ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍‌ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍‌ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ ପରିଣତ

ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ…

ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା । ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଉପସ୍ଥିତ ଥିଲେ ପୁରୀ ସାଂସଦ ସମ୍ବିତ

୧୦ ରୁ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ ।  ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ ।  ଚଳିତବର୍ଷ ମୋଟ ୩୪୦ଟି ଷ୍ଟଲ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶାଂସା କଲେ ମୋଦି, ମିଳିଲା ବଡ଼ ରାଜନୈତିକ ସମର୍ଥନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନ୍ମଦିନର ଶୁଭେଛା ଜଣାଇ ସୋସିଆଲ ମିଡିଆ X ରେ ଲେଖିଛନ୍ତି ​”ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ।

ଅର୍ବାନ ମେଡିକାଲ ଭିଜନ କେୟାର ପକ୍ଷରୁ ମାଗଣା ସ୍ଵାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା

ନୟାଗଡ଼ (ନିସର୍ତ୍ତ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ପଞ୍ଚାୟତ ପରିସରରେ ଯୁବ ସରପଞ୍ଚ ତଥା ସମାଜ ସେବୀ ଚିତ୍ତରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଅର୍ବାନ ମେଡିକାଲ ଭିଜନ କେୟାର ପକ୍ଷରୁ ମାଗଣା ସ୍ଵାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ

ସ୍କୁଟିକୁ ଧକ୍କା ଦେଲା ବସ୍; ଦୁଇ ମୃତ

ଭୁବନେଶ୍ବର : ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ନିକଟସ୍ଥ ଜମାଲପୁର ଛକରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଘରୋଇ ବସ୍ ସ୍କୁଟିକୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳା ସାମ୍ବାଦିକଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା

ରାଜକବି ରାଧାମୋହନ ବିଦ୍ୟାପୀଠରେ ବାର୍ଷିକ ଉତ୍ସବ

ଚିକିଟି : ଆଜି ଚିକିଟି ରାଜ କବି ରାଧାମୋହନ ବିଦ୍ୟାପୀଠ ରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ସାଂସଦ ପ୍ରତିନିଧି ଶ୍ରୀମତୀ ମିନା କୁମାରୀ ଦ୍ୟାନସାମନ୍ତରା,ମୁଖ୍ୟ ବକ୍ତା ଇ.ଦୁର୍ଗା ପ୍ରସାଦ ପାଣିଗ୍ରାହି,ସମ୍ମାନନୀୟ ଅତିଥି ଭାବରେ ଶ୍ରୀ ଡ.ନାଗେଶ୍ଵର ରାଓ

ଶ୍ରୀମନ୍ଦିରରେ ଓମଫେଡ ବଦଳରେ ପୁଣି ଖୋଲା ଘିଅ ବ୍ୟବହାର, ୨ ସୁଆରଙ୍କୁ ନୋଟିସ

ପୁରୀ: ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର

ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ସ୍ଥିତି ପରିଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଖୋର୍ଦ୍ଧା: ଜଣ୍ଡିସ ବ୍ୟାପିବା ଘଟଣାରେ ସ୍ଥିତି ପରିଖିଛି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ସାମ୍ପୁଲ୍ ସଂଗ୍ରହ କରାଯାଇଛି ଏବଂ ଏହି ମାମଲାରେ ଖୋର୍ଦ୍ଧା ଜିଲ୍ଲା ଟିମ୍ ଆକ୍ଟିଭ ଅଛି। ପ୍ରାୟ ହେପାଟାଇଟିସ A ବୋଲି ଜଣାପଡ଼ିଛି। ଏହା ଇଣ୍ଡେକ୍ସ କେସ୍‌ ଅନୁମାନ କରାଯାଉଛି। ଏହା ଜଳବାହିତ

ଲାଞ୍ଚ ନେଲା ବେଳେ ଫରେଷ୍ଟରଙ୍କୁ କାବୁ କଲା ଭିଜିଲାନ୍ସ

ବଲାଙ୍ଗୀର: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ