Sign in
Sign in
Recover your password.
A password will be e-mailed to you.
ରେକର୍ଡ ଭାଙ୍ଗିଲା ଓଡ଼ିଶା: ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର
ଭୁବନେଶ୍ବର: ପ୍ରଦୂଷଣରେ ରେକର୍ଡ ଭାଙ୍ଗିଲା ଓଡ଼ିଶା । ଲଗାତାର ଦୁଇ ଦିନ ହେଲା ଓଡ଼ିଶାର ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି । ଆଜି ସକାଳ ୮ଟା ସୁଦ୍ଧା ୩୦୦ରୁ ଅଧିକ ଏକ୍ୟୁଆଇ ସହ ବାୟୁର ମାନ ଅତି ଖରାପ ସ୍ତରରେ ଥିବା ଦେଶର ୫ସହର ମଧ୍ୟରେ ରହିଛନ୍ତି ଓଡ଼ିଶାର ୪ଟି!-->…
ସୁଯୋଗ ଅପେକ୍ଷାରେ ଯୁବ ନେତୃତ୍ୱ, ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମୋକିମ
ଭୁବନେଶ୍ୱର: ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ରାଜ୍ୟରେ ଅନେକ ଯୁବ ନେତୃତ୍ୱଙ୍କୁ ଏକ ବଡ ସୁଯୋଗ ଆବଶ୍ୟକତା ରହିଛି, ସେଥିପାଇଁ ସିଏ ଆମ ସହ ଯୋଗାଯୋଗରେ ଅଛନ୍ତି । ଆମେ ମଧ୍ୟ ଯୁବ ଏବଂ!-->…
ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି।!-->…
ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତାମୂଳକ ନୁହେଁ: ପରିବହନ ମନ୍ତ୍ରୀ
ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବଶ୍ୟକତା!-->…
ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାମିଲ ହେଲା OAS, ORS
ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ ୧୧୩ଟି ORS ପଦବୀକୁ ସାମିଲ କରି ସାନି ବିଜ୍ଞପ୍ତି!-->…
ଜାନୁୟାରୀ ୨୨ ରୁ ୨୬ ହେବ ଗୋପାଳପୁର ବେଳାଭୂମି ମହୋତ୍ସବ…
ବ୍ରହ୍ମପୁର : ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ!-->…
ଅନ୍ତର୍ଜାତୀୟ ଓଡ଼ିଆ ସ୍ୱାଭିମାନ ପ୍ରତିଷ୍ଠାନ ତରଫରୁ ୧୫ ତମ ରାଜ୍ୟ ସମ୍ମିଳନୀ
ଭୁବେଶ୍ବର ୩/୧୨ : କଳା ସଂସ୍କୃତି,ଲୋକ ନୃତ୍ୟ, ଖଣିଜ ସଂପଦ, ପର୍ଯ୍ୟଟନ ସ୍ଥଳୀ, କୃଷି ଜଙ୍ଗଲ, ସୁଦୀର୍ଘ ବେଳା ଭୂମି ସହ ମାନବ ସମ୍ବଳ ଓଡ଼ିଶା ପ୍ରତି ପ୍ରକୃତି ଓ ଶ୍ରୀ ଜଗନ୍ନାଥ ପ୍ରଭୁ ଙ୍କ ଅମୂଲ୍ୟ ବରଦାନ ।ଓଡ଼ିଶା ଏକ ସଂସ୍କୃତି ସଂପନ୍ନ, ଐତିହ୍ୟ ବିମଣ୍ଡିତ, ପୁରାଣ ପ୍ରସିଦ୍ଧ!-->!-->!-->…
ରୁପାଲି ଛକରେ ‘ଆମ ବସ୍’ ଧକ୍କାରେ ଜଣେ ମୃତ
ଭୁବନେଶ୍ୱର: ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ପଛପଟେ ଆସି ଧକ୍କା ଦେଇଥିଲା ଆମ ବସ୍ । ଅଟୋରେ ମୋଟ ୩ ଜଣ ଥିଲେ । ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ମହିଳା ଯାତ୍ରୀ ଗୁରୁତର!-->…
ବିଜେପି ନେତାଙ୍କ ଦାଦାଗିରି, ଚାମ୍ଵରରେ ପଶି ମହିଳା ବିଡିଓଙ୍କୁ ଆକ୍ରମଣ ଉଦ୍ୟମ
କେନ୍ଦ୍ରାପଡ଼ା: ବିଡିଓଙ୍କ ଚାମ୍ଵରରେ ଦବଙ୍ଗଗିରି। ମହିଳା ବିଡିଓଙ୍କୁ ଘେରିଗଲେ, ଲାପଟପ୍ ଉଠାଇ ମାରିବାକୁ ଉଦ୍ୟମ କଲେ। ଶୁକ୍ରବାର ଦିନ ୧୨ଟା ବେଳେ କେନ୍ଦ୍ରାପଡ଼ା ରାଜନଗର ବ୍ଲକର ବିଡିଓଙ୍କ ଉପରକୁ ଆକ୍ରମଣ ହୋଇଛି। ଜଣେ ସ୍ଥାନୀୟ ନେତାଙ୍କ ସହିତ ୩୦ ରୁ ଉର୍ଦ୍ଧ୍ଵ ସମର୍ଥକ ବିଡିଓ ତିଳୋତମା!-->…
ପୁନର୍ବାର ନୟାଗଡ଼ ଜିଲ୍ଲା ବିଜେପି କୋଷାଧ୍ୟକ୍ଷ ହେଲେ ବଳେଶ୍ୱର ପାତ୍ର
ନୟାଗଡ଼: ନୟାଗଡ଼ ଜିଲ୍ଲା ଭାରତୀୟ ଜନତା ପାର୍ଟି (ବିଜେପି) ଜିଲ୍ଲା କାର୍ଯ୍ୟାଳୟର କୋଷାଧ୍ୟକ୍ଷ ଭାବେ ବଳେଶ୍ୱର ପାତ୍ର ପୁନର୍ବାର ନିଯୁକ୍ତି ପାଇଛନ୍ତି । ଭାରତୀୟ ଜନତା ପାର୍ଟି ବଳେଶ୍ୱରଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ରଖି ପୁନର୍ବାର କୋଷାଧ୍ୟକ୍ଷ ଭାବେ ନିଯୁକ୍ତିକୁ ନୟାଗଡ଼ ଜିଲ୍ଲା!-->…