ଆପାର୍ଟମେଣ୍ଟ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି । ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠିତ ହୋଇଛି। ସଦର

ଶିକ୍ଷକଙ୍କୁ ସୁପ୍ରିମ ଆଶ୍ବସ୍ତି, TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବନି ଚାକିରି

ଭୁବନେଶ୍ବର: ଶିକ୍ଷକଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ବସ୍ତି । TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବ ନାହିଁ ଚାକିରି । କୋର୍ଟ କହିଛନ୍ତି, TET ପାସ୍ କରିବା ପାଇଁ RTE ଆଇନ ଅନୁଯାୟୀ ବର୍ଦ୍ଧିତ ସମୟ ସୀମା ୨୦୧୯ ମାର୍ଚ୍ଚ ୩୧ ଦିଆଯାଇଥିଲା । ସେହି ସମୟ ପୂର୍ବରୁ ଯଦି କୌଣସି

ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲା: ୪ଟି ସ୍ଥାନରେ ଚଢ଼ାଉ, ୮୪ ଲକ୍ଷ ଟଙ୍କା ଜବତ

ଭୁବନେଶ୍ବର: ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲାରେ ଇଡିର ଚଢ଼ଉ । ମାଲିକ ପ୍ରଦୀପଙ୍କ ଘରୁ ମିଳିଲା ନଗଦ ୮୪ ଲକ୍ଷ । ମନି ଲଣ୍ଡରିଂ ନିବାରଣ ଆଇନ୍ ୨୦୦୨ (ପିଏମ୍ଏଲଏ) ଅନୁସାରେ ବ୍ରହ୍ମପୁରର ୪ ଟି ସ୍ଥାନରେ ଚଢ଼ଉ କରାଯାଇଛି । ଚଢ଼ଉ ସମୟରେ ଇଡିକୁ ହିସାବ ବିହୀନ ୮୪.୨୦ ଲକ୍ଷ ଟଙ୍କା

କେନାଲକୁ ଖସିଲା ବାଇକ, ଯୁବକ ମୃତ

କଣ୍ଟାବାଞ୍ଜି: କେତେବେଳେ କାହା ଜୀବନରେ ଖରାପ ସମୟ ଆସି ପହଞ୍ଚେ ସେ ବିଷୟରେ କେହି ଆଗରୁ ଜାଣି ନଥାନ୍ତି । ଦୁର୍ଘଟଣା ଘଟିଗଲା ପରେ ବି ସହଜରେ ବିଶ୍ୱାସ କରିହୁଏ ନାହିଁ । ଚାହୁଁ ଚାହୁଁ କ୍ଷଣିକ ଭିତରେ ସବୁ କିଛି ଓଲଟ ପାଲଟ ହୋଇଯାଏ । ଖୁସି ବଦଳରେ ଲୁହରେ ଭିଜି ଯାଏ ପରିବେଶ । ଏମିତି

ଚିତ୍ରକୋଣ୍ଡା ଠାରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ: ଛାତ୍ରଛାତ୍ରୀଙ୍କ ସକ୍ରିୟ ଅଂଶଗ୍ରହଣ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ପକ୍ଷରୁ ସାଇବର ଅପରାଧ ଉପରେ ଏକ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆଜି ଚିତ୍ରକୋଣ୍ଡା ହାଇସ୍କୁଲ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ସାଇବର ଠକାମୀର ଶିକାରରୁ ଲୋକଙ୍କୁ କିଭଳି ରକ୍ଷା କରାଯାଇପାରିବ, ସେହି ଉଦ୍ଦେଶ୍ୟରେ ଏହି

ରୋଟାରୀ କ୍ଲବ ନୟାଗଡ଼ର ୩୬ତମ ପ୍ରତିଷ୍ଠା ଦିବସ

ନୟାଗଡ଼ : ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରୋଟାରୀ କ୍ଲବ ନୟାଗଡ଼ ତାର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ରୋଟାରୀ କ୍ଲବ, ନୟାଗଡ଼ ଏହି ୩୬ ବର୍ଷ ଧରି ସମାଜ ସେବାରେ ନିଜକୁ ଉତ୍ସର୍ଗୀକୃତ କରିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ପାନୀୟ ଜଳ ବ୍ୟବସ୍ଥା, ସ୍ବଳ୍ପ ମୂଲ୍ୟରେ

ଡି.ଏ.ଭି. ଗୁରୁକୁଳ ଚିତ୍ରକୋଣ୍ଡା ଠାରେ ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଛାତ୍ରଛାତ୍ରୀଙ୍କ ନୂତନ…

ଚିତ୍ରକୋଣ୍ଡା: ଆଜି ଡି.ଏ.ଭି. ଗୁରୁକୁଳ ଚିତ୍ରକୋଣ୍ଡା ଆନୁକୂଲ୍ୟରେ ଏକ ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୦୫ ଜଣ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ସେମାନଙ୍କ ମଧ୍ୟରୁ ୩୭ ଜଣ ଛାତ୍ରଛାତ୍ରୀ

୨୫ ଏକର ଜମିରେ ଗଞ୍ଜେଇ ଗଛ ପୋଡି

ରାଇକିଆ : ଶନିବାର କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅଞ୍ଚଳରେ ରାଇକିଆ ପୁଲିସ ଓ ରାଜସ୍ୱ ବିଭାଗ ମିଳିତ ଚଢ଼ଉ କରି ସୁଗୁଡବାଡି ପଞ୍ଚାୟତ ନାହୁଡିମାହା ଅଞ୍ଚଳରେ ଥିବା ଗ୍ରାମ୍ୟ ଜଙ୍ଗଲ ଓ ନିକଟ ପାହାଡ଼ର ଚାଷ ହୋଇଥିବା ପ୍ରାୟ ୨୫ ଏକରର ଜମିରେ ୨୫୦୦୦ ହଜାର ଗଞ୍ଜେଇ ଗଛକୁ କାଟି ନିଆଁ ଲଗାଇ

ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଟି-୨୦ ବାତିଲ: ସିରିଜ କବଜା କଲା ଭାରତ

ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବଜା କରିଛି ଭାରତ। ଶେଷ ମ୍ୟାଚଟି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବାବେଳେ ଟିମ ଇଣ୍ଡିଆ ୨-୧ରେ ଶୃଙ୍ଖଳା ହାତେଇଛି। ଶନିବାର ଅନୁଷ୍ଠିତ ଶେଷ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟି କରି ୪.୫ ଓଭରରେ ୫୨ ରନ ସଂଗ୍ରହ କରିଥିଲା। ଏହା ପରେ