କୋଣାର୍କ ନାଟ୍ୟ ମଣ୍ଡପ ଉପରକୁ ପର୍ଯ୍ୟଟକଙ୍କୁ ଚଢିବା ମନା

ଗୋପ : ଏଣିକି କୋଣାର୍କ ସୂର୍ଯ୍ୟ ମନ୍ଦିର ନାଟମଣ୍ଡପରେ ପର୍ଯ୍ୟଟକଙ୍କ ଚଢ଼ିବା ଉପରେ ଭାରତୀୟ ପ୍ରତ୍ନତତ୍ତ୍ଵ କର୍ତ୍ତୃପକ୍ଷ (ଏଏସ୍‌ଆଇ) କଟକଣା ଜାରି କରିଛି । ବିଶ୍ଵ ଐତିହ୍ୟ ସୂର୍ଯ୍ୟମନ୍ଦିର ନିୟମିତ ଭାବେ ଦୁର୍ଘଟଣା ଘଟୁଥିବାକୁ ଦୃଷ୍ଟିରେ ଏପରି ନିୟମ କରାଯାଇଛି । ଏହି କଟକଣା ପରେ

OSRTC ବସ-ଟ୍ରକ ମୁହାଁମୁହିଁ, ୪ ଗୁରୁତର

କାମାକ୍ଷାନଗର:  ଭୟାବହ ଦୁର୍ଘଟଣା । OSRTC ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ବସଟି ଭୁବନେଶ୍ବରରୁ ରାଉରକେଲା ଯାଉଥିବା ସମୟରେ

ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଫର୍ମପୂରଣ ଆରମ୍ଭ

କଟକ: ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଫର୍ମପୂରଣ ଚାଲିବ । ଏନେଇ

ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ଅପରାହ୍ଣ ୪ଟାରୁ ବନ୍ଦ ହେବ ପ୍ରଚାର

ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ କାଲି ଥମିବ ପ୍ରଚାର । ଆସନ୍ତାକାଲି ଅପରାହ୍ଣ ୪ଟାରୁ ପ୍ରଚାର ବନ୍ଦ ହେବ । ଏହା୧୧ ତାରିଖ ସନ୍ଧ୍ୟା ୬ଟା ୩୦ଯାଏ ଜାରି ରହିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ କହିଛନ୍ତି । ଆସନ୍ତା ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ

ରହସ୍ୟ ମଧ୍ୟରେ ରହିଗଲା ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣା…..!

ସିନ ରି- କ୍ରିଏସନ୍ କୁ ନେଇ ବି ଉଠୁଛି ଅନେକ ପ୍ରଶ୍ନ...! ମୁଖ୍ୟ ଅଭିଯୁକ୍ତ ଗିରଫ ହେଲେ ସତ ତଥାପି ହତ୍ୟା ର କାରଣ ଅସ୍ପଷ୍ଟ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ହାଇ ପ୍ରୋଫାଇଲ ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାର ରହସ୍ୟ ରେ ରହିଗଲା। ଏହି ହତ୍ୟା କାଣ୍ଡ ରେ ସମ୍ପୃକ୍ତି ଥିବା ଦର୍ଶାଇ

ଭୁବନେଶ୍ୱରରେ ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍‌ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସଡ଼କ

ଏଲନ ମସ୍କଙ୍କ ଦରମା, ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ

ଶୀର୍ଷକଟି ଟିକେ ଅଡୁଆ ଲାଗୁଥାଇପାରେ, କିନ୍ତୁ ଏହା ସତ୍ୟ। ବିଶ୍ଵର ବଡ଼ ଧନୀମାନଙ୍କ ମଧ୍ୟରୁ ଅନ୍ୟତମ ଏଲନ ମସ୍କଙ୍କ ଦରମା ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ ସଙ୍ଗେ ସମାନ। ବିଶ୍ଵର ସୁବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ଦରମା କେତେ ତାହା ଜାଣିବାକୁ ଅନେକଙ୍କ ମନରେ ଉତ୍ସୁକତା ରହିଥିବ

ଦିଲ୍ଲୀ ବିମାନବନ୍ଦରରେ ବଳମ୍ବ ହେଲା ୧୦୦ଟି ବିମାନ ଉଡ଼ାଣ, ATC ସିଷ୍ଟମରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦର ଅନୁଯାୟୀ, ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ସିଷ୍ଟମରେ ଏକ ଯାନ୍ତ୍ରିକ ସମସ୍ୟା ଯୋଗୁଁ ଶୁକ୍ରବାର ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (IGIA)ରେ ଅତି କମରେ ୧୦୦ ଟି ବିମାନ ଉଡ଼ାଣ ବିଳମ୍ବିତ ହୋଇଥିଲା । ବିମାନ

ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ, ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ । ରାଷ୍ଟ୍ର ଚେତନାକୁ ଜାଗ୍ରତ କରୁଥିବା ଭାବପୂର୍ଣ୍ଣ ବନ୍ଦନା ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ତମ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରବ୍ୟାପୀ ସ୍ମରଣୋତ୍ସବର ଶୁଭାରମ୍ଭ

ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ଏବଂ ବ୍ଲାକମେଲିଂ, ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ଆହତ

କୌଶାମ୍ବୀ: ଉତ୍ତର ପ୍ରଦେଶର କୌଶାମ୍ବୀ ଜିଲ୍ଲାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ସମ୍ପର୍କରେ ଫସାଇବା, ଦୁଷ୍କର୍ମ କରିବା ଏବଂ ବ୍ଲାକମେଲ୍ କରିବା ଅଭିଯୋଗରେ ଅଭିଯୁକ୍ତ ଜଣେ ବ୍ୟକ୍ତି ପୋଲିସ ଏନକାଉଣ୍ଟରରେ ଆହତ ହୋଇଛନ୍ତି, ଶୁକ୍ରବାର ଦିନ ଅଧିକାରୀମାନେ କହିଛନ୍ତି । ପୋଲିସ