Sign in
Sign in
Recover your password.
A password will be e-mailed to you.
ପିଓକେରେ ବଢୁଛି ଆତଙ୍କବାଦୀ କାର୍ଯ୍ୟକଳାପ: ଭାରତକୁ ଅନୁପ୍ରବେଶ ଅପେକ୍ଷାରେ ୧୨୦ ଆତଙ୍କବାଦୀ
ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀର ସୀମା ଦେଇ ପାକିସ୍ତାନ ପଟୁ ଭାରତ ମଧ୍ୟକୁ ପ୍ରବେଶ କରିବାକୁ ୧୨୦ ଆତଙ୍କବାଦୀ ସୁଯୋଗ ଅପେକ୍ଷାରେ ଅଛନ୍ତି ବୋଲି ଗୁଇନ୍ଦା ବିଭାଗ ରିପୋର୍ଟରୁ ଜଣାପଡ଼ିଛି। ଗୁଇନ୍ଦା ବିଭାଗର ରିପୋର୍ଟ ଅନୁଯାୟୀ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଗତ କିଛିଦିନ ହେବ ଆତଙ୍କବାଦୀ!-->…
ଫେବ୍ରୁଆରି ୧୭ରୁ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) 2026 ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି। ପ୍ରକାଶିତ ତାରିଖ ଅନୁଯାୟୀ, CBSE ଦଶମ ପରୀକ୍ଷା ଫେବୃଆରୀ 17, 2026 ରୁ ଆରମ୍ଭ ହୋଇ ମାର୍ଚ୍ଚ 10, 2026 ପର୍ଯ୍ୟନ୍ତ ଚାଲିବ, ଯେତେବେଳେ କି ଦ୍ୱାଦଶ ପରୀକ୍ଷା!-->…
ହିନ୍ଦୀରେ ପ୍ରେସକ୍ରିପସନ ଲେଖିବେ ଏମ୍ସ ଡାକ୍ତର
ନୂଆଦିଲ୍ଲୀ: ଦିଲ୍ଲୀରେ ଥିବା ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ ବା AIIMSର ଡାକ୍ତରମାନେ ଏବେ ହିନ୍ଦୀରେ ପ୍ରେସକ୍ରିପସନ୍ ଲେଖିବେ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଡାକ୍ତରମାନଙ୍କୁ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟରେ ହିନ୍ଦୀ ବ୍ୟବହାର କରିବାକୁ ଉତ୍ସାହିତ କରାଯିବ। ହିନ୍ଦୀରେ!-->…
ଗେରୁଆ ନଦୀରେ ବୁଡ଼ିଲା ଡଙ୍ଗା, ୮ ନିଖୋଜ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ବହରାଇଚ ବଡ଼ ଅଘଟଣ । ଗେରୁଆ ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ୨୨ ଜଣ ବୁଡ଼ିଯାଇଛନ୍ତି । ଏହି ଘଟଣାରୁ ୧୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ୮ ଜଣ ନିଖୋଜ ରହିଛନ୍ତି । ଏସଡିଆରଏଫ ଏବଂ ଏନଡିଆରଏଫ ଟିମ୍ ରେସକ୍ୟୁ ଅପରେସନରେ ଲାଗିପଡିଛି ।!-->…
କଣ୍ଟ୍ରାକ୍ଟ କିଲର ଲଗାଇ ଭିଣେଇକୁ ମାରିଲା ଶାଳୀ
ମଧ୍ୟପ୍ରଦେଶ: ବିବାହ ପୂର୍ବରୁ ଭିଣେଇ ସହ ଅବୈଧ ସମ୍ପର୍କ ରଖିଥିଲା ଶାଳୀ । ବାହା ହୋଇଗଲା ପରେ ଆରମ୍ଭ ହେଲା ସମସ୍ୟା । ଭିଡିଓ ରଖି ବାରମ୍ବାର ଶାଳୀକୁ ବ୍ଲାକମେଲ୍ କରୁଥିଲା ଭିଣେଇ । ଏଥିରେ ଅତିଷ୍ଠ ହୋଇଗଲା ଶାଳୀ ଆଉ ସବୁଦିନ ପାଇଁ ଭିଣେଇକୁ ରାସ୍ତାରୁ ହଟାଇବା ପାଇଁ ଚିନ୍ତା କଲା । ଠିକ୍!-->…
ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ
ଉତ୍ତର ପ୍ରଦେଶ: ଯୌତୁକ ପାଇଁ ସ୍ତ୍ରୀକୁ ନିର୍ଯାତନା ଦେଲା ସ୍ବାମୀ । ସାତ ଜନ୍ମ ପାଇଁ ହାତ ଧରିଥିଲା କିନ୍ତୁ ଗୋଟିଏ ଜନ୍ମ ପାଇଁ ବି ସାଥ୍ ଦେଲାନି । ଓଲଟା ହତ୍ୟା କରି ଦୁର୍ଘଟଣାର ରୂପ ଦେଲା ସ୍ବାମୀ । ଉତ୍ତର ପ୍ରଦେଶର ଗୋଣ୍ଡା ଜିଲ୍ଲାରେ ଏମିତି ଏକ ଚାଞ୍ଚଲ୍ୟ ଖବର ଆସିଛି । ଜଣେ ସ୍ୱାମୀ!-->…
ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରମ୍ପ
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ବଡ଼ ଘୋଷଣା । ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରମାଣୁ ଅସ୍ତ୍ର ପରୀକ୍ଷା ପାଇଁ ପେଣ୍ଟାଗନକୁ ନିର୍ଦ୍ଧେଶ ଦେଇଛନ୍ତି ଟ୍ରମ୍ପ। ଚୀନ୍ ଓ ରୁଷ ଚାଲୁ ରହିଥିବା!-->…
ଭାରତ ସାମୁଦ୍ରିକ ସପ୍ତାହରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର
ମୁମ୍ବାଇ: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଭାରତ ସାମୁଦ୍ରିକ ସପ୍ତାହ(IMW) ୨୦୨୫ରେ ଓଡ଼ିଶା ଷ୍ଟଲ୍କୁ ଶ୍ରେଷ୍ଠ ପୁରସ୍କାର ମିଳିଛି।!-->…
ବରିଷ୍ଠ ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ
ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ!-->…
ଗଜପତି ଓ କୋରାପୁଟ ‘ମନ୍ଥା’ରେ ସର୍ବାଧିକ ପ୍ରଭାବିତ
ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ମନ୍ଥା’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁଁ ୩ଟି ସ୍ଥାନରେ ଭୂସ୍ଖଳନ ହୋଇଛି। ଗଜପତି ଜିଲାର ରାମଗିରି (ବଡ଼ଗାଁ-ଅନଘା ମୁଖ୍ୟ ରାସ୍ତା) ଓ କାଶୀନଗର ଗର୍ଭାଠାରେ ୨ଟି ଭୂସ୍ଖଳନ ଘଟଣା ଏବଂ କୋରାପୁଟ ଜିଲାର ବରିପୁର!-->…