Sign in
Sign in
Recover your password.
A password will be e-mailed to you.
ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ କମିଟିର ଜେନେରାଲ ବଡି ସମାବେଶରେ ୨୫ତମ ପାର୍ଟି ମହା ଅଧିବେଶନର ରିପୋର୍ଟିଂ
ବ୍ରହ୍ମପୁର : ପଞ୍ଜାବର ରାଜଧାନୀ ଚଣ୍ଡିଗଡ ଠାରେ ଅକ୍ଟେ।ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ସିଜିଆଇର ୨୫ ତମ ମହାଅଧିବେଶନର ନିର୍ଦ୍ଧାରଣ ସଂପର୍କରେ ବ୍ରହ୍ମପୁର ଆଞ୍ଚଳିକ ପରିଷଦର ଜେନେରାଲ ବଡ଼ି ସମାବେଶ ରେ ଆଜି ରିପୋର୍ଟିଂ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ସିପିଆଇ ଗଞ୍ଜାମ ଜିଲ୍ଲା!-->…
ବସ ଚଳାଉ ଚଳାଉ ଚାଳକଙ୍କ ମୃତ୍ୟୁ
ନୟାଗଡ଼: ବସ ଚଳାଉ ଚଳାଉ ଚାଳକଙ୍କ ମୃତ୍ୟୁ ନିଜେ ଆରପାରିକୁ ଚାଲିଗଲେ କିନ୍ତୁ ବଞ୍ଚେଇଦେଲେ ୪୦ରୁ ଅଧିକ ଜୀବନମୃତ୍ୟୁ କେତେବେଳେ କେଉଁଠି ଓ କିପରି ଆସିବ ତାହା ଆଜିକାଲି ଆକଳନ କରିବା ସ୍ୱପ୍ନର ବାହାରେ | ହଠାତ୍ ଚଳନ୍ତା ବସ୍ରେ ହେଲା ଡ୍ରାଇଭରଙ୍କ ହୃଦଘାତ, ତଥାପି ବସ୍ଟିକୁ ରାସ୍ତା କଡ଼କୁ!-->…
ଶିକ୍ଷକ ବନିଲେ ଜିଲ୍ଲାପାଳ
ନୟାଗଡ : ସ୍କୁଲରେ ଜିଲ୍ଲାପାଳ । ପିଲାମାନଙ୍କୁ ପାଠ ପଢାଇଲେ,ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ,ପିଲାମାନଙ୍କ ସହ ମଧ୍ୟାହ୍ନ ଭୋଜନ ବି ଖାଇଲେ । କେବଳ ସେତିକି ନୁହେଁ,ନିୟମ ଖିଲାପକାରୀ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ମଧ୍ୟ!-->…
ରୟାଲ ଫାର୍ମାସୀ କଲେଜ ନିର୍ଦ୍ଦେଶକ ପ୍ରଫେସର ପି.ଏନ୍.ମୂର୍ତ୍ତିଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ
ବ୍ରହ୍ମପୁର : ସ୍ଥାନୀୟ ଅନ୍ଧପସରା ରୋଡଠାରେ ଅବସ୍ଥିତ ରୟାଲ ଫାର୍ମାସୀ କଲେଜର ନିର୍ଦ୍ଦେଶକ ପ୍ରଫେସର ପି.ଏନ୍.ମୂର୍ତ୍ତିଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କଲେଜ ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା!-->…
ଆଦିବାସୀ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ଯକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ଯ, ଯୁବ ରେଡକ୍ରସ୍ କାଉନସେଲର ମାନସ ରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ!-->…
ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟ ପରିସରରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ର ରେ କାର୍ଯ୍ୟ ଆରମ୍ଭ ହୋଇଛି l ଉପ କୋଷାଗାର ଅଧିକାରୀ ସୁଧାକର କହଁର, ପ୍ରଭାତ ନାୟକ,!-->…
ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ: ଦିଲ୍ଲୀ ବଜିରପୁର ଶିଳ୍ପାଞ୍ଚଳରେ ଶନିବାର ଏକ ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀର ୯ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ବିହାର ଥାନା ଅଞ୍ଚଳରେ ଥିବା ଏହି କାରଖାନାରେ ଷ୍ଟିଲ୍ ଆଲୁମିନିୟମ୍ ବାସନ କୁସନ ପ୍ରସ୍ତୁତ ହୁଏ।!-->…
ଧର୍ମେନ୍ଦ୍ର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି!-->…
ରାଷ୍ଟ୍ରପତି ନିର୍ବାଚନକୁ ବିରୋଧ: ତାଞ୍ଜାନିଆରେ ହିଂସା, ୭୦୦ ମୃତ
ଡୋଡୋମା: ରାଷ୍ଟ୍ରପତି ନିର୍ବାଚନରେ ଦେଖାଦେଇଥିବା ଅନିୟମିତତାକୁ କେନ୍ଦ୍ରକରି ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶିତ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଏହା ହିଂସାର ରୂପ ନେଇଥିଲା। ପୁଲିସ ସହ ସଂଘର୍ଷରେ ପ୍ରାୟ ୭୦୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ!-->…
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳାଚକଟାରେ ଆହତ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା!-->…