Sign in
Sign in
Recover your password.
A password will be e-mailed to you.
ସୋର କୋର୍ଟରୁ ଚୋରି
ସୋର : ବାଲେଶ୍ୱର ଜିଲ୍ଲା ସୋର କୋର୍ଟରୁ ବିଳମ୍ବିତ ରାତିରେ ଚୋରି । ସୋର ଜେଏମ୍ଏଫସି ସିଭିଲ କୋର୍ଟର ମାଲଖାନାରେ ଗୁରୁତ୍ୱପୂର୍ଣ୍ଣ ଜିନିଷ ଚୋରୀ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ କୋର୍ଟ ରୁମ ଖୋଲାଥିବା ୱାଚ ମ୍ୟାନ ଦେଖିବାକୁ ପାଇଥିଲେ। ପରେ ସୋର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ!-->…
ଦୁଇ ଭାଇଙ୍କୁ ଦଳିଦେଲା ହାତୀ: ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକରେ ହାତୀ-ମଣିଷ ଲଢ଼େଇର କରୁଣ ପରିଣତି। ନିଜ ଦୁଇ ନାବାଳକ ପୁଅଙ୍କ ମଧ୍ୟରୁ ଜଣକୁ ହରାଇ ବୁକୁ ଫଟାଇ କାନ୍ଦୁଛି ଜନ୍ମଦାତ୍ରୀ ମାଆ। ଆଜି ସକାଳୁ ସକାଳୁ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ଵନାଥପୁର ବନାଞ୍ଚଳ ତ୍ରିଲୋଚନପୂର ପଞ୍ଚାୟତରୁ ଏକ!-->…
ବନ୍ଧକାଟିଆ ଗାଁରେ ବୁଲୁଛି ବାଘ, ଆତଙ୍କିତ ଲୋକେ
କଟକ: ସାବଧାନ । ଗାଁରେ ବୁଲୁଛି ବାଘ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଗାଁର ଶାରଦା ଶତପଥୀଙ୍କ ଘରେ ଲାଗିଥିବା ସିସି ଟିଭିରେ ବାଘ ବୁଲୁଥିବା ଭିଡିଓ କଏଦ ହୋଇଛି । ଏ ନେଇ ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ଖବର ଦେବାପରେ କଟକ ବନ!-->…
ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ବ୍ରହ୍ମପୁର କୋର୍ଟରେ ହାଜର …
ଗିରଫ ପରେ ଶାସକ ଓ ବିରୋଧୀ ଦଳ ମଧ୍ୟରେ କାଦୁଅ ଫୋପଡ଼ା ଫୋପାଡ଼ି...
ବ୍ରହ୍ମପୁର: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ ପରେ ଆଜି ତାକୁ ବ୍ରହ୍ମପୁର ଅଣାଯାଇଛି । ସୂଚନା ଥାଉକି ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା!-->!-->!-->…
ଶ୍ରୀମନ୍ଦିରରୁ ଡାଲଡା ଘିଅ ଜବତ, ସେବକଙ୍କୁ କୈଫିୟତ ମାଗିଲା ମନ୍ଦିର ପ୍ରଶାସନ
ପୁରୀ: ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡାଲଡା ଘିଅ କେଉଁଥିରେ ବ୍ୟବହାର କରାଯାଉଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ମୁଖ୍ୟ!-->…
ଡିଜିଟାଲ୍ ଆରେଷ୍ଟ୍ କରି ୩ ହଜାର କୋଟି ଲୁଟିଛନ୍ତି ସାଇବର ଠକ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ ଏପରି!-->…
ପାଇଖାନା ଟାଙ୍କିରେ ପଡ଼ି ୩ ଶିଶୁ ମୃତ
ବଡ଼ମ୍ବା: ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି। କଟକ ଜିଲା ବଡ଼ମ୍ବା ଥାନା ରଗଡ଼ିପଡ଼ାରେ ସୋମବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ମୃତକମାନଙ୍କ ମଧ୍ୟରେ ୨ ନାବାଳକ ଏବଂ ଜଣେ ନାବାଳିକା!-->!-->!-->…
ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ
ଭୁବନେଶ୍ବର : ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା । ଆଜି ବିଧିବଦ୍ଧ ଭାବେ ବିଜେପିରେ!-->…
ନୂଆପଡ଼ା ପ୍ରଚାର ମଇଦାନରେ ନବୀନ
ଭୁବନେଶ୍ବର: ନୂଆପଡ଼ା ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କୋମନା ତରବୋଡ଼ ନିର୍ବାଚନୀ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି । ବିଜେପି ଉପରେ ପ୍ରହାର କଲେ ନବୀନ। କହିଲେ, ଭୋଟ ଚୋରୀ କରି ସରକାର କଲେ। ଆଉ ଏବେ!-->…
ରାଜ ରାସ୍ତାରେ ଛାତ୍ରଛାତ୍ରୀ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ମଶାବାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭାବଗ୍ରାହୀ ମହାପାତ୍ରଙ୍କ ନିଲମ୍ବନକୁ ବିରୋଧ କରିବା ସହ ପ୍ରତ୍ୟାହାର ଦାବିରେ ରାଜରାସ୍ତାରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମିଳିତ ବିକ୍ଷୋଭ।ସୂଚନାଯୋଗ୍ୟ ଗତ ଦୀପାବଳୀ ଅବସରରେ ବିଦ୍ୟାଳୟ ଛୁଟି!-->…