ସରିଲା ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର: ମଙ୍ଗଳବାର ଭୋଟ

ପାଟନା: ବିହାରର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୨୦ଟି ଜିଲାର ୧୨୨ଟି ଆସନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ହେବ। ନଭେମ୍ବର ୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟ

ମୁନିର ପାକିସ୍ତାନ ସୈନ୍ୟ ବାହିନୀରେ ହେବେ ପ୍ରଥମ ସିଡିଏଫ୍‌

ଇସଲାମାବାଦ: ପାକିସ୍ତାନ ସରକାର ପାର୍ଲାମେଣ୍ଟରେ ୨୭ତମ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ଶନିବାର ପାର୍ଲାମେଣ୍ଟରେ ଆଗତ ହୋଇଥିବା ଏହି ବିଲ୍‌ ଦ୍ବାରା ପାକିସ୍ତାନ ସମ୍ବିଧାନର ଧାରା ୨୪୩ରେ ପରିବର୍ତ୍ତନ କରାଯିବ। ଧାରା ୨୪୩ରେ ପାକିସ୍ତାନ ସୈନ୍ୟ ବାହିନୀର ଗଠନ ପ୍ରକ୍ରିୟା ଓ ଏ

ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ, ୧୦ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି| ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା ସୂଚନା ମିଳିଛି। ବିସ୍ଫୋରଣ

ଏମ୍ସ କର୍ମଚାରୀଙ୍କୁ ଗୁଳିମାଡ଼ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର ଏକ ହୋଟେଲ

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ । ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ ।

ରାଈକିଆ ଗ୍ରାମ ପଞ୍ଚାୟତରେ ବିଡିଓଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି

ରାଈକିଆ : କନ୍ଧମାଳ ଜିଲ୍ଲା ରାଈକିଆ ବ୍ଲକ ଅନ୍ତର୍ଗତ ରାଈକିଆ ଗ୍ରାମ ପଞ୍ଚାୟତ ସଭାଗୃହରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ସବ୍ୟସାଚୀ ସାହୁ ସୋମବାର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ବିଭିନ୍ନ ୱାର୍ଡରୁ ପାନୀୟ ଜଳ, ରାସ୍ତାଘାଟ, ବିଦ୍ୟୁତକରଣ ସମସ୍ୟା ଏବଂ ଜମି ବିବାଦ

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ କୃଷି ଓ

ବିଶ୍ୱନାଥ ଆଜ୍ଞାଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ଵେଛାକୃତ ରକ୍ତଦାନ ଶିବିର…

ବାଲିଗୁଡା : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି