Sign in
Sign in
Recover your password.
A password will be e-mailed to you.
ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା, ରାଜସ୍ବ ବିଭାଗରେ ଲାଗୁ କରାଯିବ ନୂଆ ନିୟମ
ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ!-->…
ଚାଲିଛି ଡଲଫିନ ଗଣନା, ଚିଲିକାରେ ଡଙ୍ଗା ଓ ଭସାପୋଲ ଚଳାଚଳ ବନ୍ଦ
ଚିଲିକା: ଆଜିଠାରୁ ଚିଲିକାରେ ଡଲ୍ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ!-->…
୧ ନମ୍ବର ହାଟରେ ଅଗ୍ନିକାଣ୍ଡ, ଜଳିଗଲା ୪୦ରୁ ଅଧିକ ଦୋକାନ
ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ!-->…
କୋଟପାଡ଼ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ
କୋଟପାଡ଼/କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।!-->!-->!-->…
ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ସମ୍ପର୍କିତ ଜ଼ିଲ୍ଲାପାଳ ସମ୍ମିଳନୀ
ଆଗାମୀ ପଞ୍ଚାୟତ ତଥା ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ୱଚ୍ଛ, ନିରପକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପରାମର୍ଶ
ସମ୍ମିଳନୀରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ସମେତ ଯୋଗ ଦେଲେ ଆଠ ଜ଼ିଲ୍ଲାର ଜ଼ିଲ୍ଲାପାଳ
ଛତ୍ରପୁର : !-->!-->!-->!-->!-->!-->!-->…
ଡାକ୍ତରଖାନା ବାଥରୁମ୍ରେ ନବଜାତ ଶିଶୁକନ୍ୟାକୁ ଫିଙ୍ଗିଦେଲା ମାଆ
ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା’କୁ ଠାବ କରାଯାଇନାହିଁ ।
!-->!-->!-->…
ଓଡ଼ଗାଁ ବନ ବିଭାଗ ଦ୍ବାରା ବାଉଁଶ ବୋଝେଇ ପିକଅପ ଭ୍ୟାନ ଜବତ
ନୟାଗଡ଼: ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଓଡ଼ଗାଁ ବନାଞ୍ଚଳ ଅଧିକାରୀ ଅଭିମନ୍ୟୁ ମଲ୍ଲିକଙ୍କ ନେତୃତ୍ୱରେ ଓଡ଼ଗାଁ ବନ କର୍ମଚାରୀ ଚେମେଡି ରାସ୍ତାରେ ବାଘୁଆ ଛକ ଆଡ଼କୁ ଆସୁଥିବା ଏକ କଞ୍ଚା ବାଉଁଶ ବୋଝେଇ ପିକଅପ ଭ୍ୟାନ କୁ ଅଟକାଇବା ବେଳେ ଗାଡ଼ି ଚଳକଙ୍କ ସହିତ ଅନ୍ୟମାନେ ଗାଡ଼ି!-->…
ଓଡ଼ଗାଁ ପୋଲିସର ଅପରେସନ ଷ୍ଟ୍ରାଇକ : ଜେସିବି ସହିତ ୫ ଟ୍ରାକ୍ଟର ଜବତ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସର ଅପରେସନ ଷ୍ଟ୍ରାଇକ ଜାରି ରହିଥିବା ବେଳେ କୁରାଳ ବାଗଦେଵୀ ରୋଡରେ ବେଆଇନ ଭାବରେ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ପାଇଁ ବ୍ୟବହୃତ ଗୋଟିଏ ଜେସିବି ସହିତ ୫ ଟ୍ରାକ୍ଟର କୁ ଓଡ଼ଗାଁ ପୋଲିସ ଜବତ କରି ଓଡ଼ଗାଁ ଥାନା ପରିସରକୁ ଆଣି ରଖିଥିବା ଜଣାପଡିଛି ।!-->…
ଜାତୀୟ ସାଧାରଣତନ୍ତ୍ର ଦିବସ ଦିଲ୍ଲୀ କର୍ତ୍ତବ୍ୟପଥ ପ୍ୟାରେଡକୁ ସ୍ଵତନ୍ତ୍ର ଅତିଥି ଭାବେ ରଙ୍ଗଣୀପାଟଣା ସରପଂଚ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତର ସରପଞ୍ଚ ସସ୍ମିତା ପାତ୍ର ଜାତୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀ କର୍ତ୍ତବ୍ୟପଥ ପ୍ୟାରେଡ କୁ ସ୍ଵତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ଚୟନ ହୋଇଛନ୍ତି । ରାଜ୍ୟ ଗ୍ରାମ ଉନ୍ନୟନ ଓ ପଞ୍ଚାୟତ ରାଜ ବିଭାଗ ତରଫରୁ!-->…
ବେଲଘର ବନାଞ୍ଚଳ: ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି l ଚଳିତ ମାସ ଜାନୁଆରୀ ମାସ ୫ ତାରିଖ ରେ ଝିରିପାଣି ମୁଣ୍ଡୁଟି ଜଙ୍ଗଲ!-->…