ଏସ୍‌ଜେ-୧୦୦ ଯାତ୍ରୀବାହୀ ବିମାନ ନିର୍ମାଣ ଲାଗି ରୁଷ୍‌-ଭାରତ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ: ଯାତ୍ରୀବାହୀ ବିମାନ ନିର୍ମାଣ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ୍‌) ତରଫରୁ ରୁଷ୍‌ର ପବ୍ଲିକ ଜଏଣ୍ଟ ଷ୍ଟକ୍‌ କମ୍ପାନୀ ୟୁନାଇଟେଡ୍‌ ଏୟାରକ୍ରାଫ୍ଟ କର୍ପୋରେସନ୍‌ (ପିଜେଏସ୍‌ସି-ୟୁଏସି) ସହ ଚୁକ୍ତି କରାଯାଇଛି। ଏସ୍‌ଜେ-୧୦୦ ନାମକ ଯାତ୍ରୀବାହୀ ବିମାନ ନିର୍ମାଣ

ରିଲ୍ସ କରିବା ବେଳେ ନଦୀକୁ ଖସିପଡ଼ିଲେ ବିଜେପି ବିଧାୟକ

ନୂଆଦିଲ୍ଲୀ: ସାମାଜିକ ଗଣମାଧ୍ୟମରେ ରିଲ୍ କରିବା ସମୟରେ ଦିଲ୍ଲୀ ବିଜେପି ବିଧାୟକ ରବିନ୍ଦର ସିଂହ ନେଗୀ ଭାରସାମ୍ୟ ହରାଇ ଯମୁନା ନଦୀରେ ଖସିପଡିଛନ୍ତି। ବିଧାୟକ ନେଗୀ ନଦୀରେ ଖସିପଡିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବାବେଳେ ବିରୋଧୀ ଏହାକୁ ନେଇ କଟାକ୍ଷ କରୁଛନ୍ତି। ଏହି ୧୯

ରଜନୀକାନ୍ତ ଓ ଧନୁଷଙ୍କ ଘରକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ଚେନ୍ନଇ: ସୁପରଷ୍ଟାର୍‌ ରଜନୀକାନ୍ତ ଓ ଅଭିନେତା ଧନୁଷଙ୍କ ଘରକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲ୍‌ ଯୋଗେ ଧମକ ମିଳିବା ପରେ ଚେନ୍ନଇରେ ହଇଚଇ ସୃଷ୍ଟି ହୋଇଯାଇଥିଲା। ପୁଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଏକ ଅଜ୍ଞାତ ଆକାଉଣ୍ଟରୁ ତାମିଲନାଡୁ ପୁଲିସ ମହାର୍ଦେଶକଙ୍କ କାର୍ଯ୍ୟାଳୟକୁ ଏକ

ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଯୋଧପୁର : ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ହାଇକୋର୍ଟ ଆଶାରାମ ବାପୁଙ୍କୁ ମେଡିକାଲ ଗ୍ରାଉଣ୍ଡରେ ୬ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ହାଇକୋର୍ଟରୁ ମୁଖ୍ୟ ନ୍ୟାୟାଧୀଶ ସଂଜୀବ ପ୍ରାକାଶ ଶର୍ମା

ରିଓ ଡୋ ଜେନେରିଓରେ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ପୋଲିସର ବଡ଼ ଅଭିଯାନ, ୬୪ ମୃତ

ବ୍ରାଜିଲ : ବ୍ରାଜିଲ ରାଜଧାନୀ ରିଓ ଡୋ ଜେନେରିଓରେ ପୋଲିସର ବଡ଼ ଅଭିଯାନ । ଏଠାରେ ଅପରାଧୀ ଏବଂ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ଼ ଅଭିଯାନରେ ଚାରି ଜଣ ପୋଲିସ ଅଧିକାରୀ ଓ ପ୍ରାୟ ୬୪ ଜଣ ଲୋକ ପ୍ରାଣ ହରାଇଛନ୍ତି । ବ୍ରାଜିଲର ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଅଭିଯାନ ଆରମ୍ଭ କରିଛି ।

ଚିକିତ୍ସାରେ ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ଵର: ଶିଶୁ ମୃତ୍ୟୁ ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ଚିକିତ୍ସା ଅବହେଳା ପାଇଁ ଜଣେ ୩ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଜମାଳପୁର ଅଞ୍ଚଳର ଶମ୍ଭୁନାଥ ରାଉଳଙ୍କ ତିନିମାସର ଶିଶୁ

ଟିପିଏସ୍ଓଡିଏଲର ଦୃଢ଼ ପ୍ରସ୍ତୁତି; ବାତ୍ୟା ମୋନ୍ଥାର ସଫଳ ମୁକାବିଲା

ଅତ୍ୟନ୍ତ ଆବଶ୍ୟକ ଭିତ୍ତିଭୂମିରେ ୧୦୦% ବିଜୁଳି ଯୋଗାଣ ସ୍ୱାଭାବିକ ବାତ୍ୟା ପରେ ୯୮% ପୁନରୁଦ୍ଧାର କାର୍ଯ୍ୟ ଶେଷ ୧୮ ଘଣ୍ଟାରେ ରେକର୍ଡ଼ ଅଞ୍ଚଳରେ ପୁନରୁଦ୍ଧାର ବ୍ରହ୍ମପୁର : ବାତ୍ୟା ମୋନ୍ଥା ପ୍ରଭାବରେ ସମଗ୍ର ଦକ୍ଷିଣ ଓଡ଼ିଶାରେ ପବନ ଏବଂ ବର୍ଷା ଦେଖିବାକୁ ମିଳିଥିଲା। ଟିପି

ମାଟି ଅତଡା ଧସି ୨୦ଆଦିବାସୀ ଗ୍ରାମକୁ ଯାତାୟତ ଠପ୍

ପାତ୍ରପୁର: ସାମୁଦ୍ରିକ ଝଡ ମନ୍ଥା ପ୍ରଭାବରେ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ୍ ରେ ଜିଲ୍ଲାର ସର୍ବାଧିକ ବୃଷ୍ଟି ରେକଡ୍ ହୋଇଛି। ବର୍ଷା ଫଳରେ ଦୁର୍ଗମ ପାହାଡ ଅଞ୍ଚଳରେ ଆଦିବାସୀ କରିଥିବା ବିଭିନ୍ନ ଫସଲ ମାଟିରେ ଅତଡାରେ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି। ଗତକାଲି ରାତିରେ ପ୍ରବଳ ବର୍ଷା ଫଳରେ

ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟପାଳ

ଭୁବନେଶ୍ବର: ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପଟି। ଏ ନେଇ ରାଜଭବନ ମିନି କନଫରେନ୍ସ ହଲ​‌ରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ଅଧିକାରୀମାନଙ୍କ ସହିତ ଆଲୋଚନା କରିବା ସହିତ ବିଭିନ୍ନ ସେକ୍ସନର ପ୍ରଦର୍ଶନର ମୂଲ୍ୟାଙ୍କନ କରିଥିଲେ। ବିଶେଷ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଏସଟି ଅଧିକାରୀ

ଟିଟିଲାଗଡ଼:  ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଟିଟିଲାଗଡ଼ ସି.ଟି. ଏଣ୍ଡ ଜି.ଏସ.ଟି. ଅଧିକାରୀ ଉମାକାନ୍ତ ମହାକୁର । ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ ମହାକୁର । ରମେଶଙ୍କୁ ୨୩