ଝାଡ଼ବେଡ଼ା କାଠ ପୋଲ ନିକଟରୁ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କଲା ରାୟବଗା ପୋଲିସ

ବିରମିତ୍ରପୁର, (ନିସର୍ତ୍ତ ନ୍ୟୁଜ୍): ସୁନ୍ଦରଗଡ଼ ଜିଲ୍ଲା ରାୟବଗା ଥାନା ଅନ୍ତର୍ଗତ ଜୟଡେଗା ପଞ୍ଚାୟତର ଝାଡ଼ବେଡ଼ା କାଠ ପୋଲ ନିକଟରୁ ଜଣେ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି କିଛି ମତ୍ସ୍ୟଜୀବୀ ମାଛ ଧରିବାକୁ ଯାଇଥିବା ବେଳେ ପାଣିରେ ଏକ ଶବ

ଘର ଖାଲି ଥିବାର ସୁଯୋଗ ନେଇ କଳାକାନା ବୁଲାଇଲେ ଚୋର: ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି

(ଉମରକୋଟରୁ ରସିକ ସରକାରଙ୍କ ରିପୋର୍ଟ) : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ଅନ୍ତର୍ଗତ ଭାରଷଣ୍ଡି ଡିଏନକେ (DNK) ଗ୍ରାମରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ପରିବାରର ସମସ୍ତ ସଦସ୍ୟ ଅନୁପସ୍ଥିତ ଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରୁ ନଗଦ ଟଙ୍କା ସହ

ନରସିଂହପୁର କ୍ଲଷ୍ଟରରେ ସଫଳ ଅଭିଭାବକ–ଶିକ୍ଷକ–ବିଦ୍ୟାଳୟ ପରିଚାଳନା ଉନ୍ନୟନ କମିଟି ବୈଠକ : ଶିକ୍ଷା ଉନ୍ନତି ଉପରେ…

ନୟାଗଡ଼, ୧୯/୦୧ (ନିସର୍ତ୍ତ): ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ ଅନ୍ତର୍ଗତ ନରସିଂହପୁର କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ଗତ ଶନିବାର ଦିନ ଅଭିଭାବକ, ଶିକ୍ଷକ–ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା ଉନ୍ନୟନ କମିଟିର ସଂଯୁକ୍ତ ବୈଠକ ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି। ହଂସରା ପ୍ରାଥମିକ

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ, ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

ନୟାଗଡ଼, ୧୯/୦୧(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବନ ବିଭାଗର ଆୟୋଜନରେ ଏବଂ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ସହ ବଜ୍ରକୋଟ ଗ୍ରାମବାସୀଙ୍କ ସହଯୋଗରେ ପବିତ୍ର ଆସୁରକୁମାରୀ ପୀଠ ପରିସରରେ “ପ୍ଲାଷ୍ଟିକ ମୁକ୍ତ ପିକନିକ୍ ସ୍ପଟ୍ ସଚେତନତା କାର୍ଯ୍ୟକ୍ରମ” ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ

ଭାରତ ଗସ୍ତରେ ୟୁଏଇ ରାଷ୍ଟ୍ରପତି: ସ୍ବାଗତ କରିବା ପାଇଁ ପ୍ରୋଟୋକଲ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହୟାନ ଆଜି ଭାରତ ଗସ୍ତରେ ଆସିଛନ୍ତି। ସେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ବ୍ୟକ୍ତିଗତ ଭାବେ ବିମାନବନ୍ଦର ଯାଇ ତାଙ୍କୁ ସ୍ବାଗତ କରିଛନ୍ତି। ସବୁଠାରୁ ଗୁରୁତ୍ବପୂର୍ଣ୍ଣ

ଆମେରିକା ରାଷ୍ଟ୍ରଦୂତ, ସିନେଟରଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ

ନୂଆଦିଲ୍ଲୀ: ଚଢ଼ା ଶୁଳ୍କକୁ ନେଇ ଭାରତ ଓ ଆମେରିକା ସମ୍ପର୍କ ଭିତରେ ତିକ୍ତତା ସୃଷ୍ଟି ହୋଇଥିବା ବେଳେ ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଜିଓ ଗୋର ଓ ସିନେଟର ଷ୍ଟିଭ୍‌ ଡାଇନ୍‌ସଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ସାକ୍ଷାତ କରିଛନ୍ତି। ଆମେରିକା ସହ ବାଣିଜ୍ୟ

୨୧ରୁ ଦିଲ୍ଲୀରେ ହେବ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ ପରିଚାଳନା ସମ୍ମିଳନୀ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ (ECI) ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ଭାରତ ମଣ୍ଡପମରେ ଅନ୍ତର୍ଜାତୀୟ ଗଣତନ୍ତ୍ର ଏବଂ ନିର୍ବାଚନ ପରିଚାଳନା ସମ୍ମିଳନୀ ୨୦୨୬ ଆୟୋଜନ କରିବ ।ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକ୍ସନ ମ୍ୟାନେଜମେଣ୍ଟ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନାମାଙ୍କନ କଲେ ନୀତିନ ନବୀନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ସଭାପତି ପଦ ପାଇଁ କାର୍ଯ୍ୟକାରୀ ସଭାପତି ଥିବା ନୀତିନ ନବୀନ ହିଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରସ୍ତାବକ ରହି

ସ୍ପେନରେ ରେଳ ଦୁର୍ଘଟଣା: ୩୯ ମୃତ

ସ୍ପେନ : ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବଢିଚାଲିଛି ମୃତକଙ୍କ ସଂଖ୍ୟା । ୩୯ ମୃତ, ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସ୍ପେନର କୋର୍ଡୋବା ପ୍ରଦେଶରେ ଘଟିଛି ଏହି ରେଳ ଦୁର୍ଘଟଣା । ଦୁଇଟି ଦ୍ରୁତଗାମୀ ଯାତ୍ରୀବାହୀ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ

କିସ୍ତୱାରରେ ଯବାନ-ଆତଙ୍କୀ ମୁହାଁମୁହିଁ : ୮ ଯବାନ ଆହତ, ‘ଅପରେସନ୍ ତ୍ରାଶି-I’ ଜାରି

ଜମ୍ମୁ କଶ୍ମୀର : ଜମ୍ମୁକଶ୍ମୀର କିସ୍ତୱାରରେ ପୁଣି ଯବାନ ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୮ ଜଣ ଯବାନ ଆହତ ହୋଇଛନ୍ତି । ଆଗକୁ ଗଣତନ୍ତ୍ର ଦିବସ ପାଳନ ହେବାକୁ ଥିବା ବେଳେ ଏପରି ଘଟଣା ସାମ୍ନାକୁ ଆସିଛି । ସେପଟେ ରାଜଧାନୀ ଦିଲ୍ଲୀକୁ ମଧ୍ୟ କଡ଼ା ସୁରକ୍ଷା ବଳୟ ଭିତରେ