Sign in
Sign in
Recover your password.
A password will be e-mailed to you.
ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ!-->…
ବରିଷ୍ଠ ନାଗରିକଙ୍କଠାରୁ ଦେଢ କୋଟି ଲୁଟିନେଲେ ସାଇବର ଠକ
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଡିଜିଟାଲ ଆରେଷ୍ଟ କରି ଦେଢ କୋଟି ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସାଇବର ଠକମାନେ ଡିଜିଟାଲ ଆରେଷ୍ଟ କରି ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ଏହି ଅର୍ଥ ଲୁଟି ଥିବା ସାଇବାର ଥାନାରେ ଅଭିଯୋଗ ହୋଇଛି । ସାଇବାର ଠକମାନେ କଷ୍ଟମ୍ ବିଭାଗ ଅଧିକାରୀ!-->…
ଓଏସ୍ଏସ୍ସି ଅଫିସ ଆଗରେ ଆଣ୍ଠେଇ କାନମୋଡ଼ି ଚାପୁଡ଼ା ଖାଇ ଧାରଣା ଦେଲେ ଆଶାୟୀ।
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍ଏସ୍ସି) ଦ୍ବାରା ପରିଚାଳିତ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପ୍ରକ୍ରିୟାରେ ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଉନି। ସଂସ୍କୃତ ବ୍ୟତୀତ ଅନ୍ୟ ଟିଜିଟି ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଇଛି।!-->…
୧୪ ଓ ୧୯ ତାରିଖରେ ଆସୁଛି ଆଉ ୨ଟି ଲଘୁଚାପ !
ଭୁବନେଶ୍ୱର : ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ!-->…
ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି, ୧୭ ଗୁରୁତର
ଅନୁଗୋଳ: ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି । ୧୭ ଜଣ ଗୁରୁତର ହୋଇଛନ୍ତି । ସମ୍ବଲପୁରର ମାଆ ସମଲେଶ୍ୱରୀ ଦର୍ଶନ ପାଇଁ ଏକ ଟୁରିଷ୍ଟ ଗାଡ଼ିର ଲୋକମାନେ ଯାଉଥିବା ବେଳେ ଯାଉଥିବା ବେଳେ ଡିଭାଇଡର ପିଟି ହୋଇଥିଲା । ୫୫ ନମ୍ବର ଜାତୀୟ ରାଜ ପଥର ଅନୁଗୋଳ ଜିଲ୍ଲା ହଣ୍ଡପା!-->…
ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ହତ୍ୟା
ରାୟଗଡା: ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା ସ୍ପଷ୍ଟ କରିଛି ଲାଲପୁର ପୋଲିସ । ଗତ!-->…
ଶ୍ରୀମନ୍ଦିରରୁ ପୁଣି ହିଡେନ କ୍ୟାମେରା ଜବତ
ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ । ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି । ଅବକାଶ ନୀତି ପରେ ଜଗମୋହନରେ ଦର୍ଶନ!-->…
କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣା: ଜଣେ ମୃତ,୧୫ରୁ ଅଧିକ ଆହତ
ଭଞ୍ଜନଗର : କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା । ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ୧୫ରୁ ଅଧିକ ଆହତ ହୋଇଛନ୍ତି । ବରଗଡ଼ ଠାରୁ ବ୍ରହ୍ମପୁର ଅଭିମୁଖେ ଶ୍ରୀରାମ ନାମକ ଯାତ୍ରୀବାହୀ ବସ୍ ଯାଉଥିଲା । କଳିଙ୍ଗା ଘାଟିରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ!-->…
ନୂଆପଡାରେ ନବୀନଙ୍କ ‘ରୋଡ ଶୋ’
ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡରେ ନବୀନଙ୍କ ରୋଡ ଶୋ’। ସ୍ବତନ୍ତ୍ର ବସରେ ପ୍ରଚାର କରୁଛନ୍ତି ନବୀନ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଲଥିଲେ ନେତା ଓ କର୍ମୀ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ!-->…
ଜିଲ୍ଲା ଏସପି କାର୍ଯ୍ୟାଳୟରେ ବନ୍ଦେ ମାତରଂ ସାମୁହିକ ସଙ୍ଗୀତ ଗାନ
ନୟାଗଡ଼: ବନ୍ଦେ ମାତରଂ ଜାତୀୟ ସଙ୍ଗୀତ ୧୫୦ ବର୍ଷ ପୂରଣ ଅବସରରେ ନୟାଗଡ଼ ଜିଲ୍ଲା ଏସପି କାର୍ଯ୍ୟାଳୟରେ ପୋଲିସ ମାନଙ୍କ ଦ୍ବାରା ସାମୁହିକ ସଙ୍ଗୀତ ଗାନ। ବନ୍ଦେ ମାତରଂ କେବଳ ଏକ ଶବ୍ଦ ନୁହେଁ,ଏକ ମନ୍ତ୍ର,ଏକ ଉର୍ଜା,ଏକ ସ୍ବପ୍ନ,ଏକ ସଙ୍କଳ୍ପ। ମାତୃଭୂମିର ସାଧନା ଏବଂ ଆରାଧନା। କୋଟି କୋଟି!-->…