ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଅଭିଯୋଗ ଗୁଡ଼ିକର ଶୁଣାଣୀ କରିଥିବା ବେଳେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଉପ

ବିହାରରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ, ୧୭ ତାରିଖରେ ରାମାୟଣ ମନ୍ଦିରରେ ହେବ ସ୍ଥାପିତ

ବିହାର : ତାମିଲନାଡୁ ମହାବଳୀପୁରମରୁ ବିହାର ଗୋପାଳଗଞ୍ଜରେ ପହଞ୍ଚିଲା ବିଶ୍ବର ସବୁଠୁ ବଡ଼ ଶିବଲିଙ୍ଗ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ ୨୧୦ ମେଟ୍ରିନ ଟନ୍ ରହିଛି । ଏହି ବିଶାଳ ଶିବଲିଙ୍ଗର ସ୍ଥାପନା ୧୭ ଜାନୁଆରୀରେ କେସରିୟାର ପ୍ରଖଣ୍ଡ ସ୍ଥିତ ବିରାଟ ରାମାୟଣ

ବ୍ରହ୍ମପୁରରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର

ବ୍ରହ୍ମପୁର : ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ୱି. କୀର୍ତ୍ତି ୱାସନ୍, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପଜିଲ୍ଲାପାଳ

ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

ଦିଲ୍ଲୀ ବିସ୍ଫୋରଣ: ଉମର ଓ ଇମାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଜାମିନ ମିଳିଛି ।ଜଷ୍ଟିସ ଅରବିନ୍ଦ କୁମାର ଏବଂ ଜଷ୍ଟିସ ଏନବି ଅଞ୍ଜାରିଆ

ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ

ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ

ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ; ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ: ଆଜିଠୁ ଦିଲ୍ଲୀ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳ ପ୍ରଦୂଷଣକୁ ନେଇ ସରକାରଙ୍କୁ ଘେରିବା ସହ ଗୃହରେ ପ୍ରବଳ ହଙ୍ଗାମା କରିଥିଲେ। ହଙ୍ଗାମା ଏତେ ତୀବ୍ର ହୋଇଥିଲା ଯେ ବାଚସ୍ପତିଙ୍କୁ ଆପର ବିଧାୟକଙ୍କ ବିରୋଧରେ

ଭାରତକୁ ପୁଣି ଟାରିଫ୍ ଭୟ ଦେଖାଇଲେ ଟ୍ରମ୍ପ

ନୂଆଦିଲ୍ଲୀ : ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ ସମ୍ପର୍କରେ ଏକ କଡ଼ା ବୟାନ ଦେଇଛନ୍ତି। ସେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଥିଲେ କିନ୍ତୁ ଚେତାବନୀ ମଧ୍ୟ ଦେଇଥିଲେ ଯେ ଯଦି

ଏଣିକି ସଫେଇ ପାଇଁ ଉପଭୋକ୍ତାଙ୍କଠାରୁ ଦେୟ ଆଦାୟ କରିବ ବିଏମସି

ଭୁବନେଶ୍ବର: ଏଣିକି ଉପଭୋକ୍ତା ମାନଙ୍କ ପାଖରୁ ଅଳିଆ ସଫେଇ ପାଇଁ ଦେୟ ଆଦାୟ କରିବ ଭୁବନେଶ୍ୱର ମହାନଗର ନିଗମ । ଏନେଇ ନୂଆ ତାଲିକା ମଧ୍ୟ ଜାରି କରିଛି ବିଏମସି ।ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଘର,ସପିଂ ମଲ,ହାଟ,ହୋଟେଲ,କ୍ୟାଫେ ଆଦିରୁ ସଫେଇ ପାଇଁ ଦେୟ ଆଦାୟ କରିବ ବିଏମସି ।