ପ୍ରଥମ ପରୀକ୍ଷଣ ସଫଳ, ଜେୱର ବିମାନବନ୍ଦରରେ ଘରୋଇ ଉଡ଼ାଣ ପାଇଁ ରାସ୍ତା ସଫା

ନୋଏଡା: ଉତ୍ତର ପ୍ରଦେଶ ଜେୱରରେ ନିର୍ମିତ ବିମାନବନ୍ଦରରେ ପ୍ରଥମ କାଲିବ୍ରେସନ ବିମାନ ସଫଳତାପୂର୍ବକ ଅବତରଣ କରିଛି। ବନ୍ଦରର ସମସ୍ତ ପ୍ରଯୁକ୍ତିବିଦ୍ୟା ସୁବିଧା, ରନୱେ ଓ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଜାତୀୟ ମାନକ ଅନୁସାରେ ଯୋଗ୍ୟ କି ନାହିଁ ତାହା ପରୀକ୍ଷା ପାଇଁ ଏହି ପରୀକ୍ଷାମୂଳକ ଅବତରଣ

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା: ୧୨ମୃତ, ମୃତକଙ୍କ ମଧ୍ୟରେ ଓଡ଼ିଆ ଯୁବତୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ଏହି ଘଟଣା ଜଣାପଡ଼ିବା ପରେ

ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନ୍ୟାସନାଲ ଟେଷ୍ଟି ଏଜେନ୍ସୀ ଅଧିନରେ ସେସନ-୧ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଅପେକ୍ଷା କରିଥିବା ପ୍ରାର୍ଥୀ ତୁରନ୍ତ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ଏନଟିଏର ଅଫିସିଆଲ ୱେବସାଇଟ୍

ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୩ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ ଏପରି ଅଘଟଣ ଘଟିଥିବା ଜଣାପଡିଛି ।

୩ ଦିନରେ ମିଳିବ ଜିଏସଟି ପଂଜୀକରଣ ମଂଜୁରୀ

ନୂଆଦିଲ୍ଲୀ : ଜିଏସଟି ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିଛନ୍ତି। ଆଜିଠାରୁ (November 1) ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ସରକାରଙ୍କର ଏହି ସରଳ ଜିଏସଟି ପଂଜୀକରଣ ସ୍କିମ ଦ୍ବାରା ଛୋଟ ଓ ମଧ୍ୟମ ଧରଣର ବ୍ୟବସାୟୀମାନେ

ତେଜପ୍ରତାପଙ୍କ ବିରୋଧରେ ପ୍ରଚାର କରିବିନି: ରାବ୍ରୀ ଦେବୀ

ବିହାର: ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ ଲାଲୁ ପରିବାରରୁ ବିତାଡ଼ିତ ନେତା ତଥା ନିଜ ବଡ଼ପୁଅ ତେଜପ୍ରତାପ ଯାଦବଙ୍କ ସମ୍ପର୍କରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ । ସେ କହିଛନ୍ତି ଯେ ତେଜପ୍ରତାପଙ୍କ ବିରୋଧରେ ପ୍ରଚାର କରିବେ ନାହିଁ ଓ ସେ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୪୪ ଟି ତହସିଲ୍‌ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ ସହଜ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ

ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ..!

ବ୍ରହ୍ମପୁର : ପୁଣି ଏମ.କେ.ସି.ଜି ରୁ ଆସିଲା ରାଗିଙ୍ଗ ଅଭିଯୋଗ। ଏନେଇ ପରିସରରେ ଏକ ଉଚ୍ଚସ୍ତରୀୟ ବୈକଠ ବସିଥିବା ଜଣାଯାଇଛି। ବାରମ୍ବାର ଏହି ପରି ଆସୁଥିବା ବେନାମୀ ରାଗିଙ୍ଗ ଅଭିଯୋଗର ସତ୍ୟାସତ୍ୟ ଯାଞ୍ଜ କରିବାକୁ ଦାବି କରିଛନ୍ତି, ଛାତ୍ରଚାତ୍ରୀ। ଅନ୍ୟପକ୍ଷେ ନିକଟରେ ଆସିଥିବା।ଏହି ପରି

ରାତି ୧୧ଟା ଯାଏ ବାଲିଯାତ୍ରାରେ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ

ଯୁବତୀଙ୍କୁ ଗଣଦୁଷ୍କର୍ମ: ୨ ଅଭିଯୁକ୍ତ ଅଟକ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡିଠାରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଆଜି ପୀଡ଼ିତା ଜଣକ ବୀର ମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ହିକୁଡି ଗାଁର ଜଣେ