Sign in
Sign in
Recover your password.
A password will be e-mailed to you.
ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ…
ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ!-->…
ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ବ୍ୟାନ୍ ହେଲା ଗୁଟଖା, ପାନ ମସଲା…
ବ୍ରହପୁର : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ,!-->…
ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କଠାରୁ ଧାନ ନକିଣିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ
ଭଦ୍ରକ: ଭଦ୍ରକ ଜିଲ୍ଲାରେ ସରକାର ତୁରନ୍ତ ଚାଷୀର ଧାନ କିଣନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସଂପାଦକ ମନୋଜ ବିଶ୍ଵାଳ ଦାବି କରିଛନ୍ତି। ଉପଯୁକ୍ତ ମୂଲ୍ୟରେ ଚାଷୀଙ୍କ ଠାରୁ ଧାନ କିଣା ନହେଲେ କଂଗ୍ରେସ ରାଜରାସ୍ତାକୁ ଉହ୍ଲାଇବ ବୋଲି ଶ୍ରୀ ବିଶ୍ଵାଳ ଚେତାବନୀ!-->…
ବିଜେପି ନୂଆ ମୁଖିଆଙ୍କ ପ୍ରଥମ ବୈଠକ
ନୂଆଦିଲ୍ଲୀ: ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ବୈଠକ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି ।ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି । ସଂଗଠନ ଏବଂ ନିର୍ବାଚନ!-->…
ଦେଢ଼ଲକ୍ଷ ପାର୍ କଲା ସୁନା ଦର
ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି ।ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର!-->…
ଖାଇକୁ ଖସିଲା ଜିପ୍, ୩ ମୃତ, ୧୨ ଆହତ
ଉଦୟପୁର : ରାଜସ୍ଥାନ ଉଦୟପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉଦୟପୁର ଜିଲ୍ଲା ଆଦିବାସୀ ଅଞ୍ଚଳ କୋଟଡାର ବିଲବନରୁ ଯାଉଥିବା ଏକ ଜିପ୍ ଅନିୟନ୍ତ୍ରିତ ହୋଇ୬୦ ଫୁଟ ଗଭୀର ଖାଇକୁ ଖସିପଡିଛି । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ଜୀବନ ଚାଲିଯାଇଥବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି ।!-->…
ଭାରତର ପ୍ରଥମ ଆଣ୍ଟି ସିପ୍ ମିସାଇଲ, ଆଖି ପିଛୁଳାକେ ଟାର୍ଗେଟକୁ କରିବ ଧ୍ବଂସ
ନୂଆଦିଲ୍ଲୀ : ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଦିନକୁ ଦିନ ଆଗକୁ ବଢ଼ିବାରେ ଲାଗିଛି । ନୂଆ ନୂଆ ଜ୍ଞାନକୌଶଳ ସାମିଲ୍ କରୁଛି । ସ୍ଵଦେଶୀ ଜ୍ଞନକୌଶଳକୁ ବଢ଼ାଇବାରେ ଲାଗିଛି ଦେଶ । ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ ‘ଲଙ୍ଗ୍ ରେଞ୍ଜ୍ ଆଣ୍ଟି ସିପ୍!-->…
ହାଇଦ୍ରାବାଦରେ ପୁଣି ୧୦୦ ବୁଲା କୁକୁରଙ୍କୁ ହତ୍ୟା
ହାଇଦ୍ରାବାଦ : ହାଇଦ୍ରାବାଦ ରଙ୍ଗାରେଡ୍ଡୀ ଜିଲ୍ଲାରେ ଚାଞ୍ଚଲ୍ୟ । ୟାଚାରାମ ଗାଁରେ ୧୦୦ ବୁଲା କୁକୁରଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ । ସ୍ଥାନୀୟ ସରପଞ୍ଚ, ୱାର୍ଡ ମେମ୍ବର ଓ ଗ୍ରାମ ସଚିବଙ୍କ ନିର୍ଦ୍ଦେଶରେ କୁକୁରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ବୁଲା କୁକୁରଙ୍କ!-->!-->!-->…
ପ୍ରୟାଗରାଜରେ ଟ୍ରେନିଂ ବେଳେ ପୋଖରୀରେ ଖସିପଡ଼ିଲା ବାୟୁସେନା ବିମାନ
ପ୍ରୟାଗରାଜ : ପ୍ରୟାଗରାଜରେ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ । ଏୟାରକ୍ରାଫ୍ଟ ହଠାତ୍ ଆକାଶରେ ହଲିବାକୁ ଆରମ୍ଭ କରି ସହର ମଝିରେ ଥିବା ପୋଖରୀରେ ଖସିପଡିଥିଲା । ଏହି ଘଟଣା କେପି କଲେଜ ପଛରେ ଥିବା ପୋଖରୀରେ ଘଟିଛି । ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ!-->…
ସ୍କୁଲ ଭ୍ୟାନରୁ ପଡି ଛାତ୍ର ମୃତ
ବିହାର : ବିହାର ଦରଭଙ୍ଗାରେ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସଦର ଥାନା ଅଞ୍ଚଳରେ ଲୋଆମ ଗାଁ ସ୍ଥିତ ଏକ ସ୍କୁଲ ଭ୍ୟାନରୁ ପଡି ଛାତ୍ରର ଜୀବନ ଚାଲିଯାଇଛି । ଫଳରେ ପିଲାର ପରିବାରର ଶୋକର ଛାୟା ଖେଳିଯାଇଛି ।
ଖବର ମୁତାବକ, ସ୍କୁଲ ଭ୍ୟାନ ୬ ଜଣ ପିଲାଙ୍କୁ ନେଇ ଘରକୁ!-->!-->!-->…