳେ ଛାତ ଗଳିପଡିଥିଲା । ସମସ୍ତ ମୃତକ ଗୋଟିଏ ପରିବାରର ରହିଥିଲେ । ମୃତକଙ୍କ ମଧ୍ୟରେ ୩ ଜଣ ନାବାଳକ ରହିଛନ୍ତି ।
ଖବର ମୁତାବକ, ରବିବାର!-->!-->!-->…
ଆରଏସ୍ଏସ୍ର ଆଇନଗତ ବୈଧତା ରହିଛି: ମୋହନ ଭାଗବତ
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସ୍ଏସ୍) ଏକ ପଞ୍ଜିକୃତ ସଂଗଠନ ନୁହେଁ। କାରଣ ଏହା ସରକାରଙ୍କ କୌଣସି ଆଇନ ଅନୁଯାୟୀ ପଞ୍ଜୀକରଣ ହୋଇ ନାହିଁ। ପଞ୍ଜୀକରଣ ହୋଇ ନଥିବା ସତ୍ତ୍ବେ ଏହାର ଆଇନଗତ ବୈଧତା ରହିଛି ବୋଲି ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ସଂଘର ପଞ୍ଜୀକରଣ!-->…