Sign in
Sign in
Recover your password.
A password will be e-mailed to you.
ମୟୂରଭଞ୍ଜ ଓ କେନ୍ଦୁଝରକୁ ଅତି ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର!-->…
୩ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଯାଇଛନ୍ତି। ତାଙ୍କ ଗସ୍ତ କାଳରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଯାତ୍ରା କରିବା ପୂର୍ବରୁ ରାଷ୍ଟ୍ରପତି ଗଞ୍ଜାମ ଜିଲ୍ଲାର ଏକ!-->…
ଫେକ୍ ଆୟକର ନୋଟିସକୁ ନେଇ ସତର୍କ କରାଇଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର: ଅନଲାଇନ୍ ଠକେଇର ବଢ଼ୁଥିବା ମାମଲା ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ହ୍ୱାଟ୍ସଆପ୍ ମାଧ୍ୟମରେ ନକଲି ଆୟକର ନୋଟିସ୍ ସେୟାର କରୁଥିବା ସାଇବର ଠକମାନଙ୍କ ବିରୁଦ୍ଧରେ ଲୋକଙ୍କୁ ସତର୍କ କରାଇଛି। ଏଥିସହିତ ଏକ ସାର୍ବଜନୀନ ପରାମର୍ଶ ଜାରି କରିଛି।
ଆୟକର ରିଟର୍ଣ୍ଣ (ITR)!-->!-->!-->…
ଖସିଲା ହସ୍ପିଟାଲର ସିଲିଂ, ଅଳ୍ପକେ ବର୍ତ୍ତିଲେ ପ୍ରସୂତି ଏବଂ ନବଜାତକ
ଉଦଳା: ମୟୂରଭଞ୍ଜ ଉଦଳା ମେଡିକାଲ ପ୍ରସୂତି ବିଭାଗରୁ ସାମ୍ନାକୁ ଆସିଛି ଏକ ଚିନ୍ତାଜନକ ଘଟଣା । ମହିଳା ସଞ୍ଜୁଲତା ପାତ୍ର ନବଜାତକକୁ ଧରି ବସିଥିବା ବେଳେ ହଠାତ ତାଙ୍କ ପିଠି ଉପରେ ସିଲିଂର କିଛି ଅଂଶ ଖସି ପଡିଥିଲା । ସୌଭାଗ୍ୟବଶତଃ ନବଜାତକ ଶିଶୁ ଓ ପ୍ରସୂତି ମାଆ ବଡ଼ ବିପଦରୁ!-->…
ନୂଆଗାଁ ବ୍ଲକ ଅଞ୍ଚଳରେ ହାତୀର ଆତଙ୍କ…
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ହାତୀବାରି ଥାନା ଅଞ୍ଚଳରେ ୨୫ଟି ହାତୀଙ୍କ ଏକ ପଲ ଧାନ ଫସଲ ନଷ୍ଟ କରିଦେଇଛି ! ଚାଷୀମାନେ ବର୍ଷ ବର୍ଷ ଧରି ଏହି ଧାନ ଫସଲ ପାଇଁ ଅପେକ୍ଷା କରିଆସୁଛନ୍ତି ! ଅନେକ ଚାଷୀ ବ୍ୟାଙ୍କରୁ ଋଣ ମଧ୍ୟ ନେଇଥାନ୍ତି! ୨୫ଟି ହାତୀ ମଧ୍ୟରୁ ୭ଟି ହାତୀ ଧାନ ଫସଲ ନଷ୍ଟ!-->…
ଆଶା କର୍ମୀଙ୍କ ୮ ଦଫା ଦାବି ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲା ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ପ୍ରତିନିଧି…
ଭୁବନେଶ୍ୱର, ୪ ଅଗଷ୍ଟ: ଭାରତୀୟ ମଜଦୁର ସଂଘ ସହ ସମ୍ବଦ୍ଧ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟର ମାନନୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗଙ୍କୁ ଭେଟି ଆଶା କର୍ମୀମାନଙ୍କ ବିଭିନ୍ନ ସମସ୍ୟା ଓ ୮ ଦଫା ଦାବି ସମ୍ପର୍କରେ ଆଲୋଚନା!-->…
ଛାତ୍ରାବାସରେ ନବମ ଶ୍ରେଣୀର ୨୭ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଜଣେ ଦଶମ ଛାତ୍ର
ରାୟଗଡା : ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ବର୍ବରତା ହୋଇଛି ସୀମା ପାର । ରାତି ଅଧରେ ହଷ୍ଟେଲ୍ ପରିସରରେ ହୋଇଛି ପ୍ରଜାକୋର୍ଟ । ଏଭଳି ଘଟଣା ରାୟଗଡା ଜିଲ୍ଲା ରିଭଲକୋଣା ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟିଛି । ଶିକ୍ଷକଙ୍କୁ ନିର୍ଯ୍ୟାତନା ସଂକ୍ରାନ୍ତରେ!-->…
ଟ୍ରମ୍ପଙ୍କୁ ଝଟକା ! ମଧ୍ୟସ୍ଥତାରୁ ବାଦ୍ ଦେଲା ପାକିସ୍ତାନ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷ ପରେ ପାଞ୍ଚ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରିନାହିଁ। ଗତ ମାସରେ ଆମେରିକା ଏବଂ ଇରାନ ମଧ୍ୟରେ ବହୁସ୍ତରୀୟ ଆଲୋଚନା ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିଲା, କିନ୍ତୁ!-->…
ପଦଯାତ୍ରା ବେଳେ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ, ଧାରଣାରେ ବସିଲେ ଆପ୍ ନେତା
ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ । ଇ-୨୦ ଅଭିଯୋଗ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ପଦଯାତ୍ରା କରୁଥିବାବେଳେ ପୋଲିସ ତାଙ୍କୁ ଫିରୋଜଶାହା ରୋଡରେ ଅଟକାଇଛି । ପୋଲିସର!-->…
ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ
ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ । ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି ରୋଗ କିଛିଦିନ ଭିତରେ ମସ୍ତିଷ୍କକୁ!-->…