ଡିସେମ୍ବରରେ ସ୍ୱଦେଶ ଫେରିବେ ଶେଖ୍ ହସିନା: କହିଲେ ‘ମୃତ୍ୟୁ ଦଣ୍ଡକୁ ମୋର ଡର ନାହିଁ’

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର ଏକ ସମ୍ବୋଧନରେ ସେ କହିଛନ୍ତି ଯେ ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ ଫେରିବେ। ଯଦିଓ ସେ ପ୍ରତ୍ୟାବର୍ତ୍ତନର କୌଣସି ସଠିକ୍ ତାରିଖ

ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି : ନେତାନ୍ୟାହୁ

ଜେରୁଜେଲମ୍‌ : ଇରାନ ସହ ଜାରି ଥିବା ତିକ୍ତତା ଓ ବିଶ୍ୱ ରାଜନୀତିର ପରିବର୍ତ୍ତିତ ପରିସ୍ଥିତି ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ-ଇସ୍ରାଏଲ ସମ୍ପର୍କକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା

ବିଜୟ ସରକାର ବଜେଟ : ମହିଳାଙ୍କୁ ସୁନା କଏନ ଓ ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ

ତାମିଲନାଡ଼ୁ : ତାମିଲନାଡୁର ବିଜୟ ସରକାର ବଜେଟ ୨୦୨୬-୨୭ରେ ମହିଳାମାନଙ୍କୁ ବଡ଼ ଉପହାର ଦେଇଛନ୍ତି । ବଜେଟରେ ବ୍ରଦର୍ସ ଗିଫ୍ଟ ସ୍କିମ ଅଧିନରେ ମହିଳାଙ୍କୁ ୮ ଗ୍ରାମର ସୁନାର କଏକ ଏବଂ ସିଲ୍କ ଶାଢି ଯୋଜନା ପାଇଁ ୮୧୨ କୋଟି ଟଙ୍କାର ପ୍ରସ୍ତାବ ଆଗତ କରିଛନ୍ତି । ଏହାକୁ ଝିଅ ବିବାହ ସମୟରେ

ଲୋହିତ ସାଗରରେ ଭାରତୀୟ ଜାହାଜ ଉପରେ ଆକ୍ରମଣ, ୧୩ କ୍ରୁ ସଦସ୍ୟ ଉଦ୍ଧାର

ନୂଆଦିଲ୍ଲୀ : ଲୋହିତ ସାଗରରେ ଭାରତୀୟ ଜାହାଜକୁ ଆକ୍ରମଣ । ଜାହାଜରେ ଥିବା ସମସ୍ତ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ୟେମେନ ସରକାରୀ ସେନା ପକ୍ଷରୁ କୁହାଯାଇଛି । ଜାହାଜ ବୁଡ଼ିଯାଇ ଥିବା ବେଳେ ଏଥିରେ ଥିବା ୧୩ ଭାରତୀୟଙ୍କ ସହ ୧୪ ନାବିକ ସୁରକ୍ଷିତ ଉଦ୍ଧାର

ରାମ ଦରବାରରେ ବନ୍ଦ ହେଲା ଭିଆଇପି ଦର୍ଶନ ବ୍ୟବସ୍ଥା

ଅଯୋଧ୍ୟା : ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯାଇଛି । ଏବେ ରାମମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସ୍ୱତନ୍ତ୍ର

ବୀମା ନଥିଲେ ପେଟ୍ରୋଲ ବନ୍ଦ, ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ : ବୀମା ନଥିଲେ ପେଟ୍ରୋଲ ବନ୍ଦ । ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ପଦକ୍ଷେପ । ଦେଶରେ ଥାର୍ଡ ପାର୍ଟି ମୋଟର ବୀମାକୁ ବାଧ୍ୟତାମୂଳକ କରିବା ଦିଗରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଧ ଥାର୍ଡ ପାର୍ଟି ବୀମା ନଥିବା ଗାଡ଼ିକୁ ପେଟ୍ରୋଲ

ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ! ମିଳିବ ବିଶ୍ୱସ୍ତରୀୟ ଶିକ୍ଷା

ନୂଆଦିଲ୍ଲୀ: ଭାରତୀୟ ଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ଯୁଗର ଆରମ୍ଭ ! ଏବେ ଦେଶ ଛାଡ଼ି ବିଦେଶ ଯିବାର ଆବଶ୍ୟକତା ନାହିଁ। ଭାରତରେ ହିଁ ମିଳିବ ବିଶ୍ୱସ୍ତରୀୟ ଶିକ୍ଷା। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, UGC ଏକ ବଡ଼ ନିଷ୍ପତ୍ତି ନେଇ ୧୫ଟି ପ୍ରସିଦ୍ଧ ବିଦେଶୀ ବିଶ୍ୱବିଦ୍ୟାଳୟକୁ ଭାରତରେ

ରୋଟାରୀ କ୍ଲବ୍ ନୟାଗଡ଼ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ନୟାଗଡ଼ : ରୋଟାରୀ କ୍ଲବ୍ ନୟାଗଡ଼ ପକ୍ଷରୁ ଆଜି ଓଡ଼ିଆ ସାମ୍ବାଦିକତା ଦିବସ ଗରିମାମୟ ପରିବେଶରେ ପାଳିତ ହୋଇଯାଇଛି। କ୍ଲବ୍ ସଭାପତି ରୋଟାରିଆନ ବାସୁଦେବ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରୋଟାରୀ ଜୋନାଲ ଚେୟାରମ୍ୟାନ ରୋଟାରିଆନ ସରୋଜ କୁମାର ଦାଶ ମୁଖ୍ୟ ଅତିଥି ଭାବେ

ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପେନସନରମାନଙ୍କ ଧାରଣା

ବ୍ରହ୍ମପୁର : ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲ୍ଲା ଶାଖାର ଶତାଧିକ ସଭ୍ୟ ସଭାପତି ଡି. ମୋହନ ରାଓଙ୍କ ନେତୃତ୍ଵରେ ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସିଥିଲେ I ଶ୍ରୀମତୀ ତୁଳନା ବର୍ଧନ ସ୍ୱାସ୍ଥ୍ୟ ପରିଦର୍ଶିକା ଭାବେ

୩୨୦ କିଲୋ ଗଞ୍ଜେଇ ସହ ପିକଅପ୍ ଭ୍ୟାନ୍ ଜବତ, ୨ ଅଭିଯୁକ୍ତ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ ବଡଲିଗୁଡା ଅଞ୍ଚଳରେ ମଙ୍ଗଳବାର କାଲିମେଳା ପୋଲିସ ବଡ଼ ଧରଣର ଗଞ୍ଜେଇ ଚାଲାଣ ବ୍ୟବସାୟ ଉପରେ ଚଢାଉ କରି ସଫଳତା ପାଇଛି । ସୂଚନା ଅନୁଯାୟୀ, ଗୁପ୍ତ ସୂଚନା ଆଧାରରେ ପୋଲିସ ବଡଲିଗୁଡା ଅଞ୍ଚଳରେ ଚଢାଉ କରି ଏକ ପିକଅପ୍ ଭ୍ୟାନ୍