ମାଲକାନଗିରିରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦରରେ ଥିବା ସଂସ୍କୃତି ଭବନରେ ଆଜି ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସାଧାରଣ ଲୋକମାନଙ୍କ ମଧ୍ୟରେ ଇଣ୍ଟରନେଟ ବ୍ୟବହାର ସମୟରେ ସୁରକ୍ଷା ବିଷୟରେ ସଚେତନତା ବୃଦ୍ଧି କରିବା ଥିଲା। ପ୍ରଥମେ

ଆନ୍ଧ୍ରପ୍ରଦେଶ ବସ ଟ୍ରାଜେଡି: ସହାୟତା ରାଶି ଘୋଷଣା ସହ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଧାନ କରିବାକୁ

ଭାରତ ପରେ ପାକିସ୍ତାନକୁ ପାଣି ବନ୍ଦ ଯୋଜନା କରୁଛି ଆଫଗାନିସ୍ତାନ

ଆଫଗାନିସ୍ତାନ : ଭାରତ ପରେ ପାକିସ୍ତାନକୁ ନେଇ ବକ୍ଷ ପଦକ୍ଷେପ ନେଇଛି ଆଫଗାନିସ୍ତାନ । ଆଫଗାନିସ୍ତାନରୁ ପାକିସ୍ତାନ ଆଡ଼କୁ ବୋହୁଥିବା ସମସ୍ତ ନଦୀର ପାଣିକୁ ବନ୍ଦ କରିପାରେ ଆଫଗାନିସ୍ତାନ । ଶେଷରେ ଶୋଷରେ ଆଉଟପାଉଟ ହେବ ପାକିସ୍ତାନ । ପାକିସ୍ତାନକୁ ବୁନ୍ଦେ ପାଣି ଦେବନି ଆଫଗାନିସ୍ତାନ

ବସ୍‌ରେ ଲାଗିଲା ନିଆଁ, ୨୦ ଯାତ୍ରୀ ଦଗ୍ଧ

ବେଙ୍ଗାଳୁରୁ: ବସରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୦ ଯାତ୍ରୀ । ଆନ୍ଧ୍ରର କର୍ଣ୍ଣୁଲ ଜିଲ୍ଲା ବେଙ୍ଗାଳୁରୁ-ହାଇଦ୍ରାବାଦ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାଇକ୍ ସହ ଧକ୍କା ହେବାରୁ ବସ୍ ରେ ହଠାତ୍ ଲାଗିଲା ନିଆଁ । ଦୁର୍ଘଟଣା ଏତେ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ ଉପଲକ୍ଷେ ମାଲକାନଗିରି ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ସେ ନିଜ ଉଦ୍ବୋଧନରେ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଚଳିତ ଅକ୍ଟୋବର ୨୭ ଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଅତିରିକ୍ତ

ଆଶାକର୍ମୀଙ୍କ ଧାରଣା ସ୍ଥଗିତ: ୧୦ ଦିନ ପରେ ନେତା ଓ ପ୍ରଶାସନ ହାର ମାନିଲେ

ଉମରକୋଟ : ନବରଙ୍ଗପୁର ଜିଲ୍ଲାରେ ଭାରତୀୟ ମଜଦୁର ସଂଘ ସଂଲଗ୍ନ ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଦ୍ୱାରା ଆରମ୍ଭ ହୋଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ ଧାରଣା ୧୦ ଦିନ ପରେ ଶେଷ ହୋଇଛି। ଗତ ଅକ୍ଟୋବର ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି

‘କଳାମଣ୍ଡଳ’ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।

ବାଘ ଆକ୍ରମଣରେ ଛେଳି ଚରାଳି ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଟାଇଁସି ଗ୍ରାମ ନିକଟରେ ବାଘ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଜଣକ ହେଲେ ଟାଇଁସି ଗ୍ରାମର ପୁରେନ୍ଦ୍ର ବେହେରାଙ୍କ ପୁଅ ବସନ୍ତ ବେହେରା (୫୫)। ସୂଚନାଯୋଗ୍ୟ, ବସନ୍ତ

କାଠ ଫାଳିଆରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

କପ୍ତିପଦା: ସ୍ବାମୀ ଭୁଲିଗଲା ସଂପର୍କ। ବିବାହ ବେଦିରେ ଧରିଥିବା ହାତ ଏବଂ ପ୍ରତିଜ୍ଞାକୁ ଭୁଲି ଯାଇ ପତ୍ନୀଙ୍କୁ ନିମର୍ମ ଭାବେ ହତ୍ୟା କରିଛି। ଜହ୍ଲାଦ ସ୍ୱାମୀର କାଠ ଫାଳିଆ ମାଡ଼ରେ ପତ୍ନୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲା କପ୍ତିପଦା ବ୍ଲକ ଅଧୀନ ଶରତ ଥାନା